Categories: ଜାତୀୟ

ନାଗାଲାଣ୍ଡରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ…

କୋହିମା,୨।୩: ବିଧାନସଭା ନିର୍ବାଚନର ଭୋଟ ଗଣତିରେ ନାଗାଲାଣ୍ଡରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବେ ଉଭା ହୋଇଛି। ଏଠାରେ ଭାଜପା ୪୮ ଆସନରେ ଆଗୁଆ ଥିବା ବେଳେ ଏନପିଏଫ ୬, କଂଗ୍ରେସ ୧ ଏବଂ ଅନ୍ୟଦଳ ୫ ଆସନରେ ଆଗୁଆ ରହିଛନ୍ତି। ଭାଜପା ସହଜରେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ୩୧ ହାତେଇ ନେବାକୁ ଯାଉଛି।

Share