Posted inଜାତୀୟ

ମମତାଙ୍କୁ ଟକ୍କର ଦେବେ ଶୁଭେନ୍ଦୁ

କୋଲକାତା,୮ ।୩: ବେଳକୁ ବେଳ ପଶ୍ଚିମବଙ୍ଗ ରାଜନୀତି ହେଉଛି ସରଗରମ । ଗତ ସପ୍ତାହରେ ଶାସକ ତୃଣମୂଳ କଂଗ୍ରେସ ୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନନ୍ଦିଗ୍ରାମ ବିଧାନସଭା ଆସନରୁ ଲଢିବାକୁ ଘୋଷଣା କରିଥିବା ବେଳେ ସମସ୍ତଙ୍କ ନଜର ଥିଲା ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ ଉପରେ । ମିଳିଥିବା ସୂଚନାରୁ ଜଣାପଡିଛି ଯେ ନିକଟରେ ତୃଣମୂଳ କଂଗ୍ରେସ ଛାଡି ଭାଜପାରେ ଯୋଗ ଦେଇଥିବା ଶୁଭେନ୍ଦୁ ଅଧିକାରୀଙ୍କୁ ଦଳ ମମତାଙ୍କ ବିରୋଧରେ ମଇଦାନକୁ ଓହ୍ଲାଇଛି । ମାର୍ଚ୍ଚ ୧୨ରେ ସେ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାପଡିଛି । ଏବେ ଆଲୋଚନା ହେଉଛି କି ନନ୍ଦିଗ୍ରାମରେ ଟକ୍‌ଯ ହେବ ଜୋରଦାର ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ସିଂହ ସହ ୫ ଦିନ ବିତାଇଲେ ୭ ବର୍ଷୀୟ ବାଳକ

ହରାରେ, ୬।୧: ଉତ୍ତର ଜିମ୍ବାଓ୍ବେର ମେଶୋନାଲେଣ୍ଡ ପଶ୍ଚିମ ପ୍ରଦେଶର ‘କରିବା ଗ୍ରାମୀଣ’ ଜିଲାଲ ୭ ବର୍ଷୀୟ ବାଳକ ଟିନୋଟେଡା ପୁଡୁଙ୍କ କାହାଣୀ ସାରା ବିଶ୍ୱର ଦୃଷ୍ଟି...

ଗିରଫ ହେଲେ ପ୍ରଶାନ୍ତ କିଶୋର

ପାଟନା,୬।୧: ଜନ ସୁରଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କୁ ପୋଲିସ ଗିରଫ କରିଛି। ପାଟନା ଜିଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତାଙ୍କୁ ଗିରଫ...

କୃଷ୍ଣସାର ମୃଗକୁ ମାରିଲା କଲରାପତରିଆ

ଗାନ୍ଧୀନଗର,୬।୧: ଗୁଜରାଟର ଷ୍ଟାଚ୍ୟୁ ଅଫ୍‌ ୟୁନିଟି ନିକଟରେ ଥିବା ଜଙ୍ଗଲ ସଫାରିରେ ଏକ କଲରାପତରିଆ ବାଘ ପ୍ରବେଶ କରି ଗୋଟିଏ କୃଷ୍ଣସାର ମୃଗକୁ ମାରିବା ପରେ ଭୟରେ...

ମହାକୁମ୍ଭରେ ଗଣଧର୍ମାନ୍ତରୀକରଣ ଆଶଙ୍କା

ଲକ୍ଷ୍ନୌ,୫।୧: ଆସନ୍ତା ୧୩ରୁ ଆରମ୍ଭ ହେବାକୁ ଯାଉଥିବା ମହାକୁମ୍ଭରେ ବହୁସଂଖ୍ୟାରେ ମୁସଲମାନ ଗଣ ଧର୍ମାନ୍ତରୀକରଣର ଶିକାର ହୋଇପାରନ୍ତି ବୋଲି ଆଶଙ୍କା କରି ଜଣେ ବରିଷ୍ଠ ଧର୍ମୀୟ...

ଭାଜପା କ୍ଷମତାକୁ ଆସିଲେ ଦିଲ୍ଲୀରେ ଜନକଲ୍ୟାଣ ଯୋଜନା ବନ୍ଦ ହେବ ନାହିଁ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିଲ୍ଲୀରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଆମ୍‌ ଆଦ୍‌ମୀ ପାର୍ଟି...

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ମାତାପିତାଙ୍କ ସେବା ନ କଲେ ମିଳିବ ନାହିଁ ସମ୍ପତ୍ତି

ନୂଆଦିଲ୍ଲୀ,୫।୧: ମାତାପିତାଙ୍କଠାରୁ ତାଙ୍କ ସମ୍ପତ୍ତି ଉପହାର ସ୍ବରୂପ ପାଇବା ପରେ ସେମାନଙ୍କ ଦେଖାରାଖା ନ କରୁଥିବା ପିଲାମାନଙ୍କଠାରୁ ସେହି ସମ୍ପତ୍ତି ଫେରାଇ ନେଇ ହେବ। ବୟସ୍କଙ୍କ...

‘ମୁଁ ନିର୍ବାଚନରେ ଜିତିଲେ ରାସ୍ତାଗୁଡ଼ିକୁ ପ୍ରିୟଙ୍କା ଗାନ୍ଧୀଙ୍କ ଗାଲ ଭଳି କରିଦେବି’

ନୂଆଦିଲ୍ଲୀ,୫।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଆପ୍‌-କଂଗ୍ରେସ ପରେ ଭାଜପା ମଧ୍ୟ ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏହାକୁ ନେଇ...

ଲାଲୁଙ୍କ ଅଫରକୁ ନେଇ କ୍ଲିୟର କଲେ ନୀତୀଶ

ମୁଜାଫରପୁର,୫।୧: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ଗତି ଯାତ୍ରା ସମୟରେ ମୁଜାଫରପୁରରେ ପହଞ୍ଚିଥିଲେ। ଏହି ସମୟରେ ସେ ଇଣ୍ଡିଆ ଆଲାଇନ୍ସରେ ଯୋଗଦେବା ପ୍ରସ୍ତାବକୁ ନେଇ ଜବାବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri