ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କଲେ ଭାଜପା ନେତା

ବନ୍ତ,୨୭।୮(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ପଞ୍ଚାୟତର ମୁଗଗଢିଆ, କସଗଢିଆ ଓ ଗୋହିରାପଦୀ ଆଦି ଜଳବନ୍ଦୀ ଗ୍ରାମ ଗୁଡିକ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀ ଭାଜପା ନେତା ବୁଧବାର ବଦ୍ରୀ ନାରାୟଣ ଧଳ ପରିଦର୍ଶନ କରିଛନ୍ତି। ଉପରୋକ୍ତ ଗ୍ରାମକୁ ଯାଇଥିବା ରାସ୍ତାର ଦୁରବସ୍ଥା ଦେଖିବା ସହ ପାଣିରେ ବୁଡି ରହିଥିବା ଚାଷ ଜମି ଓ ଲୋକଙ୍କ ଦୁର୍ଦ୍ଦଶା ସମ୍ପର୍କରେ ପଚାରି ବୁଝିଥିଲେ। ଉଲ୍ଲେଖ ଯେ, ଲଘୁଚାପ ବର୍ଷା ଓ ରେବ ନଦୀର ଜଳରେ ଗୋହିରାପଦୀରୁ ମୁଗଗଢିଆ ଦେଇ ବିକେବିଏମ୍‌ ରୋଡ୍‌କୁ ସଂଯୋଗ କରୁଥିବା ରାସ୍ତାର ମୁଗଗଢିଆ ଠାରେ ଘାଇ ସୃଷ୍ଟି ହୋଇ ୩ ଗ୍ରାମ ଜଳବନ୍ଦୀ ଅବସ୍ଥାରେ ଥିବା ବେଳେ ଶହ ଶହ ଏକର ଚାଷ ଜମି ଜଳମଗ୍ନ ହୋଇଛି। ଏନେଇ ଗ୍ରାମବାସୀ ବ୍ଲକ ପ୍ରଶାସନକୁ ଅବଗତ କରିବା ପରେ ମଙ୍ଗଳବାର ବିଡିଓ ରେବେକା ବିଲୁଙ୍ଗ ସମ୍ପୃକ୍ତ ଅଞ୍ଚଳ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଡ୍‌ ରୋମିଓଙ୍କ ବେପରୁଆ ଗାଡ଼ିଚାଳନା: ବଢୁଛି ଦୁର୍ଘଟଣା, ସାବାଡ୍‌ ପାଇଁ ନିଆଯିବ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସୁଛନ୍ତି। ତେବେ କଫି ବଗିଚା...

ଦଳ ବିରୋଧୀ କାର୍ଯ୍ୟ: ବିଜେଡିରୁ ୨ ନିଲମ୍ବିତ

ରାଜନଗର, ୨୧ା୧୨(ଭାସ୍କର ରାଉତରାୟ):ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁକ୍ରବାର କୁରୁଣ୍ଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୁମର କୁମାର ସ୍ବାଇଁ ଓ ଯୁବନେତା ହିମାଂଶୁ ଭୂଷଣ ପାଣିଙ୍କୁ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବଣ୍ଡା ଜନଜାତିଙ୍କୁ ଅଧିକ ୫୦ ହଜାର

ମାଲକାନଗିରି/ଖଇରପୁଟ, ୨୧।୧୨ (ଦୁର୍ଯ୍ୟୋଧନ ପାତ୍ର/ ଜଗନ୍ନାଥ ମାଝୀ): ବଣ୍ଡା ଜନଜାତିଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅଧିକ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ଶୁକ୍ରବାର...

ବାଇକ ଦୁର୍ଘଟଣାରେ ଯୁବକ ମୃତ, କାରଣ ଅସ୍ପଷ୍ଟ

କୋକସରା,୨୦।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜାତୀୟ ରାଜପଥ ୨୬ କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ କାଉଡୋଳା ଧାନ ମଣ୍ଡି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ବାଇକ ଦୁର୍ଘଟଣାରେ...

କେସିଙ୍ଗାରେ ବାଏପାସ ନିର୍ମାଣ ପାଇଁ ସହରର ଜନସାଧାରଣଙ୍କ ପକ୍ଷରୁ ଜିଲାପାଳଙ୍କ ନିକଟରେ ଦାବି

କେସିଙ୍ଗା,୨୦।୧୨(ତୁମେଶ୍ୱର ସାହୁ): କେସିଙ୍ଗା ସହରରେ ଏକ ନୂତନ ବାଏପାସ ରାସ୍ତା ନିର୍ମାଣ ପାଇଁ ସହରର ଅନେକ ସଂଗଠନର ମିଳିତ ଉଦ୍ୟମରେ ଜିଲାପାଳଙ୍କୁ ଶୁକ୍ରବାର ସାକ୍ଷାତ କରି...

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର: ଜେଲ ଗଲେ ଅଭିଯୁକ୍ତ  

ଦିଗପହଣ୍ଡି,୨୦।୧୨(ଅଶେଷ ନାଥ ମିଶ୍ର): ବିବାହର ପ୍ରତିଶ୍ରୁତି ଦେଇ ଜଣେ ଅନୁସୂଚିତ ଜାତିର ଜଣେ ଯୁବତୀଙ୍କୁ ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନିକଟ ଏ.ରଘୁନାଥପୁର ଗ୍ରାମର...

ଥୁଆମୂଳ ରାମପୁର ବ୍ଲକ୍ ପ୍ରାଣୀ ଚିକିତ୍ସାଳୟରେ ପ୍ରାୟ ସମୟ ତାଲା, ପ୍ରଭାବିତ ହେଉଛି ପ୍ରାଣୀଧନ ଚିକିତ୍ସା

ଥୁଆମୂଳ ରାମପୁର,୨୦।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପ୍ରାଣୀ ଚିକିତ୍ସା କ୍ଷେତ୍ରରେ ସମ୍ପୂର୍ଣ୍ଣ ଅବହେଳାର ଚିତ୍ର ଦେଖିବାକୁ ମିଳିଛି। ଥୁଆମୂଳ ରାମପୁର ଗୋଷ୍ଠୀ...

ଆଶାକର୍ମୀଙ୍କୁ ଅସଦାଚରଣ: ଦଣ୍ଡିତ ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି କୋର୍ଟ ମାଜିଷ୍ଟ୍ରେଟ ନିଳୀମା ଷଡ଼ଙ୍ଗୀ ଶୁକ୍ରବାର ଜଣେ ଆଶାକର୍ମୀଙ୍କୁ ରାଜରାସ୍ତାରେ ଅସଦାଚରଣ ମାମଲାର ଶୁଣାଣି କରି ଅଭିଯୁକ୍ତଙ୍କୁ ଅର୍ଥ ଦଣ୍ଡରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri