କଟକ ଲୋକ ସଭା ଆସନରେ ଭାଜପା ଆଗୁଆ

କଟକ,୪ା୬(କାର୍ତ୍ତିକ ସାହୁ): କଟକ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ୮ମ ରାଉଣ୍ଡ ସୁଦ୍ଧା ୧,୩୫,୫୬୧ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ସନ୍ତୃପ୍ତ ମିଶ୍ର ୧ ୨୪,୦୦୮ ଖଣ୍ଡ ଭୋଟ୍‌ ପାଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ୨୩,୧୪୧ ଖଣ୍ଡ ଭୋଟ୍‌ ପାଇଛନ୍ତି।

Share