ଉତ୍ତରପ୍ରଦେଶ-ଉତ୍ତରାଖଣ୍ଡରେ ଭାଜପା ଆଗୁଆ..

ଲକ୍ଷ୍ନୌ/ଡେରାଡୁନ୍‌,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୧୦୧ ଆସନରେ ଭାଜପା ଆଗୁଆ ଥିବାବେଳେ ଏସ୍‌ପି ୬୦ରେ ଆଗୁଆ ରହିଛି। ସେହିପରି ଉତ୍ତରାଖଣ୍ଡରେ ଭାଜପା ୨୭ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୨୨ଟି ବିଧାନସଭା ଆସନରେ ଆଗୁଆ ରହିଛି।

Share