Posted inଜାତୀୟ

ପଶ୍ଚିମବଙ୍ଗରେ ଭାଜପାକୁ ଝଟ୍‌କା

କୋଲକାତା,୩୧ ।୮: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଆଉ ଏକ ଝଟକା ଲାଗିଛି । ମଙ୍ଗଳବାର ଭାଜପା ବିଧାୟକ ବିଶ୍ୱଜିତ ଦାସ ଓ ଭାଜପା କାଉନସିଲର ମନତୋଷ ନାଥ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ରେ ଯୋଗ ଦେଇଛନ୍ତି । ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ତ୍ରୁଣମୂଳ କଂଗ୍ରେସ ସରକାର ଗଠନ ହେବା ପରେ ଭାଜପାର ବରିଷ୍ଠ ନେତାମାନେ ଦଳ ଛାଡି ଟିଏମ୍‌ସିରେ ଯୋଗ ଦେଉଛନ୍ତି । ସୂଚନାଯୋଗ୍ୟ, ସୋମବାର ଭାଜପା ବିଧାୟକ ତନ୍ମୟ ଘୋଷ ମଧ୍ୟ ଭାଜପା ଛାଡି ଟିଏମ୍‌ସିରେ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି! ପୂରା ଖବର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୧୨: ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଛତିଶଗଡ଼ରୁ ଆସିଛି ଏଭଳି ଏକ ସଂଗୀନ ଅଭିଯୋଗ...

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ...

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri