Posted inଜାତୀୟ

ହଠାତ୍‌ ଲୋକ ସଭାରେ କଂଗେସ ଏମ୍‌ପିଙ୍କୁ ‘ଷ୍ଟୁପିଡ୍‌’ କହିଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨୫।୭: ବଜେଟ୍‌କୁ ନେଇ ଲୋକ ସଭାରେ ଜୋରଦାର ହଙ୍ଗାମା ହୋଇଛି। କଂଗ୍ରେସ ସଦସ୍ୟମାନେ ଭାଜପା ଏମ୍‌ପି ଅଭିଜିତ ଗଙ୍ଗୋପାଧ୍ୟାୟଙ୍କ ମନ୍ତବ୍ୟକୁ ନେଇ ହଟ୍ଟଗୋଳ କରିଛନ୍ତି। ସରକାର ଏବଂ ସଦସ୍ୟଙ୍କୁ କ୍ଷମା ମାଗିବାକୁ ଜିଦ୍‌ ଧରିଛନ୍ତି।
ଗୃହରେ ବଜେଟ ଉପରେ ଆଲୋଚନା ବେଳେ ବଙ୍ଗଳାର ତାମଲୁକରୁ ଭାଜପା ଏମ୍‌ପି ଅଭିଜିତ ଗଙ୍ଗୋପାଧ୍ୟାୟ ଏ ପ୍ରସଙ୍ଗରେ ନିଜର ମତାମତ ଦେଉଥିବାବେଳେ କଂଗ୍ରେସ ଏମ୍‌ପି ଗୌରବ ଗୋଗୋଇ ଏକ ମନ୍ତବ୍ୟ ଦେଇଥିଲେ। ଏଥିରେ ଅଭିଜିତ ତାଙ୍କ ବିରୋଧରେ ଆପତ୍ତିଜନକ ଶବ୍ଦ ବ୍ୟବହାର କରିଥିଲେ।
ବଜେଟ ଉପରେ ଆଲୋଚନା ବେଳେ ଅଭିଜିତ୍‌ ନିଜର ମତ ଉପସ୍ଥାପନ କରିଥିଲେ। ଏହି ସମୟରେ କଂଗ୍ରେସ ଏମ୍‌ପି ଗୋଗୋଇ କିଛି କହିବାରୁ ଅଭିଜିତ୍‌ କହିଥିଲେ, ଶିକ୍ଷିତ ସଦସ୍ୟମାନେ ଏ ବିଷୟରେ ଅବଗତ ନୁହଁନ୍ତି। ସେମାନେ ଅଧିକ ଶିଖିବା ଆବଶ୍ୟକ କରନ୍ତି। ଗୋଗୋଇ ଗଡ୍‌ସେ ବିଷୟରେ ମନ୍ତବ୍ୟ ଦେଇଥିଲେ। ଏନେଇ ଅଭିଜିତ ତାଙ୍କୁ ଷ୍ଟୁପିଡ୍‌(ମୂର୍ଖ) ବୋଲି କହିଥିଲେ। ଯାହାକୁ ବିରୋଧୀ ସଦସ୍ୟମାନେ ବିରୋଧ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri