ବିଜେବି ଛାତ୍ରୀ ଆତ୍ମହତ୍ୟା ମାମଲା: ଏଯାବତ୍‌ ୧୦୦ରୁ ଅଧିକଙ୍କୁ ଜେରା

ଭୁବନେଶ୍ୱର,୪।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାରେ ଏବେ ସୁଦ୍ଧା ୧୦୦ରୁ ଅଧିକଙ୍କୁ ଜେରା କରାଗଲାଣି । ରବିବାର ପୋଲିସ ୬୨ ଜଣଙ୍କୁ ଜେରା କରିଥିଲା । ଜେରାରୁ ୨ ଅଭିଯୁକ୍ତ ଛାତ୍ରୀଙ୍କ ବିଷୟରେ ସୂଚନା ମିଳିଛି । ସୁଇସାଇଡ଼ ନୋଟରେ ୩ ଜଣଙ୍କ ସମ୍ପର୍କରେ ଉଲ୍ଲେଖ କରିଥିଲେ ରୁଚିକା । ର଼୍ୟାଗିଂ କରିଥିବା ଛାତ୍ରୀମାନେ ଯୁକ୍ତ ୩ ବିଜ୍ଞାନ ଶେଷବର୍ଷର ଛାତ୍ରୀ ବୋଲି ଜଣାପଡ଼ିଛି।
ସୁଇସାଇଡ ନୋଟ୍‌ ସହିତ ହଷ୍ଟେଲ କର୍ତ୍ତୃପକ୍ଷ ଓ ଛାତ୍ରୀଙ୍କୁ ପଚରାଉଚରା କରି ୩ଜଣିଆ ସ୍ବତନ୍ତ୍ର ଟିମ୍‌ ତଦନ୍ତ କରୁଛନ୍ତି। ରୁମ୍‌ମେଟ, ସିନିୟର ଛାତ୍ରୀ, ହଷ୍ଟେଲ୍‌ ସୁପରିଟେଣ୍ଡଣ୍ଟ, ଓ୍ବାର୍ଡେନ, ଆସିଷ୍ଟାଣ୍ଟ ୱାର୍ଡେନଙ୍କ ସମେତ ଫ୍ଲୋର ଇନଚାର୍ଜଙ୍କୁ ମଧ୍ୟ ପଚରାଉଚରା କରାଯାଇଛି। ଧାରା ୧୬୧ରେ ରୁମ୍‌ମେଟ ଏବଂ ୱାର୍ଡେନଙ୍କ ବୟାନ ରେକର୍ଡ ହୋଇଛି । ହଷ୍ଟେଲରେ ମୋଟ ୧୩୪ଜଣ ସିନିୟର ଛାତ୍ରୀ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ବୟାନ, ପୁଣି ପାଣ୍ଡିଆନଙ୍କ ବଢାଇଲା ଚର୍ଚ୍ଚା, ଏବେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୦।୪: ଓ୍ବକଫ୍‌ ପ୍ରସଙ୍ଗ ପରେ ଏବେ ବିଜେଡିକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଓ୍ବକଫ୍‌ ବିଲ୍‌କୁ ନେଇ ବିଜେଡି ଏମପିଙ୍କ ମଧ୍ୟରେ ଯେଉଁ ମତଭେଦ...

ଶୁଭାରମ୍ଭ ଅପେକ୍ଷାରେ ‘ଆୟୁଷ୍ମାନ ଯୋଜନା’: ଉପକୃତ ହେବେ ହଜାର ହଜାର ହିତାଧିକାରୀ

ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା। ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ...

ଭୁବନେଶ୍ୱରରେ ହେବ ୧୦,୦୦୦ ଆସନ ବିଶିଷ୍ଟ ମେଗା କନଭେନସନ୍ ସେଣ୍ଟର, ଏହି ଅଞ୍ଚଳରେ ନିର୍ମାଣ କରିବ OBCC

ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରକୁ ଖୁବଶୀଘ୍ର ୧୦,୦୦୦ ଆସନ ବିଶିଷ୍ଟ ମେଗା କନଭେନସନ ସେଣ୍ଟର ମିଳିବ। ଓଡ଼ିଶା ସେତୁ ନିର୍ମାଣ ନିଗମ(OBCC) ଏହାକୁ ECoR ମୁଖ୍ୟାଳୟ ନିକଟରେ...

ନାବାଳିକା ଛାତ୍ରୀ ଅପହୃତ: ଘରୁ ବ୍ୟାଙ୍କ ଜମାଖାତା, ସାର୍ଟିଫିକେଟ୍‌ ସବୁ ଗାଏବ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗ୍ରାମର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଘରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି।...

ବଲାଙ୍ଗୀର ଭୀମଭୋଇ ହସ୍ପିଟାଲରୁ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର, ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ ସଂସ୍ଥାକୁ ପଠାଗଲା

ବଲାଙ୍ଗୀର, ୧୦।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ହୋଇଥିଲା। ଏହି ଘଟଣା ପ୍ରଘଟ ହେବାର କିଛି...

ପାଣ୍ଡିଆନଙ୍କ ଗୁମର ଖୋଲିଦେଲେ ପ୍ରଭାତ, କହିଲେ ଭୟଙ୍କର ଷଡଯନ୍ତ୍ର

ଭୁବନେଶ୍ୱର,୧୦।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବୟାନ ପରେ ଏବେ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ଓ୍ବକଫ ବିଲ ପ୍ରସଙ୍ଗରେ ଭି.କେ. ପାଣ୍ଡିଆନଙ୍କୁ ନେଇ ଆକ୍ଷେପ...

ମା’ ଦକ୍ଷିଣକାଳୀଙ୍କ ଦଣ୍ଡଯାତ୍ରା: ଭକ୍ତଙ୍କୁ ଆକୃଷ୍ଟ କରୁଛି ଧୂଳିଦଣ୍ଡ

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ମାର୍ଚ୍ଚ ୨୫ରୁ ଆରମ୍ଭ ହୋଇଥିବା ଗଞ୍ଜାମ ଜିଲା ପ୍ରସିଦ୍ଧ ମା’ କାଳୀଙ୍କ ଦଣ୍ଡଯାତ୍ରା ପର୍ବ ଆସନ୍ତା ମେରୁ ସଂକ୍ରାନ୍ତିରେ ଶେଷ ହେବ। ବିଭିନ୍ନ...

Vastu Dosh: ସର୍ବଦା ମା’ ଲକ୍ଷ୍ମୀଙ୍କ କୃପା ପାଇବାକୁ ଚାହୁଁଛନ୍ତି କି?ଭୁଲ୍‌ରେ ବି ଘରେ କରନ୍ତୁ ନାହିଁ ଏହି ଗୋଟିଏ କାମ…

ମା’ ଲକ୍ଷ୍ମୀ ସ୍ବଭାବରେ ଚଞ୍ଚଳ ଏବଂ କ୍ରୋଧୀ। ଯେଉଁ ଘରେ ଲକ୍ଷ୍ମୀ ବାସ କରନ୍ତି, ସେଠାରେ ସୁଖ, ଧନ, ସମୃଦ୍ଧି, ବିଳାସର ଅଭାବ ହୁଏ ନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image