Posted inଜାତୀୟ

ଉତ୍ତର-ପୂର୍ବରେ ଭାଜପା ସୂର୍ଯ୍ୟୋଦୟ

କୋଲକାତା/ଅଗରତାଲା, ୩ା୩(ପି.ଟି.):ଯେଉଁ ବ୍ୟକ୍ତି ଅନେକ ମେଣ୍ଟକୁ ଏକାଠି ଯୋଡ଼ିଥିଲେ ସିଏ ଆଜି ଉତ୍ତର-ପୂର୍ବାଞ୍ଚଳରେ ଭାଜପାର ସୂର୍ଯ୍ୟୋଦୟ ପାଇଁ ସମାନ ଗୋଟି ଚଳାଇଛନ୍ତି। ନର୍ଥ-ଇଷ୍ଟ୍‌ରେ ଭାଜପାର ପୋଷ୍ଟର ବୟ ତଥା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏବେ ନିଜ ପାର୍ଟିର ଡିଲ୍‌ ମେକର ଭାବେ ଉଭା ହୋଇଛନ୍ତି। ସେ ନିର୍ବାଚନ ପାଇଁ ଫେବୃୟାରୀରେ ପ୍ରାୟ ପ୍ରତିଦିନ ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟକୁ ହେଲିକପ୍ଟରରେ ଯାଇ ସବୁ କଥା ବୁଝୁଥିଲେ। ପୂର୍ବରୁ ଏନ୍‌ଡିପିପି ଅଧ୍ୟକ୍ଷ ନେଫିଉ ରିଓଙ୍କୁ ମାଓବାଦ ପ୍ରଭାବିତ ନାଗାଲାଣ୍ଡରେ ଦ୍ୱିତୀୟ ଥର ମୁଖ୍ୟମନ୍ତ୍ରୀ କରାଇବା ହେଉ କି ତ୍ରିପୁରାରେ ମାନିକ ଶାହଙ୍କୁ କ୍ଷମତାର ଚାବିକାଠି ଧରାଇବା ସବୁଥିରେ ମୁଖ୍ୟ କାର୍ପଟଦାର ଥିଲେ ହିମନ୍ତ ବିଶ୍ୱଶର୍ମା। ମେଘାଳୟରେ ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ କନରାଡ୍‌ ସାଙ୍ଗ୍‌ମାଙ୍କ ନେତୃତ୍ୱାଧୀନ ଏନ୍‌ପିପି ଭାଜପା ସହ ମେଣ୍ଟରୁ ଓହରିଯାଇଥିଲା। ତାଙ୍କୁ ପୁଣି ବୁଝାଶୁଝା କରି ଟେବୁଲକୁ ଫେରାଇ ଆଣିବା ବିଶ୍ୱଶର୍ମାଙ୍କ ବିଚକ୍ଷଣତାର ପ୍ରରିଚୟ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ମହାବିଜୟ ମୁହାଁ ମହାୟୁତି: ୨୦୦ ପାର୍‌ କଲା ମେଣ୍ଟ

ପୁଣେ,୨୩।୧୧: ମହାରାଷ୍ଟ୍ରରେ ପୁଣି ମହାୟୁତି ଦ୍‌ବଦବା ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତି ବହୁମତଠାରୁ ବହୁ ଆଗରେ ଚାଲିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୨୧୩ଟି ଆସନରେ,...

ମହାରାଷ୍ଟ୍ରରେ ମହାୟୁତିକୁ ବହୁମତ: ପଛରେ ପଡ଼ିଲା ଏମ୍‌ଭିଏ

ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଗଣନା ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତିକୁ ବହୁମତ ମିଳିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୯୭ଟି ଆସନରେ, କଂଗ୍ରେସ...

ଝାଡ଼ଖଣ୍ଡରେ କଡ଼ା ଟକ୍କର: ଆଗ-ପଛ ହେଉଛନ୍ତି ଇଣ୍ଡିଆ-ଏନ୍‌ଡିଏ ମେଣ୍ଟ

ରାଞ୍ଚି,୨୩।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଭୋଟ ଗଣନା ଜାରି ରହିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ଏବଂ ଏନ୍‌ଡିଏ ମେଣ୍ଟ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି।...

ଖେଳକୁ ବୁଝନ୍ତୁ ଲୋକେ:ରାହୁଲ

ନୂଆଦିଲ୍ଲୀ,୨୩ା୧୧:ସୌର ଶକ୍ତି ଠିକା ପାଇଁ ଭାରତୀୟ ଅଧିକାରୀମାନଙ୍କୁ ଲାଞ୍ଚ ଦେବା ଓ ନିବେଶକଙ୍କୁ ଠକେଇ ଅଭିଯୋଗରେ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଆମେରିକା କୋର୍ଟରୁ ଗିରଫ...

Maharashtra Election Result Live: ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତି ଆଗରେ

ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଶନିବାର ସକାଳୁ ମତଗଣନା ଚାଲିଛି। ସକାଳ ୮ଟାରୁ ଗଣତି କାର୍ଯ୍ୟ ଆରମ୍ଭ ହୋଇଛି। ପୋଷ୍ଟାଲ ବାଲଟ ଗଣତିରେ ମହାୟୁତି...

ଆଦାନୀ ଲାଞ୍ଚ: ତଦନ୍ତ ଆରମ୍ଭ କରିନି ସେବି

ମୁମ୍ବାଇ,୨୩ା୧୧:୬୨ ବର୍ଷୀୟ ବିଲିୟନେୟାର ଗୌତମ ଆଦାନୀ, ତାଙ୍କ ପୁତୁରା ସାଗର ଆଦାନୀ ଏବଂ କମ୍ପାନୀର ଏକ୍‌ଜିକ୍ୟୁଟିଭ୍‌ମାନେ ନିଜର ଆଦାନୀ ଗ୍ରୁପ୍‌ ଅଧୀନ ଏକ ଅକ୍ଷୟ ଶକ୍ତି...

ପୂର୍ବ ମୁଖ୍ୟମନ୍ତ୍ରୀଙ୍କଠାରୁ ଆତିଶୀ ହଜାରେ ଗୁଣ ଭଲ: ଉପରାଜ୍ୟପାଳ

ନୂଆଦିଲ୍ଲୀ,୨୩ା୧୧: ଏକ ବିରଳ ଘଟଣାକ୍ରମରେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଆତିଶୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ଆତିଶୀ ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କଠାରୁ...

ଦିଲ୍ଲୀ ପ୍ରଦୂଷଣ ଅସମ୍ଭାଳ

ନୂଆଦିଲ୍ଲୀ,୨୩ା୧୧: ବାୟୁ ଗୁଣବତ୍ତା ସୂଚକାଙ୍କ ସ୍ତର ନିମ୍ନଗାମୀ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ -ଏନ୍‌ସିଆର୍‌ରେ ଗ୍ରେଡେଡ୍‌ ରେସ୍ପନ୍ସ ଆକ୍ସନ ପ୍ଲାନ୍‌ (ଜିଆର୍‌ଏପି) ଚତୁର୍ଥ ପର୍ଯ୍ୟାୟ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri