‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହେବ ବୋଲି ରାଜ୍ୟ ଭାଜପା ପ୍ରଭାରୀ ବିଜୟପାଲ ସିଂ ତୋମାର ସୂଚନା ଦେଇଛନ୍ତି। ତୋମାର କହିଛନ୍ତି ଦୁଇରୁ ତିନି ଦିନ ମଧ୍ୟରେ ବାକି ଥିବା ଆସନ ପାଇଁ ଟିକେଟ୍‌ ଘୋଷଣା ହେବ । ଆଉ ଭାଜପାରେ ବହୁ ବଡ ବଡ ନେତା ସାମିଲ ହେବେ । ତେବେ ଏଥର ସାରା ଦେଶରେ ମୋଦି ଲହର ଅଛି, ତେଣୁ ଏଥର ଭାଜପା ରାଜ୍ୟର ୨୧ ଲୋକ ସଭା ଆସନରୁ ୧୬ରୁ ଅଧିକ ବିଜୟୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

DC vs RR: ସୁପର ଓଭରର ରୋମାଞ୍ଚରେ ଜିତିଲା ଦିଲ୍ଲୀ, ଟ୍ରିଷ୍ଟାନ ଷ୍ଟବସ୍ ଛକା ମାରି ଜିତାଇଲେ…

ନୂଆଦିଲ୍ଲୀ,୧୭ା୪: ଚଳିତ ଆଇପିଏଲ୍‌ରେ ବୁଧବାର ଖେଳାଯାଇଥିବା ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଓ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା...

‘ବସିଥିବା ଡାଳକୁ ହାଣୁଛନ୍ତି ଶାହା’

କୋଲକାତା,୧୭ା୪: ମୁର୍ଶିଦାବାଦରେ ଓ୍ବକ୍‌ଫ ଆଇନ ବିରୋଧୀ ହିଂସା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଦାୟୀ କରିଛନ୍ତି। ମମତା...

Naveen Patnaik: ପୁଣି ନିର୍ବାଚନ ଲଢିବେ ନବୀନ

ଭୁବନେଶ୍ୱର,୧୭ା୪(ସୁନିତ୍‌ ମିଶ୍ର): ବିଜେଡି ସଭାପତି ପଦ ଲାଗି ନବୀନ ପଟ୍ଟନାୟକ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିବେ। ଦଳର ରିଟର୍ନିଂ ଅଫିସର ପ୍ରତାପ ଦେବଙ୍କୁ ସେ...

ଶ୍ରୀକାନ୍ତଙ୍କ ଘରକୁ ଅଖିଳେଶଙ୍କ ଆସିବା ନେଇ ରାଜନୀତି

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର): ସମାଜବାଦୀ ପାର୍ଟି(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବଙ୍କ ଓଡ଼ିଶା ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର୍‌ ଧରିବା ଆରମ୍ଭ ହୋଇଛି। ଅଖିଳେଶ ଭୁବନେଶ୍ବର...

World Haemophilia Day: ଆଜି ବିଶ୍ୱ ହେମୋଫିଲିଆ ଦିବସ: ଜାଣନ୍ତୁ ଏହି ରୋଗର ଚିହ୍ନଟ,ଚିକିତ୍ସା,ନିବାରଣମୂଳକ ବ୍ୟବସ୍ଥା..

ହେମୋଫିଲିଆ ଏକ ଜିନ୍‌ ରୋଗ ଓ ବଂଶାନୁକ୍ରମିକ। ଏହା ଏକ ରକ୍ତଜନିତ ରୋଗ। ପରିବାରର ଏକାଧିକ ବ୍ୟକ୍ତି ଏହି ରୋଗଦ୍ୱାରା ଆକ୍ରାନ୍ତ ହୋଇପାରନ୍ତି। ମହିଳା ବା...

କଂଗ୍ରେସରେ ମିଶିଲେ ବହୁ ବିଜେଡି-ଭାଜପା ନେତା, ରାଜନୀତିରେ ହଲଚଲ

ଭୁବନେଶ୍ୱର,୧୭ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀର ବିଜେଡି, ଭାଜପା ନେତା ଓ କର୍ମୀ ବୁଧବାର କଂଗ୍ରେସରେ ସାମିଲ ହୋଇଛନ୍ତି। କଂଗ୍ରେସ ଭବନରେ ଆୟୋଜିତ ଏକ...

ଆଜି ଓଡ଼ିଶା ଆସୁଛନ୍ତି ଗଡକରୀ, ବହୁ ପ୍ରକଳ୍ପର ଶିଳାନ୍ୟାସ କରିବେ

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର): ଓଡ଼ିଶାରେ ଏନ୍‌ଏଚ୍‌ଏଆଇର ଅନେକ ପ୍ରକଳ୍ପର ଶିଳାନ୍ୟାସ ଗୁରୁବାର କରାଯିବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବା...

ଇଣ୍ଡିଆ ମେଣ୍ଟ ସଂକଳ୍ପକୁ ଅଧିକ ସଶକ୍ତ କରିବା ଆବଶ୍ୟକ: ଅଖିଳେଶ

ଭୁବନେଶ୍ୱର,୧୭ା୪(ସୁନିତ୍‌ ମିଶ୍ର): ସମାଜବାଦୀ ପାର୍ଟି (ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବଙ୍କ ଅଚାନକ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା ଜୋର୍‌ ଧରିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image