ମାଲକାନଗିରିରେ ଜିତିଲା ଭାଜପା

ମାଲକାନଗିରି,୪ା୬: ମାଲକାନଗିରି ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ନରସିଂହ ମାଡକାମୀ ବିଜୟ ହୋଇଛନ୍ତି। ନରସିଂହଙ୍କୁ ୭୭ ହଜାର ୭୬୩ ଖଣ୍ଡ ଭୋଟ ମିଳିଥିବା ବେଳେ ତାଙ୍କର ନିକଟତମ ପ୍ରତିଦ୍ବନ୍ଦୀ କଂଗ୍ରେସର ମାଳା ମାଢିଙ୍କୁ ୬୩ ହଜାର ୨୯୮ ଖଣ୍ଡ ଭୋଟ ମିଳିଛି । ତୃତୀୟରେ ଥିବା ବିଜେଡି ପ୍ରାର୍ଥୀ ମାନସ ମାଡକାମୀଙ୍କୁ ୩୪,୦୮୨ ଖଣ୍ଡ ଭୋଟ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ତହଉର ରାଣାଙ୍କୁ ପ୍ରତ୍ୟର୍ପଣ କଲା ଆମେରିକା, ଆସନ୍ତାକାଲି ଭାରତରେ ପହଞ୍ଚତ୍ପାରନ୍ତି

ନୂଆଦିଲ୍ଲୀ,୯ା୪: ୨୦୦୮ ମୁମ୍ବାଇ ଆକ୍ରମଣର ଅନ୍ୟତମ ମାଷ୍ଟରମାଇଣ୍ଡ୍‌ ତହଉର ହୁସେନ୍‌ ରାଣାଙ୍କ ସବୁ ପ୍ରକାର ଆଇନଗତ ବିକଳ୍ପ ଶେଷ ହୋଇଯିବା ପରେ ଆମେରିକା ତାଙ୍କୁ ଭାରତକୁ...

ସିଆରପିଏଫ ୧୨୭ ବାଟାଲିୟନ ପକ୍ଷରୁ ବୀରତ୍ୱ ଦିବସ ପାଳିତ

ବାଲିଗୁଡ଼ା,୯।୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ସିଆରପିଏଫ’ର ୧୨୭ ବାଟାଲିୟନ ପକ୍ଷରୁ ସାହସୀ ସୈନିକ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦେଶ୍ୟରେ କ୍ୟାମ୍ପ ପରିସରରେ...

OISF-OSSF ରେ ଖୁବ୍‌ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ ପାଇଁ ଏକ ଯୋଜନା ଉନ୍ମୋଚନ କରିଛନ୍ତି। ନୂଆଦିଲ୍ଲୀରେ କେନ୍ଦ୍ର...

ସ୍ୱାମୀ ସ୍ତ୍ରୀ କଳହରୁ ଡିନାମାଇଟ ବିସ୍ଫୋରଣ: ଉଡ଼ିଲା ଛାତ ଅଳ୍ପକେ ବର୍ତ୍ତିଲେ ୩ ପରିବାର

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ କାଳିଞ୍ଜୀ ସାହିରେ ବୁଧବାର ଅପରାହ୍ନ ପ୍ରାୟ ୨ ଟାରେ ବୋମା ବିସ୍ଫୋରଣରେ ୩ ଘରର...

ବେଆଇନ ମହୁଲ ଫୁଲ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଅବକାରୀ ବିଭାଗର ଚାବୁକ

ଦାରିଙ୍ଗବାଡି,୯।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ମହୁଲ ଗୋଦାମରେ ଚଢ଼ାଉ କରି ପ୍ରାୟ ୫୦ ଛୋଟ...

ବଲାଙ୍ଗୀରରେ ଶିଶୁ ବିକ୍ରି, ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଡିଲ୍

ବଲାଙ୍ଗୀର,୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଏକ ନବଜାତ ଶିଶୁ ପୁତ୍ର ବିକ୍ରି ପାଇଁ ଡିଲ୍ ହୋଇଥିବା ଜଣାପଡିଛି। ଶିଶୁପୁତ୍ରକୁ ଟଙ୍କା...

ପୁଣି ପାଣ୍ଡିଆନଙ୍କ ପାଇଁ ଓକିଲାତି କଲେ ନବୀନ, କହିଲେ ‘ତାଙ୍କୁ ବଦନାମ କରିବା ଉଚିତ ନୁହେଁ’

ଭୁବନେଶ୍ୱର,୯।୪: ପୁଣିଥରେ ଭିକେ. ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ ପଟ୍ଟନାୟକ। ବୁଧବାର ନବୀନ ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରୀୟା ରଖି ଘଟଣା ସମ୍ପର୍କରେ ଏବଂ ପାଣ୍ଡିଆନଙ୍କ...

କେନ୍ଦ୍ରମନ୍ତ୍ରୀଙ୍କ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ଗୁଳିକରି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୯।୪: ବୁଧବାର ବିହାରର ଗୟାରେ କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଥିଲା ​​ଯେତେବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image