ଫୁଲବାଣୀ ବିଧାନସଭା ଆସନ ହାତେଇଲା ଭାଜପା

ଫୁଲବାଣୀ,୪ା୬(ରାକେଶ କୁମାର ରାଉତ): ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ପ୍ରାର୍ଥୀ ଉମାଚରଣ ମଲିକ ବିଜୟ ଲାଭ କରିଛନ୍ତି। ଉମାଚରଣ ମୋଟ୍‌ ୫୩,୯୦୦ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ତାଙ୍କ ନିକଟତମ ବିଜେଡି ପ୍ରାର୍ଥୀ ଜୟଶ୍ରୀ କହଁର ୫୧,୦୪୨ ଖଣ୍ଡ ଭୋଟ୍‌ ପାଇଛନ୍ତି। ତେବେ ୨୮୫୮ ଖଣ୍ଡ ଭୋଟ୍‌ରେ ଉମାଚରଣ ବିଜୟୀ ହୋଇଛନ୍ତି।

Share