Posted inଜାତୀୟ

ଭବାନୀପୁରରେ ଭାଜପାର ଗୁପ୍ତ ପ୍ରଚାର, ବଡ଼ ରାଲିକୁ ମନା…

କୋଲକାତା,୧୮।୯: ସେପ୍ଟେମ୍ବର ୩୦ରେ ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନରେ ଉପ ନିର୍ବାଚନ ହେବାକୁ ଯାଉଛି। ଏନେଇ ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଗୁପ୍ତ ପ୍ରଚାର ଆରମ୍ଭ ହୋଇଛି। ବିଧାନସଭା ନିର୍ବାଚନ ସମୟରେ ଦେଖାଦେଇଥିବା ହିଂସାକୁ ଦୃଷ୍ଟିରେ ରଖି ଏବେ ଭାଜପା ନୂଆ ରଣନୀତି ଆଧାରରେ ଘର ଘର ବୁଲି ଭୋଟ ପ୍ରଚାର କରୁଛି।

ରାଜ୍ୟ ଭାଜପା ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଭାଜପା ନିଜର ପ୍ରଚାର ରଣନୀତିରେ ପରିବର୍ତ୍ତନ କରିଥିବା ସୂଚନା ଦେଇଛନ୍ତିି। ଭାଜପା ପକ୍ଷରୁ ବଡ଼ ରାଲିକୁ ମନା କରାଯାଇଛି। ଦଳ ପକ୍ଷରୁ ନୀରବ ପ୍ରଚାରକୁ ଗୁରୁତ୍ୱ ପ୍ରଦାନ କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ହତ୍ୟା ଅଭିଯୋଗରେ ମୁମ୍ବାଇରୁ ଗିରଫ ହେଲେ ଜମାଟୋ ଡେଲିଭରି ବୟ

ମୁମ୍ବାଇ,୨୯।୧୨: ଭଜନପୁର ପୋଲିସ ଷ୍ଟେଶନରେ ପଞ୍ଜୀକୃତ ହୋଇଥିବା ଅପହରଣ ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପାରୋଲ ଜମ୍ପରଙ୍କୁ ମୁମ୍ବାଇର ଏକ ଜନବହୁଳ ଅଞ୍ଚଳରୁ...

ଘୋଷଣା ହେଲା କଂଗ୍ରେସର ‘ଜୟ ବାପୁ, ଜୟ ଭୀମ, ଜୟ ସମ୍ବିଧାନ’ ଅଭିଯାନର ନୂଆ ତାରିଖ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ କହିଛନ୍ତି ଯେ ତାଙ୍କ ଦଳ ଜାନୁଆରୀ ୩ ପରେ ଜୟ ବାପୁ, ଜୟ ଭୀମ ଏବଂ ଜୟ...

କାହିଁକି ଦିଲ୍ଲୀ ଗସ୍ତ କରିଛନ୍ତି ନୀତୀଶ? ଇସ୍ତଫା ଚର୍ଚ୍ଚା ମଧ୍ୟରେ ଜାଣନ୍ତୁ ମୁଖ୍ୟମନ୍ତ୍ରୀଙ୍କ ପ୍ଲାନ

ନୂଆଦିଲ୍ଲୀ/ପାଟନା,୨୯।୧୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସେ ଚାଲିଯିବା ମାତ୍ରେ ତାଙ୍କ ଇସ୍ତଫା ବିଷୟରେ ଆଲୋଚନା ହୋଇଥିଲା। ଏହି ଆଲୋଚନାକୁ...

ସ୍ମୃତିରେ ହୋଇଗଲେ ପୂର୍ବତନ ପ୍ରଧାନମନ୍ତ୍ରୀ, ଯମୁନାରେ ବିସର୍ଜନ ହେଲା ମନମୋହନଙ୍କ ଅସ୍ଥି

ନୂଆଦିଲ୍ଲୀ,୨୯।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଅସ୍ଥିକୁ ବିସର୍ଜନ କରିବାର ରୀତିନୀତି ରବିବାର (୨୯ ଡିସେମ୍ବର) ଦିଲ୍ଲୀର ଗୁରୁଦ୍ୱାର ମଜନୁ କା ତିଲା ନିକଟ ଯମୁନା...

ମନମୋହନ ସିଂଙ୍କ ପରେ ପରିବାରକୁ ମିଳିବ ଏତେ ସୁବିଧା, ସ୍ତ୍ରୀଙ୍କୁ ମିଳିବ…

ନୂଆଦିଲ୍ଲୀ,୨୯।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି । କହିରଖୁଛୁ ଯେ ପ୍ରଧାନମନ୍ତ୍ରୀ ପଦ ଛାଡିବା ପରେ ମନମୋହନ...

ଅଧୁରା ରହିଗଲା ମନମୋହନଙ୍କ ଏହି ଇଚ୍ଛା…ଚାହିଁଲେ ବି ଏହି ଘୋଟାଲାରେ କୋର୍ଟ ସମ୍ମୁଖରେ ନିଜକୁ ନିର୍ଦ୍ଦୋଷ ବୋଲି ସାବ୍ୟସ୍ତ କରିପାରିଲେ ନାହିଁ

ନୂଆଦିଲ୍ଲୀ,୨୯।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ୨୬ ଡିସେମ୍ବର ୨୦୨୪ରେ ୯୨ ବର୍ଷରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ଦେଶର ରାଜନୈତିକ ତଥା ଅର୍ଥବ୍ୟବସ୍ଥାରେ...

ମନମୋହନଙ୍କ ଶେଷକୃତ୍ୟବେଳେ ଅଜବ ଦୃଶ୍ୟ, ରାହୁଲ କଲେ ଏମିତି କାମ

ନୂଆଦିଲ୍ଲୀ,୨୯।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି । ଆଜି ଦିଲ୍ଲୀ ନିଗମବୋଧ ଘାଟରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ...

ହିମାଚଳରେ ପ୍ରବଳ ତୁଷାରପାତ

ଶିମ୍‌ଲା,୨୯।୧୨: ହିମାଚଳପ୍ରଦେଶର କୁଲ୍ଲୁ ଜିଲା ଅନ୍ତର୍ଗତ ସୋଲାଙ୍ଗ ନାଲାରେ ପ୍ରବଳ ତୁଷାରପାତ ଯୋଗୁ ମନାଲି-ଲେହ ରାଜପଥରେ ୮,୦୦୦ ପର୍ଯ୍ୟଟକ ଏବଂ ୧,୫୦୦ ଗାଡ଼ି ଫସିରହିଥିଲେ। ହିମାଚଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri