କରୁଥିଲେ କଳାବଜାରୀ ଆଳୁ କିଲୋ ୫୦, ପିଆଜ ୭୦: ହଠାତ୍‌ ଛତ୍ରବଜାର ସବୁ ଦୋକାନରେ ପଶିଲା ଯୋଗାଣ ବିଭାଗ

କଟକ,୨୨।୧୦: ସମ୍ଭାବ୍ୟ ବାତ୍ୟା ପୂର୍ବରୁ ଲୋକ ଆତଙ୍କିତ ହୋଇ ଅଧିକା କିଣାକିଣି କରୁଛନ୍ତି। ଏହାର ଫାଇଦା ଉଠାଇ କେତେଜଣ ଅସାଧୁ ବେପାରୀ ଦର ବଢ଼ାଇ ଦେଇଛନ୍ତି। ବାତ୍ୟା ପୂର୍ବରୁ ପରିବା ମାର୍କେଟରେ ଆଳୁ, ପିଆଜ ସମେତ ବିଭିନ୍ନ ପନିପରିବା ଦର ହଠାତ୍ ବଢ଼ିଛି। କଟକ ଛତ୍ରବଜାରରେ ଆଳୁ କିଲୋ ୫୦ ଟଙ୍କା ଓ ପିଆଜ ଦାମ୍ ୭୦ ଛୁଇଁଛି।

ଅନ୍ୟପକ୍ଷେ ଏହି ଖବର ପ୍ରସାର ପରେ କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗ ଚଢ଼ାଉ କରିଛି। ବିଭିନ୍ନ ଗୋଦାମରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ସାମଗ୍ରୀ ମହଜୁଦ ସହ କଳାବଜାରୀ ନେଇ ଯାଞ୍ଚ ଚାଲିଛି। ସୋମବାର ସକାଳେହୋଲସେଲ ବ୍ୟବସାୟୀ ଆଳୁ କେଜି ପ୍ରତି ୨୮ଟଙ୍କାରେ ବିକ୍ରି କରୁଥିବା ବେଳେ ଖୁଚୁରା ବ୍ୟବସାୟୀ ୩୦ର ୩୫ଟଙ୍କାରେ ବିକ୍ରି କରୁଥିଲେ। ତେବେ ସନ୍ଧ୍ୟାରେ ଖୁଚୁରା ବ୍ୟବସାୟୀ ଆଳୁ କେଜି ୬୦ରୁ ୭୦ଟଙ୍କା ଏବଂ ପିଆଜ କେଜି ୭୦ ଟଙ୍କାରେ ବିକ୍ରି ହେଉଥିବା ଦେଖିବାକୁ ମିଳିଥିଲା। ଏନେଇ ଖାଉଟିଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Passport Apply: ଅନ୍‌ଲାଇନ୍‌ରେ ପାସପୋର୍ଟ ପାଇଁ କିଭଳି କରିବେ ଆବେଦନ? କେଉଁ ଡକ୍ୟୁମେଣ୍ଟ ଆବଶ୍ୟକ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିର ଡିଜିଟାଲ ଯୁଗରେ, ପାସପୋର୍ଟ କରିବା ବହୁତ ସହଜ ହୋଇଯାଇଛି। କାରଣ ଜଣେ ଘରେ ବସି ଅନଲାଇନ୍‌ରେ ପାସପୋର୍ଟ ପାଇଁ ଆବେଦନ କରିପାରିବେ। ଏଠାରେ...

White Houseରେ ତୁତୁମେମେ ପରେ ପ୍ରଥମ ଥର ଭେଟିଲେ ଟ୍ରମ୍ପ-ଜେଲନସ୍କି, କ’ଣ କଥାହେଲେ ଜାଣନ୍ତୁ…

ଭାଟିକାନ ସିଟି,୨୬।୪: ଖ୍ରୀଷ୍ଟିଆନ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ସାରା ବିଶ୍ୱରୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ପହଞ୍ଚିଥିଲେ। ଶନିବାର ଭାଟିକାନ ସିଟିରେ...

ବଜାରକୁ ଆସିଲା Royal Enfieldର ସବୁଠୁ ଶସ୍ତା ବାଇକ୍‌, କ୍ଲାସିକ୍‌ ୩୫୦କୁ ଦେବ ଟକ୍କର  

ନୂଆଦିଲ୍ଲୀ,୨୬।୪: ବାଇକ ଚାଳକଙ୍କ ମଧ୍ୟରେ ଡୁଗ୍‌-ଡୁଗ୍‌ ସାଉଣ୍ଡ ପାଇଁ ଜଣାଶୁଣା କମ୍ପାନୀ ରୟାଲ ଏନଫିଲ୍ଡ ଏହାର ସବୁଠାରୁ ଶସ୍ତା ବାଇକ ଲଞ୍ଚ କରିଛି। ଏହାର ଏକ୍ସ-ସୋରୁମ...

ବାଂଲାଦେଶରେ ପାକିସ୍ତାନ ମୁତୟନ କଲା Fighter Jet? ପାକ୍‌ ଖବରଦାତା ଦାବି କଲେ…

ଇସଲାମାବାଦ,୨୬।୪: ୨୨ ଏପ୍ରିଲ ୨୦୨୫ରେ ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ରହିଛି। କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଝେଲମରେ ପାଣି ଛାଡିଦେଲା ଭାରତ, ପାକିସ୍ତାନରେ ବନ୍ୟା, ଘୋଷଣା ହେଲା Emergency

ନୂଆଦିଲ୍ଲୀ,୨୬।୪: ଶନିବାର ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ର ମୁଜାଫରାବାଦରେ ବନ୍ୟା ସତର୍କତା ଜାରି କରାଯାଇଛି। ପ୍ରକୃତରେ, ଶନିବାର ଅପରାହ୍ନରେ ଝେଲମ ନଦୀର ଜଳସ୍ତର ହଠାତ ବୃଦ୍ଧି...

ଦିବ୍ୟାଙ୍ଗ ଶିକ୍ଷା ତାଲିମ ଶିବିର ଉଦ୍‌ଯାପିତ

ଦାରିଙ୍ଗବାଡ଼ି,୨୬ା୪ (ଅରୁଣ ସାହୁ): ୧୫ ଦିନ ଧରି ଚାଲିଥିବା ନିଷ୍ଠା ବା ସମାନ ଓ ଅନ୍ତର୍ଭୁକ୍ତ ଶିକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଛି। ଦାରିଙ୍ଗବାଡ଼ି ସରକାରୀ...

Pope Francisଙ୍କ ଅନ୍ତିମ ସଂସ୍କାରରେ ଅସମ୍ଭାଳ ଭିଡ, ଟ୍ରମ୍ପ ବି କଲେ ଶେଷ ଦର୍ଶନ

ଭାଟିକାନ ସିଟି,୨୬।୪: ଭାରତୀୟ ସମୟ ଅନୁସାରେ ଶନିବାର ଅପରାହ୍ନରେ ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାର ଆରମ୍ଭ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର ସେଣ୍ଟ ପିଟର୍ସ ବାସିଲିକା...

ହୋଇ ପାରିଲାନି ଗ୍ରାମସଭା: ନିରାଶ ହୋଇ ଫେରିଲା ବ୍ଲକ ପ୍ରଶାସନ, ପଞ୍ଚାୟତ ଅଫିସରେ ତାଲା ପକାଇ ପ୍ରତିବାଦ

ପଟ୍ଟାଙ୍ଗି,୨୬।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟରେ ପାଣି ପାଇଁ ବ୍ୟକ୍ତିଗତ ଜମି ଅଧିଗ୍ରହଣ ନିମନ୍ତେ ପୂର୍ବ ନିର୍ଦ୍ଧାରିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image