ବ୍ଳକସ୍ତରୀୟ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଶିବିର ଉଦ୍‌ଯାପିତ

ଦିଗପହଣ୍ଡି,୧୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବି. ତୁରୁବୁଡି ପଞ୍ଚାୟତ ଝରିପଦର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦୁଇଦିନ ବ୍ୟାପି ଆୟୋଜିତ ହୋଇଥିବା ବ୍ଳକସ୍ତରୀୟ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି । ଗଞ୍ଜାମ ଜିଲା ଖଲିକୋଟ ସ୍ଥିତ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ପ୍ରଶିକ୍ଷିକା ନିବେଦିତା ପାଢୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଶିବିରରେ ଶିକ୍ଷୟତ୍ରୀ ପି. ମାମାଲି, ମାନସୀ ସେଠୀ, ଶିକ୍ଷକ ଶରତଚନ୍ଦ୍ର ବଡ଼ ନାୟକ ମିଳିତ ଭାବେ ସଂଯୋଜନା କରିଥିଲେ। ବ୍ଲକ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ବାଳା ମାଝୀ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ୨ ୟ ଶ୍ରେଣୀରେ ଅଧ୍ୟୟନରତ ୨୩ ଜଣ ଛାତ୍ରୀଛାତ୍ର ଙ୍କ ସଂଖ୍ୟାଜ୍ଞାନ ନିପୁଣତା ସମ୍ପର୍କରେ ବାର୍ଷିକ ଆକଳନ କରାଯାଇଥିଲା । ବିଦ୍ୟାଳୟ ପ୍ରଧାନଶିକ୍ଷକ ଗିରିଧାରୀ ପାତ୍ର , ଏଫ୍‌ଏଲ୍‌ଏନ୍‌ ଶିକ୍ଷକ ଜି. ନିଳାଞ୍ଚଳ ରେଡ୍ଡୀ , ସିଆର୍‌ସିସି ମେନସନ ପ୍ରଧାନଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ବୃନ୍ଦ ଉପସ୍ଥିତ ରହି ଶିବିର ପରିଚାଳନାରେ ସହଯୋଗ କରିଥିଲେ। ପରିଶେଷରେ ସହକାରୀ ଶିକ୍ଷକ ବିଭୀଷଣ ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼ା ପଥର ବୋଝେଇ ଟ୍ରକ ଜବତ, ଚାଳକ ଫେରାର

ଭୁବନ,୯।୪,( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ବୁଧବାର ସକାଳ ସମୟରେ ଏକ ବେଆଇନ ମାଙ୍କଡ଼ା ପଥର ବୋଝେଇ ଟ୍ରକ...

ଅଧିକରୁ ଅଧିକ ବହି କିଣି ଜ୍ଞାନ ଆହରଣ କରିବାକୁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ବୁଧବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଆସ ବହିଟିଏ କିଣିବା ଦିବସ ପାଳିତ ହୋଇଯାଇଛି। ଏହି...

ଦୁଇ ବାଇକ ମୁହାଁ ମୁହିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର

ଛତ୍ରପୁର,୯।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅନ୍ତର୍ଗତ ବଡ଼ ମାଧପୁର ଦକ୍ଷିଣକାଳୀ ମନ୍ଦିର ସମ୍ମୁଖ ରାସ୍ତାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି l ଏଥିରେ...

କୋର୍ଟଙ୍କ ନିର୍ଦ୍ଦେଶ ପରେ OSRTC କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍‌

ସମ୍ବଲପୁର,୯ା୪: OSRTC କାର୍ଯ୍ୟାଳୟର ସ୍ଥାବର ସମ୍ପତ୍ତି ଆଟାଚ୍‌ ହୋଇଛି। ମୁଦିପଡ଼ାସ୍ଥିତ ରାଜ୍ୟ ପରିବହନ ନିଗମ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍‌ ହୋଇଛି। ବସ୍‌ ମାଲିକଙ୍କ ବକେୟା ପ୍ରଦାନ...

ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ

ଲକ୍ଷ୍ମୀପୁର,୯।୪(ଅନନ୍ତ ନାୟକ): କୋରାପୁଟ ଜିଲା ନାଲକୋ ଦାମନଯୋଡି କାରଖାନା ପରିସୀମା ମଧ୍ୟରେ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ମାଲବାହୀ ଟ୍ରେନ୍‌ର ଇଞ୍ଜିନ ରେଳ ଧାରଣାରୁ...

ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନାକଲେ ଅଧ୍ୟକ୍ଷ: ଆଗକୁ ବଢ଼ିବାକୁ…

ଭଞ୍ଜନଗର,୯।୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରସାୟନ ବିଜ୍ଞାନ ବିଭାଗ ଯୁକ୍ତ ୩ ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା...

ନାବାଳିକାଙ୍କୁ ବଳାତ୍କାର: ଆସିଲା ବଡ଼ ରାୟ

ଫୁଲବାଣୀ,୯।୪(ରାକେଶ କୁମାର ରାଉତ): ଜଣେ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଅଭିଯୁକ୍ତଙ୍କୁ...

ତାତିଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ: ଦାୟିତ୍ୱ ନେଇଥିବା ସଂସ୍ଥାକୁ କତାଲିକାଭୁକ୍ତ କରିବାକୁ…

ଫୁଲବାଣୀ ଅଫିସ, ୯ା୪(ରାକେଶ କୁମାର ରାଉତ):  ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଦିନିକିଆ କନ୍ଧମାଳ ଜିଲା ଗସ୍ତରେ ଆସି ଜିଲାସ୍ତରୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image