ଗାଁ ପଡ଼ିଆରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ

ମାଲକାନଗିରି,୧୫।୧୦: ମାଲକାନଗିରି ଥାନା ଏମ୍‌ଭି-୮ ଗାଁ ନିକଟ ପଡ଼ିଆରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଯୋଜନା ମୁତାବକ ପୁଅକୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ଗାଁ ନିକଟ ପଡ଼ିଆରେ ଯୁବକଙ୍କ ରକ୍ତାକ୍ତ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଏନେଇ ସ୍ଥାନୀୟ ଲୋକେ ପୋଳିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ଅନ୍ୟପକ୍ଷେ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଥିବା ବେଳେ ଯୁବକଙ୍କୁ କେହି ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ହତ୍ୟାକାଣ୍ଡର କାରଣ ଜଣାପଡି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

କାହିଁକି ବିଜେଡି ଛାଡୁଛନ୍ତି ନେତା, ଭିତିରି କଥା କହିଦେଲେ ସନ୍ତୃପ୍ତ

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ, ପାଣ୍ଡିଆନଙ୍କୁ ନେଇ କହିଲେ…

ଭୁବନେଶ୍ୱର,୧୬।୧୦: ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ। ଖୋଲାଖୋଲି କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ବଡ଼ ବୟାନ ଦେଇଛନ୍ତି ଦେବାଶିଷ। ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ...

ଆସୁଛି ବଡ଼ ବାତ୍ୟା! ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ…

ଭୁବନେଶ୍ୱର,୧୬।୧୦: ପୁଣି ଡରାଇଲାଣି ଅକ୍ଟୋବର ମାସ। ଓଡିଶାକୁ ବାତ୍ୟା ଆଶଙ୍କା ଥିବା ଅନ୍ତର୍ଜାତୀୟ ପାଣିପାଗ ମଡେଲ ଆକଳନ କରିଛି । ଚିତ୍ର ସ୍ପଷ୍ଟ ହୋଇନଥିଲେ ବି...

୫ବର୍ଷର ଝିଅ ପେଟରେ ଛୁରି ଭୁସି ମାରିଦେଲେ ବାପା

ଚିତ୍ରକୋଣ୍ଡା,୧୬।୧୦: ବାପା କଲେ ଏମିତି, ସାବତ ମା’ଙ୍କ କଥାରେ ପଡ଼ି ନିଜର ୫ବର୍ଷର ଝିଅକୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା...

ନବୀନଙ୍କ ଜନ୍ମଦିନରେ ସମୁହ ଦୀପଦାନ

ଛତ୍ରପୁର,୧୬।୧୦(ଦିଲ୍ଲୀପ ସାମଲ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଜି ୭୯ ବର୍ଷରେ ପାଦ ଥାପିଛନ୍ତି। ବୁଧବାର ତାଙ୍କ ଜନ୍ମଦିନ ।...

ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୬।୧୦: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri