ପୁରୀର ଗୋଲ୍ଡେନ୍‌ ବିଚ୍‌କୁ ବ୍ଲୁ ଫ୍ଲାଗ୍‌ ମାନ୍ୟତା

ପୁରୀ ଅଫିସ,୧୧।୧୦: ପୁରୀ ବେଳାଭୂମିକୁ ମିଳିଛି ଅନ୍ତର୍ଜାତୀୟ ସଫଳତା। ବହୁ ପ୍ରତୀକ୍ଷିତ ବ୍ଲୁ ଫ୍ଲାଗ୍‌ ମାନ୍ୟତା ପାଇଛି ପୁରୀର ଗୋଲ୍ଡେନ୍‌ ବିଚ୍‌ । ଡେନ୍‌ମାର୍କର ଫି’ ସଂସ୍ଥା ପକ୍ଷରୁ ଏହି ମାନ୍ୟତା ମିଳିଛି। ଦିଗବାରିଣୀ ଖୁଣ୍ଟିଠାରୁ ମେ ଫାୟାର ହୋଟେଲ୍‌ ପର୍ଯ୍ୟନ୍ତ ବେଳାଭୂମିକୁ ଏହି ମାନ୍ୟତା ମିଳିଥିବା ଜିଲା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହା ଦ୍ୱାରା ଆଗାମୀ ଦିନରେ ପୁରୀକୁ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ। ଏଠାରେ ଥିବା ଅତ୍ୟାଧୁନିକ ସେବା ସୁବିଧା ପର୍ଯ୍ୟଟକଙ୍କ ପାଇଁ ଉପଲବ୍ଧ ହେବ। ଏହା କେବଳ ପୁରୀ ପାଇଁ ନୁହେଁ ସମଗ୍ର ରାଜ୍ୟ ପାଇଁ ଗୌରବ ବୋଲି ଜିଲାପାଳ ବଲଓ୍ବନ୍ତ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଳପଦରରେ ରାସ୍ତାରୋକ, ଗାଡିମଟର ଚଳାଚଳ ବାଧାପ୍ରାପ୍ତ

ଅମରପାଲି,୩୦।୩(ପୀତାମ୍ବର ସାହୁ): ଜୋର ଜବରଦସ୍ତ ବିଦ୍ୟୁତ ବିଲ ସଂଗ୍ରହକୁ ବିରୋଧ କରି ଆନ୍ଦୋଳନ ତେଜିଛି। ବଦ୍ୟୁତ ବିଲ ନ ଦେବାରୁ ଟାଟାପାୱାର ବୀରମହାରାଜପୁର ବ୍ଲକ ଅନ୍ତର୍ଗତ...

ଗଞ୍ଜେଇ ସିଗାରେଟ୍‌ ବିକ୍ରି କରି ଫଶିଲେ, ଜଣଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୩୦।୩: ଗଞ୍ଜାମ ଜିଲା ବ୍ରହ୍ମପୁର ଷ୍ଟାଡିୟମ ନିକଟରେ ଗଞ୍ଜେଇ ସିଗାରେଟ ବିକ୍ରି କରୁଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ସାରେ ବାନ୍ଧିଛି। ଅଭିଯୁକ୍ତ...

ଆଧୁନିକ ସାହିତ୍ୟର ସର୍ବୋକୃଷ୍ଟ ଲୋକପ୍ରିୟ କଳା ହେଉଛି କଥା ସାହିତ୍ୟ

ବରଗଡ଼,୩୦ା୩(ପ୍ରେମାନନ୍ଦ ଖମାରୀ): ସମାଜ ଓ ମାନବ ଜୀବନର ଯଥାର୍ଥ ପ୍ରତିଲିପି ହେଉଛି କଥା ସାହିତ୍ୟ । ଏହା ଆଧୁନିକ ସାହିତ୍ୟର ଏକ ସର୍ବୋକୃଷ୍ଟ ଲୋକପ୍ରିୟ କଳା।...

କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି

ବରଗଡ଼, ୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ରଙ୍କ ପରୀକ୍ଷାଫଳ  ପ୍ରକାଶ ପାଇଛି। ସ୍କୁଲ ପରିଚାଳନା...

ଆଜି ମୁଖ୍ୟମନ୍ତ୍ରୀ ଯିବେ କଳାହାଣ୍ଡି

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ...

କୋକସରା: ମନୋଜ ସଭାପତି, ଲଳିତ ସମ୍ପାଦକ

କୋକସରା,୩୦।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବେ ମନୋଜ କୁମାର ନାଏକ, ଉପସଭାପତି...

ଡିଜିପି ଡିସ୍କରେ ସମ୍ମାନିତ ହେବେ ନୂଆପଡ଼ା ଏସ୍‌ପି

ନୂଆପଡ଼ା,୩୦।୩:(ମକାରୁ ବେମାଲ): ପୋଲିସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୂଆପଡା ଜିଲା ଆରକ୍ଷୀ ଅଧୀକ୍ଷକ ଜି ଆର୍‌ ରାଘବେନ୍ଦ୍ର ରାଜ୍ୟ ସରକାରଙ୍କ ତରଫରୁ ୨୦୨୪-୨୫...

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image