ନୂଆଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ବିଏମ୍‌ସି

ଭୁବନେଶ୍ୱର,୩।୭(ବ୍ୟୁରୋ)-ଗୋଟିଏ ପରିବାରର ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଶୁକ୍ରବାର ନୂଆଗାଁକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ସେହିପରି ସୁବାସ ନଗରରୁ କଣ୍ଟେନମେଣ୍ଟ ଉଚ୍ଛେଦ କରାଯାଇଛି।

Share