ପୂଜା ମଣ୍ଡପ ପାଖ ଖାଦ୍ୟ ଦୋକାନରେ ବିଏମ୍‌ସି ଚଢ଼ାଉ: ବାସି, ରଙ୍ଗ ମିଶା ଖାଦ୍ୟ ନଷ୍ଟ

ଭୁବନେଶ୍ୱର,୧୨।୧୦: ଦଶହରା ପାଇଁ ଶାରା ରାଜ୍ୟ ଚଳଚଞ୍ଚଳ ହୋଇ ଉଠିଛି। ପୂଜା ମଣ୍ଡପ ସାଙ୍ଗକୁ ଆକର୍ଷଣୀୟ ଖାଦ୍ୟ ବେଶ୍‌ ଆକୃଷ୍ଠ କରିଛି ଲୋକଙ୍କୁ। ତେବେ ବିଭିନ୍ନ ପୂଜା ମଣ୍ଡପ ପାଖ ଖାଦ୍ୟ ଦୋକାନରେ ବିଏମ୍‌ସ ଚଢ଼ାଉ କରିଛି।
ବିଭିନ୍ନ ଫାଷ୍ଟଫୁଡ ଦୋକାନରେ ଫୁଡ ସେଫ୍ଟି କମିଶନଙ୍କ ଯାଞ୍ଚ ଚାଲିଛି। ରସୁଲଗଡ଼, ନୟାପଲ୍ଲୀ, ବରମୁଣ୍ଡା ପୂଜା ବଜାରରେ ଚଢ଼ାଉ ହୋଇଛି। ବାସି ଖାଦ୍ୟ ଓ ରଙ୍ଗ ମିଶା ଖାଦ୍ୟ ବିକ୍ରି ଅଭିଯୋଗରେ ରେଡ ଚାଲିଛି। ବିପୁଳ ପରିମାଣର ବାସି ଓ ରଙ୍ଗ ମିଶା ଖାଦ୍ୟ ଟିମ୍‌ ନଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେୱାଇସି ଆଳରେ ଦାଦନ ଶ୍ରମିକଠାରୁ ୧ ହଜାର, ଯୋଗାଣ ବିଭାଗ ନିରବଦ୍ରଷ୍ଟା

ମହାକାଳପଡ଼ା୧୭ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଅନେକ ଶ୍ରମିକ ଦାଦନ ଖଟିବାକୁ ରାଜ୍ୟ ବାହାରେ ରହିଛନ୍ତି, ବିଶେଷ କରି ହାଇଦ୍ରାବାଦ , ଚେନ୍ନାଇ , ଗୁଜରାଟ...

ଡବଲ ଇଞ୍ଜିନ ସରକାରକୁ ନେଇ ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଚଣ୍ଡିଗଡ଼/ଭୁବନେଶ୍ୱର,୧୭ା୧୦: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ହରିୟାଣାରେ ପହଞ୍ଚିଛନ୍ତି। ଆଜି ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ସେ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି।...

ପୁରୀରେ ଆନ୍ଦୋଳନକୁ ଓହ୍ଲାଇଲେ ହବିଷ୍ୟାଳୀ, ରାସ୍ତାରେ…

ପୁରୀ,୧୭।୧୦: ଆଜିଠାରୁ ଆରମ୍ଭ ହେଉଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ଭକ୍ତ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ସେପଟେ...

ବିରୋଧୀ ଦଳରେ ଯେଉଁ ମଜା ଶାସକ ଦଳରେ ନାହିଁ

ଜଗତ୍‌ସିଂହପୁର, ୧୭ା୧୦(ପ୍ରମୋଦ କୁମାର ନାୟକ): ବିରୋଧୀ ଦଳରେ ରହିଲେ ଯେଉଁ ମଜା ଅଛି, ତାହା ଶାସକ ଦଳରେ ନାହିଁ। ଦୀର୍ଘ ୧୦ ବର୍ଷ ଭିତରେ ମୁଁ...

୩ କଂଗ୍ରେସ ନେତାଙ୍କ ନାଁରେ ମାମଲା

ଭୁବନେଶ୍ୱର,୧୭ା୧୦ (ସତ୍ୟଜିତ୍‌ ରାଉତ): ୨୦୨୪ ନିର୍ବାଚନ ବେଳେ ପ୍ରଚାର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସକୁ ଏଲ୍‌ଇଡି ଟିଭି ଓ ଗାଡ଼ି ଯୋଗାଇ ଜଣେ ବ୍ୟବସାୟୀ ୧.୪୨...

ଜନ ଔଷଧୀ ନାମରେ ନକଲି ଔଷଧ ବିକ୍ରି ନିଷେଧ

ଭୁବନେଶ୍ୱର,୧୭ା୧୦ (ଅନୁରାଧା ମହାରଣା): ମଧ୍ୟପ୍ରଦେଶର ଭୋପାଳରେ ଜନ ଔଷଧୀ ସଂଘ ନାମରେ କାର୍ଯ୍ୟ କରୁଥିବା ଏକ ସଂସ୍ଥା କେନ୍ଦ୍ର ଫାର୍ମାସ୍ୟୁଟିକାଲ୍ସ ବିଭାଗ ଅଧୀନ ଫାର୍ମାସ୍ୟୁଟିକାଲ୍ସ ଆଣ୍ଡ...

ଦିଲ୍ଲୀ ବଳାତ୍କାର ଘଟଣାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୧୦(ସୁନୀତ କୁମାର ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ନୂଆଦିଲ୍ଲୀ ଗସ୍ତ ସମୟରେ ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ଘଟଣାର ବିଭିନ୍ନ ଦିଗ...

ଆଜି ହରିୟାଣା ସରକାରଙ୍କ ଶପଥ ଗ୍ରହଣରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୧୦(ସୁନିତ୍‌ ମିଶ୍ର): ହରିୟାଣାରେ ଭାଜପା ନେତୃତ୍ୱାଧୀନ ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହେବେ। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri