Advertisement

ରାଉରକେଲା,୧ା୩: ରାଉରକେଲାର ଜଣେ ବ୍ୟବସାୟୀଙ୍କ ଘରେ ଶୁକ୍ରବାର ଇଡି ଚଢ଼ାଉ ହୋଇଛି। ବ୍ୟବସାୟୀ ଜଣକ ହେଲେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅଜୟ କଦମଓ୍ବାଲା। ଆଜି ସକାଳେ ଅଜୟଙ୍କ ଘର ସମେତ ୧୦ଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ାଉ ହୋଇଛି। ଅଜୟଙ୍କ ଘର, ଅଫିସ, ଗୋଦାମରେ ଚଢ଼ାଉ ଚାଲିଛି। ଚଢ଼ାଉ ବେଳେ ସୁରକ୍ଷା ପାଇଁ କେନ୍ଦ୍ରୀୟ ଫୋର୍ସ ମୁତୟନ ହୋଇଛନ୍ତି। ତେବେ ଏହି ଚଢ଼ାଉ କାହିଁକି ଚାଲିଛି ସେ ସମ୍ପର୍କରେ କିଛି ଜଣାପଡ଼ିନାହିଁ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share