ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଦ୍ଧାର ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଡଙ୍ଗାବୁଡିରେ ୬ ଜଣଙ୍କର ଏଯାଏଁ ପତ୍ତା ମିଳୁ ନ ଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି ଏହି ଘଟଣା ଘଟିଛି। ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ସେମାନେ ବରଗଡ଼ ବାଞ୍ଜିପାଲିରୁ ଯାଉଥିଲେ। ଡଙ୍ଗାରେ ଥିବା ୪୦ରୁ ଅଧିକ ଲୋକଙ୍କୁ ମତ୍ସ୍ୟଜୀବୀମାନେ ଉଦ୍ଧାର କରିଛନ୍ତି। ତେବେ ସେଥିମଧ୍ୟରୁ ୬ଜଣଙ୍କ ପତ୍ତା ମିଳୁନାହିଁ। ଡଙ୍ଗାରେ ଅନେକ ମହିଳା ଓ ଛୋଟଛୁଆ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତ୍ତି: ପ୍ରଥମରୁ ୫ମ ଶ୍ରେଣୀ ଯାଏ ହିନ୍ଦୀ ଭାଷା ବାଧ୍ୟତାମୂଳକ; ଜାତୀୟ ଶିକ୍ଷା ନୀତି ଲାଗୁ

ମୁମ୍ବାଇ,୧୭।୪: ମହାରାଷ୍ଟ୍ର ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ କାର୍ଯ୍ୟକାରୀ କରିବା ପାଇଁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହି...

Salary Hike: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ପୋଲିସ କର୍ମଚାରୀଙ୍କ ଦରମା ୫୫ହଜାର ଯାଏ ବୃଦ୍ଧି

ଭୁବନେଶ୍ୱର,୧୭।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର...

ଭଡ଼ାରେ ରହୁଥିବା ଯୁବତୀଙ୍କ ପ୍ରେମରେ ପଡ଼ିଥିଲେ ଏହି ଭାରତୀୟ ଷ୍ଟାର କ୍ରିକେଟର; ମାତ୍ର ୧୩ ବର୍ଷ ବୟସରୁ ଦୌଡ଼ିଥିଲା ପ୍ରେମର ଗାଡ଼ି…

ନୂଆଦିଲ୍ଲୀ,୧୭।୪: ଜଣଙ୍କୁ ୧୧ ବର୍ଷ ତ ଆର ଜଣଙ୍କୁ ୧୩। ହଁ, ଏହି ବୟସରେ ଉଭୟ ପରସ୍ପରକୁ ଜାଣିଥିଲେ, ପ୍ରଥମ ଥର ପାଇଁ ପରସ୍ପରକୁ ଦେଖିଲେ।...

ବ୍ୟାଙ୍କକୁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ, କ୍ୟାଶିୟର ଭାବେ କାମ କରୁଥିବା ଚପରାସୀଙ୍କୁ ମିଳିବ ଅଧିକ ଦରମା

ଭୁବନେଶ୍ୱର,୧୭।୫: ଓଡ଼ିଶା ହାଇକୋର୍ଟ ପୁରୀ-ନିମାପଡ଼ା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଲିମିଟେଡକୁ ଜଣେ ୫୪ ବର୍ଷୀୟ ମହିଳାଙ୍କୁ ଉଚ୍ଚ ଦରମା ସୁବିଧା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।...

Naveen Patnaik: ନାମାଙ୍କର ଭରିଲେ ନବୀନ, ପାଖରେ ଥିଲେ ବବି

ଭୁବନେଶ୍ୱେର,୧୭।୪: ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଶଙ୍ଖ ଭବନକୁ ଆସି ନବୀନ ପଟ୍ଟନାୟକ ନାମାଙ୍କନ ଭରିଛନ୍ତି। ନିର୍ବାଚନ...

ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପୂର୍ବରୁ +୩ ନାମଲେଖା ପାଇଁ ଆବେଦନ, ଜାଣନ୍ତୁ ଓଡ଼ିଶା ସରକାରଙ୍କ ଯୋଜନା

ଭୁବନେଶ୍ୱର,୧୭।୫: ପୂର୍ବ ସ୍ନାତକ ପ୍ରବେଶ ପ୍ରକ୍ରିୟାରୁ ଏକ ପ୍ରମୁଖ ପରିବର୍ତ୍ତନ ଆଣି, ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ଏକ ନୂତନ ବ୍ୟବସ୍ଥା ଆରମ୍ଭ କରିଛନ୍ତି, ଯାହା ଛାତ୍ରଛାତ୍ରୀମାନଙ୍କୁ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ରାଜ୍ୟ ଟ୍ରାଫିକ ଓ ସଡକ ସୁରକ୍ଷା ବିଭାଗରେ ୨ ହଜାର ନୂତନ ପଦବୀ ସୃଷ୍ଟି

ଭୁବନେଶ୍ୱର,୧୭।୫: ରାଜ୍ୟରେ ଟ୍ରାଫିକ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ ଶାଖାରେ ୨...

ପିସିସିଏଫ୍‌ଙ୍କ ଉପସ୍ଥିତିରେ ସାତକୋଶିଆ ଗଣ୍ଡରେ ଛଡ଼ାଗଲା ୭ ଘଡ଼ିଆଳ କୁମ୍ଭୀର

ଅନୁଗୋଳ ଅଫିସ,୧୭।୪(ମାନସ ବିଶ୍ୱାଳ)- ଅନୁଗୋଳ ଜିଲା ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡର ସୁନାଖଣିଆ ଘାଟଠାରେ ନନ୍ଦନକାନନରୁ ଅଣାଯାଇଥିବା ୫ ଘଡ଼ିଆଳ ଓ ସାତକୋଶିଆ ଟିକରପଡ଼ା ଚିଡ଼ିଆଖାନାରୁ ଆସିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image