ମାଛଧରା ଜାଲରେ ଲାଗିଲା ନବଜାତ ଶିଶୁର ମୃତଦେହ

କୋକସରା,୧୬।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୁସୁମଖୁଣ୍ଟି ନିକଟସ୍ଥ ଇନ୍ଦ୍ରାବତୀ ବାମ କେନାଲରୁ ଏକ ନବଜାତ ଶିଶୁର ମୃତଦେହ ମିଳିଛି। ସୋମବାର ମଧ୍ୟାହ୍ନରେ କୁସୁମଖୁଣ୍ଟି ଗ୍ରାମର କିଛି ଲୋକ କେନାଲରେ ଜାଲ ପକାଇ ମାଛ ଧରୁଥିବା ସମୟରେ ଜାଲରେ ଏକ ନବଜାତକ ଶିଶୁପୁତ୍ରର ମୃତଦେହ ଦେଖିବାକୁ ପାଇଥିଲେ। ତେବେ ଶିଶୁଟିକୁ କିଏ, କାହିଁକି ଓ କେଉଁଭଳି ପରିସ୍ଥିତିରେ ସେଠାରେ ଫୋପାଡିଥିଲେ ତାହା ଜଣାପଡ଼ି ନାହିଁ। ଘଟଣାକୁ ନେଇ ମୋଟେର ଫାଣ୍ଡି ଅଧିକାରୀ ଅଜୟ ନାଏକଙ୍କୁ ପଚାରିବାରୁ ଆମ ପାଖରେ କିଛି ଖବର ନାହିଁ ବୋଲି କହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଦାଦନ ଦୁଃଖ: ଆନ୍ଧ୍ରପ୍ରଦେଶରରେ ଓଡ଼ିଶା ଦାଦନ ଶ୍ରମିକଙ୍କ ମୃତ୍ୟୁ

କୁନ୍ଦୁରା,୧୧।୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍‌ କେରମେଟି ପଞ୍ଚାୟତ ସଦରର ଶୁକଦେବ ଦୁରୁଆ(୨୩)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ହୋଇଛି। ସେ ୩ ମାସ ହେଲା...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଉଦ୍‌ଘାଟିତ ବିଭିନ୍ନ ଷ୍ଟଲ ଦେଖିଲେ ଏମ୍‌ପି, ବିଧାୟକ

ଦାରିଙ୍ଗବାଡ଼ି, ୧୧ା୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଶନିବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି। ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ...

ଯାତ୍ରୀ ବିଶ୍ରାମାଗାରରୁ ମିଳିଲା ମୃତଦେହ: ସୋସିଆଲ ମିଡିଆରୁ ଜଣାପଡ଼ିଲା ପରିଚୟ

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଣିଆନାଳ ଛକ ନିକଟସ୍ଥ ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟ ଯାତ୍ରୀ ବିଶ୍ରାମାଗାରରୁ ଜଣେ ବ୍ୟକ୍ତିଙ୍କ ମୃତଦେହକୁ ଶନିବାର...

ହସେଇଲେ ବିଧାୟକ ତାରାପ୍ରସାଦ ବାହିନୀପତି

କୋକସରା,୧୧ା୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ୍‌ସ୍ତରୀୟ କଳାହାଣ୍ଡି ଉତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ବ୍ଲକ୍‌ ଅଧ୍ୟକ୍ଷା ରୀତା ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବର...

ଥରୁଛି ଜି. ଉଦୟଗିରି: ସବୁଠାରୁ ଥଣ୍ଡା ସହର ଚିହ୍ନଟ

ଜି.ଉଦୟଗିରି, ୧୧ା୧(ଶିଶିର ପଟ୍ଟନାୟକ): କନ୍ଧମାଳନ୍‌ ଜିଲା ଜି.ଉଦୟଗିରି ସହରରେ ଚଳିତ ମାସ ୧ ତାରିଖରୁ ଶୀତ ଲହର ଜାରି ରହିଛି। ଶନିବାର ସର୍ବନିମ୍ନ ତାପମାତ୍ରା ୪.୮...

ଲାଞ୍ଜିଗଡ଼ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ: ସମ୍ବଲପୁରୀ ନୃତ୍ୟରେ ଦୁଲକିଲା କାର୍ଜୀ ମାଝୀ ମଞ୍ଚ

ଲାଞ୍ଜିଗଡ,୧୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ସ୍ଥିତ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ କାର୍ଜି ମାଝୀ ମଞ୍ଚଠାରେ ୨୭ତମ...

କଳାହାଣ୍ଡି ଉତ୍ସବ ଘୁମୁରା: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ସହର

କେସିଙ୍ଗା,୧୧ା୧(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଶନିବାର ଅନୁଷ୍ଠିତ ହୋଇଯାଇଛି। ସହରର ବୁଢ଼ାଡଙ୍ଗର ମନ୍ଦିରରେ ପୂଜାର୍ଚ୍ଚନା ପରେ ମଶାଲ ଶୋଭାଯାତ୍ରା...

ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଲା ଟ୍ରାକର

ଭୁବନେଶ୍ୱର,୧୧।୧: ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଛି ସୌର ଚାଳିତ ଟ୍ରାକର। ଚିଲିକା ନଳବଣକୁ ଆସିଥିବା ବିଦେଶୀ ପକ୍ଷୀ ଫ୍ଲେମିଙ୍ଗୋ ଦେହରେ ଏହି ଟ୍ରାକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri