ରେଳଧାରଣାରେ ପଡ଼ିଛି ଯୁବକଙ୍କ ହାତଗୋଡ଼ ବନ୍ଧା ଖଣ୍ଡବିଖଣ୍ଡିତ ମୃତଦେହ

ଚୌଦ୍ୱାର,୪ା୧୦(ଆଶୁତୋଷ ଦାସ): କଟକ ଟାଙ୍ଗୀ ନର୍ଗୁଣ୍ଡ ରେଳଧାରଣା ଉପରେ ଜଣେ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଛ। ଯୁବକ ଜଣଙ୍କ ହେଲେ ତେରୁଆଁ ବଙ୍ଗାଳୀ ସାହିରେ ରହୁଥିବା ତିରୁପତି ରେଡ୍ଡୀ। ତାଙ୍କ ହାତଗୋଡ଼ ବାନ୍ଧି କେହି ରେଳଧାରଣାରେ ଶୁଆଇ ଦେଇଛନ୍ତି। ତେବେ କିଏ କାହିଁକି ଏଭଳି ହତ୍ୟା କଲା ତାହା ତଦନ୍ତ ପରେ ଜଣାପଡ଼ିବ। ଏନେଇ ପରିବାର ଲୋକେ ଟାଙ୍ଗୀ ଥାନାରେ ହତ୍ୟା ଅଭିଯୋଗ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସ କିମ୍ବା ଜିଆରପି ପୋଲିସ ଘଟଣାସ୍ଥଳରେ ପହଞ୍ଚି ପାରିନି। ତେବେ ସେ ଏକ ଟାଓ୍ବାର କମ୍ପାନୀରେ ଗତ ୫ବର୍ଷ ହେବ କାମ କରୁଥିଲା ବେଳେ ରାତିରେ କମ୍ପାନୀରେ ରୁହେ। ତେବେ ସବୁଦିନ ପରି କାଲି ରାତି ୯ଟାରେ ଘରୁ କମ୍ପାନୀକୁ ଯାଇଥିବା ବେଳେ ସକାଳୁ ତାହାର ମୃତଦେହ ରେଳଧାରଣାରେ ବନ୍ଧା ହୋଇପଡ଼ିଥିବା ନେଇ ହତ୍ୟା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି...

ଧିଷ୍ଠାତ୍ରୀ ଦେବୀ ମା’ ଶାରଳାଙ୍କ ମନ୍ଦିରରେ ନିମ୍ନମାନର ଘିଅ ନେଇ ଫୁଡ ଇନ୍ସପେକ୍ଟରଙ୍କ ଯାଞ୍ଚ

ଜଗତସିଂହପୁର,୪।୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗୁରୁବାର ଅଭିଯୋଗ ହୋଇଥିଲା। ଏ ନେଇ ଶୁକ୍ରବାର ଫୁଡ...

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପଥପ୍ରାନ୍ତ ସେବାକେନ୍ଦ୍ର

ଦାରିଙ୍ଗବାଡ଼ି,୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଛନ୍ତି ହେଲେ ରାଜ୍ୟ ସରକାର ପର୍ଯ୍ୟଟକ ଓ ପଥଚାରୀଙ୍କ ସୁବିଧା ପାଇଁ ଜାତୀୟ ରାଜପଥ...

ମନରେଗା କାର୍ଯ୍ୟ ବିଲ କରାଇଦେବାକୁ ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ ମାଡ଼ିବସିଲା ଭିଜିଲାନ୍ସ

ପାଟଣାଗଡ଼ ,୪।୧୦: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ୭ ହଜାର ଟଙ୍କା...

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସିଖବର: ୧୦ ପ୍ରତିଶତ ସଂରକ୍ଷଣ ସାଙ୍ଗକୁ ୩ ବର୍ଷ

ଭୁବନେଶ୍ୱର,୪।୧୦: ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ପ୍ରକାଶ ପାଇଛି। ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ସମ୍ପର୍କିତ ଏହି ବିଜ୍ଞପ୍ତରେ...

ବଦ୍ରିଙ୍କ ଚ୍ୟାଲେଞ୍ଜ ପରେ ଉଦଳା ବିଧାୟକଙ୍କ ବଡ଼ ବୟାନ: କହୁକହୁ କହିଦେଲେ ଦଳର…

ଭୁବନେଶ୍ୱର,୪।୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ କଥାକୁ ବଦ୍ରିଙ୍କ ଖୋଲା ଚ୍ୟାଲେଞ୍ଜ ପରେ ପୁଣି ମୁହଁ ଖୋଲିଛନ୍ତି ଉଦଳା ବିଧାୟକ ଭାସ୍କର ମଢ଼େଇ। ସେ...

ହବିଷ୍ୟାଳୀଙ୍କ ପାଇଁ ୬ରୁ ଆବେଦନ ଆରମ୍ଭ, କାର୍ତ୍ତିକ ମାସରେ ପୁରୀରେ ମିଳିବ ସବୁ ସୁବିଧା

ପୁରୀ,୪।୧୦: ହବିଷ୍ୟାଳିଙ୍କ ସୁବିଧା ପାଇଁ ତଥା କାର୍ତ୍ତିକ ବ୍ରତ ପାଇଁ ପୁରୀରେ ଚଳିତ ବର୍ଷଠୁ ଆରମ୍ଭ ହେବ ନୂଆ ବ୍ୟବସ୍ଥା । କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ...

ଭୁବନେଶ୍ୱର ବିମାନବନ୍ଦରରେ ହେବ ନୂଆ ଟର୍ମିନାଲ

ଭୁବନେଶ୍ୱର,୪ା୧୦: ଭୁବନେଶ୍ବର ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri