ବୁଦାମୂଳରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ପାଖରେ ପଡ଼ିଥିଲା ମଦ ବୋତଲ

ବୌଦ୍ଧ,୧୪ା୧୦(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ମଣିପୁର ନର୍ସରୀ ନିକଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି।

ମିଳିଥିବା ସୂଚନା ଅନୁଯାୟୀ, ବୌଦ୍ଧ ଜିଲା ପୁରୁଣାକଟକ ଥାନା ମଣିପୁର ନର୍ସରୀର ଏକ ବୁଦାମୂଳରେ ଅଜଣା ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ କିଛି ଲୋକ ଛତୁ ଖୋଜିବାକୁ ଯାଇଥିବା ବେଳେ ଦୁର୍ଗନ୍ଧ ହେବାରୁ ପାଖକୁ ଯାଇ ମୃତଦେହ ଦେଖିବାକୁ ପାଇଥିଲେ। ତେବେ କୌଣସି ଏକ ଧାରୁଆ ଅସ୍ତ୍ରରେ ଯୁବକଙ୍କ ପେଟ କାଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ପାଖରେ ମଦ ବୋତଲ ପଡ଼ିଥିବା ସହ ହତ୍ୟା ପରେ ବୁଦାମୂଳରେ ମୃତଦେହ ଫିଙ୍ଗା ଯାଇଥିବା ମଧ୍ୟ ଅନୁମାନ କରାଯାଉଛି। ମୃତକଙ୍କ ପରିଚୟ ଜଣାପଡ଼ି ନ ଥିବାବେଳେ ୨-୩ ଦିନ ହେବ ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ଖବର ଲେଖାହେବା ସୁଦ୍ଧା ପୋଲିସ ଘଟଣାସ୍ଥଳରେ ପହଞ୍ଚିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ସଡ଼କ ଦୁର୍ଘଟଣା ନେଲା ଦୁଇ ଜୀବନ। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା...

ମହିଳାଙ୍କ ଅଶ୍ଳୀଳ ଭିଡିଓ, ଫଟୋ ଭାଇରାଲ: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୨ା୧୨(ସତ୍ୟଜିତ୍‌ ରାଉତ): ସମ୍ପର୍କରେ ବିଷ ଦେଲେ ଯୁବକ। ମହିଳାଙ୍କ ଆପତ୍ତିଜନକ ଫଟୋ ଓ ଭିଡିଓ ଭାଇରାଲ କରିବାର ଧମକ ଦେବା ସହ ବ୍ଲାକମେଲ୍‌ କରି ନେଇଗଲେ...

ଅଦିନିଆ ବର୍ଷା, ସଙ୍କଟରେ ଧାନଚାଷୀ

ରାଜକନିକା,୨୨ା୧୨(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୃଷି ବିଭାଗ ଆକଳନ ଅନୁଯାୟୀ ଚଳିତ ଖରିଫ ଋତୁରେ ପ୍ରାୟ ୧୪ହଜାର ହେକ୍ଟର ଜମିରେ ଧାନ...

ଦାଉ ସାଧୁଛି ବର୍ଷା, ଚିନ୍ତାରେ ଚାଷୀ

ଜଗତସିଂହପୁର ଅଫିସ, ୨୨ା୧୨ (ପ୍ରମୋଦ କୁମାର ନାୟକ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ମାତ୍ରାଧିକ ବର୍ଷା...

ଆଜି ଶିମିଳିପାଳ ବନ୍ଦ

ବାରିପଦା,୨୨।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲଗାଣ ବର୍ଷା ଯୋଗୁ ରବିବାର ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳର ପିଠାବଟା ଓ କାଳିକାପ୍ରସାଦ ଦୁଇଟି ଗେଟ୍‌...

ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ: ବିଜେଡିରେ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଏକ ଦେଶ ଏକ ନିର୍ବାଚନ(ୱାନ୍‌ ନେଶନ ୱାନ୍‌ ଇଲେକ୍ସନ) ପ୍ରସଙ୍ଗରେ ବିଜେଡିର ଆଭିମୁଖ୍ୟ ଅସ୍ପଷ୍ଟ ରହିଛି। ରାଜ୍ୟ ସଭାରେ ଏହି ବିଲ୍‌କୁ ଦଳ...

ବର୍ଷା ଧୋଇନେଲା ବର୍ଷକର ଦାନା

ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଗତ ଦୁଇଦିନ ଧରି ଲାଗି ରହିଥିବା ଲଘୁଚାପ ବର୍ଷା ଧାନ ଫସଲକୁ ଏକ ପ୍ରକାର ଧୋଇନେଇଛି। ପାଣିରେ ଲୋଟୁଛି ପାଚିଲା ଧାନ। ଯଦିଓ...

ଭାରତରେ ଜଙ୍ଗଲ ୨୫.୧୭%କୁ ବୃଦ୍ଧି, ପ୍ରଥମ ତିନି ରାଜ୍ୟରେ ଓଡ଼ିଶା

ନୂଆଦିଲ୍ଲୀ,୨୧ା୧୨: ଭାରତରେ ମୋଟ ଜଙ୍ଗଲ ଏବଂ ବୃକ୍ଷଲତା ଥିବା ଜମି ପରିମାଣ ୨୦୨୩ରେ ମୋଟ ଭୌଗୋଳିକ ଅଞ୍ଚଳର ୨୫.୧୭ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୨୧ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri