ନିଜ ଗୁଳିରେ ଆହତ ହେଲେ ଗୋବିନ୍ଦା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୧।୧୦: ଅଭିନେତା ଗୋବିନ୍ଦାଙ୍କ ଦେହରେ ବାଜିଲା ଗୁଳି। ଭୁଲବଶତଃ ଗୋବିନ୍ଦାଙ୍କ ଗୋଡ଼ରେ ଗୁଳି ବାଜିଥିବା ସୂଚନା ମିଳିଛି। ନିଜ ଲାଇସେନ୍ସପ୍ରାପ୍ତ ବନ୍ଧୁକରୁ ଭୁଲବଶତଃ ଗୁଳି ଫୁଟିଥିବା ଜଣାପଡିଛି। ତାଙ୍କୁ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ପୋଲିସର ସୂଚନାନୁସାରେ,ଗୁଳି ବାଜିବା ପରେ ଗୋବିନ୍ଦାଙ୍କ ଗୋଡରେ ରକ୍ତସ୍ରାବ ହୋଇଛି। ଯେଉଁଥିପାଇଁ ତାଙ୍କ ଅବସ୍ଥା ବହୁତ ଖରାପ ହୋଇଯାଇଛି। ବର୍ତ୍ତମାନ ଗୋବିନ୍ଦା ଆନ୍ଧେରିର କ୍ରେଟି କେୟାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମାମଲାର ତଦନ୍ତ ଚାଲିଛି।

କାର୍ଯ୍ୟ ସାମ୍ମୁଖ୍ୟ ବିଷୟରେ କହିବାକୁ ଗଲେ ଗୋବିନ୍ଦା ଆଜିକାଲି ଅଭିନୟ ଜଗତରୁ ଦୂରତା ବଜାୟ ରଖିଛନ୍ତି । ଦୀର୍ଘ ଦିନ ଧରି ତାଙ୍କୁ କୌଣସି ଫିଲ୍ମରେ ଦେଖିବାକୁ ମିଳୁନାହିଁ। ଯଦିଓ ତାଙ୍କର ମ୍ୟୁଜିକ ଭିଡିଓ ଆସୁଛ। ଏହା ସହିତ ସେ ଅନେକ ରିଆଲିଟି ଶୋ’ରେ ମଧ୍ୟ ନଜର ଆସିଛନ୍ତି। ଗୋବିନ୍ଦା ତାଙ୍କ ପତ୍ନୀ ସୁନୀତାଙ୍କ ସହ ଟିଭିରେ ନଜର ଆସିଛନ୍ତି। ଯେଉଁଠାରେ ସେ ଅନେକ ଥର ତାଙ୍କର ବୃତ୍ତିଗତ ଏବଂ ବେଳେବେଳେ ବ୍ୟକ୍ତିଗତ ଜୀବନ ବିଷୟରେ ଖୋଲାଖୋଲି ପ୍ରକାଶ କରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅମିତାଭଙ୍କ ସହ କାମ କରିବାକୁ ମନା କରିଦେଇଥିଲେ ଏହି ଅଭିନେତ୍ରୀ:ଆଉ ତା’ପରେ ବିଗ୍‌ ବି’ କରିଥିଲେ ଏମିତି କାମ…

ହିନ୍ଦୀ ସିନେମାର କିମ୍ବଦନ୍ତୀ ଅଭିନେତା ଅମିତାଭ ବଚ୍ଚନଙ୍କ ସହ କାମ କରିବା ପ୍ରତ୍ୟେକ କଳାକାରଙ୍କ ସ୍ବପ୍ନ ଥାଏ। ତେବେ ଇଣ୍ଡଷ୍ଟ୍ରୀରେ ଏମିତି ଜଣେ ଭେଟେରାନ ଅଭିନେତ୍ରୀ...

ଓଡ଼ିଆ ଫିଲ୍ମ ଷ୍ଟାରଙ୍କୁ ମାଓବାଦୀଙ୍କ ଭୟ:  ହୋଇପାରନ୍ତି ଅପହରଣ ଗୁଇନ୍ଦା ବିଭାଗ ଦେଲେ ଆଗୁଆ…

ଭୁବନେଶ୍ୱର,୧।୧୦: ଓଡ଼ିଆ ଫିଲ୍ମ ଷ୍ଟାରଙ୍କୁ  ଅପହରଣ କରିପାରନ୍ତି ମାଓବାଦୀ। ଏ ନେଇ  ଓଡ଼ିଶା ପୋଲିସର  ଗୁଇନ୍ଦା ବିଭାଗ ସତର୍କ  କରାଇଛନ୍ତି। ତେବେ ପଶ୍ଚିମ ଓଡ଼ିଶାର  ବଲାଙ୍ଗୀର...

ଗୋବିନ୍ଦାଙ୍କ ଶରୀରରେ କେମିତି ବାଜିଲା ଗୁଳି: ନିଜେ କଲେ ଖୁଲାସା

ବଲିଉଡ ଅଭିନେତା ଗୋବିନ୍ଦାଙ୍କ ଗୋଡରେ ଗୁଳି ବାଜିଛି। ସକାଳେ ନିଜ ପିସ୍ତଲ ରଖୁଥିବାବେଳେ ହଠାତ୍‌ ଅସାବଧାନତା କାରଣରୁ ତାଙ୍କ ବନ୍ଧୁକରୁ ଗୁଳି ଫୁଟିଥିଲା। ଏହା ପରେ...

ବିଳମ୍ବିତ ରାତ୍ରିରେ ହସ୍ପିଟାଲରେ ଭର୍ତ୍ତି ହେଲେ ସୁପରଷ୍ଟାର ରଜନୀକାନ୍ତ

ଚେନ୍ନାଇ,୧।୧୦: ହିନ୍ଦୀ ସିନେମା ଏବଂ ଦକ୍ଷିଣ ସିନେମାରେ ଜବରଦସ୍ତ ପରିଚୟ ତିଆରି କରିଥିବା ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ। ସୋମବାର ବିଳମ୍ବିତ ରାତିରେ...

ପ୍ରଥମ ପ୍ରଯୋଜିତ ଫିଲ୍ମକୁ ନେଇ ଆଶାବାଦୀ କ୍ରିତି

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କ୍ରିତି ସାନନଙ୍କ ପାଇଁ ଚଳିତବର୍ଷ ବେଶ୍‌ ଆଶାଜନକ ରହିଛି। ’କ୍ରୁ’ ଏବଂ ‘ତେରି ବାତୋଂ ମେ ଏସା ଉଲଜା ଜିଆ’ ଭଳି ହିଟ୍‌...

ଏମର୍ଜେନ୍ସି: କଇଁଚି ପାଇଁ କଙ୍ଗନା ରାଜି

ମୁମ୍ବାଇ,୧।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଆଧାରିତ ଫିଲ୍ମ ‘ଏମର୍ଜେନ୍ସି’ର କେତେକ ଦୃଶ୍ୟରେ କାଟଛାଣ୍ଟ ପାଇଁ ଅଭିନେତ୍ରୀ ତଥା ପ୍ରଯୋଜିକା କଙ୍ଗନା ରାଣାଓ୍ବତ୍‌ ରାଜି...

ନିଜକୁ ବିବାହ କରିଥିବା ସୋସିଆଲ ମିଡିଆ ଷ୍ଟାର କଲେ ଆତ୍ମହତ୍ୟା

ଅଙ୍କାରା,୩୦।୯: ତୁର୍କୀର ପ୍ରସିଦ୍ଧ ଟିକ ଟକ ଷ୍ଟାର କୁବ୍ରା ଆଇକୁଟ ଆତ୍ମହତ୍ୟା କରିଛନ୍ତି। ଖବର ଅନୁଯାୟୀ, ଏକ ଆପାର୍ଟମେଣ୍ଟର ପଞ୍ଚମ ମହଲାରୁ ଡେଇଁ କୁବ୍ରା ତାଙ୍କ...

ବଲିଉଡରୁ ଅବସର ନେବେ ଶାହାରୁଖ!

ମୁମ୍ବାଇ,୩୦।୯: ବଲିଉଡର କିଙ୍ଗ ଶାହାରୁଖ ଖାନ ଦୀର୍ଘ ଦିନ ଧରି ଦର୍ଶକଙ୍କୁ ମନୋରଞ୍ଜନ ଦେଇଆସୁଥିଲେ। ତାଙ୍କୁ ବଲିଉଡର ଶେଷ ସୁପରଷ୍ଟାର ଭାବେ ବିବେଚନା କରାଯାଏ। ପ୍ରଶଂସକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri