କ୍ୟାନ୍‌ସର୍‌ ଲଢେଇ ଜିତିଥିଲେ ଏହିସବୁ ବଲିଉଡ୍‌ କଳାକାର

ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ଫୁସଫୁସ କ୍ୟାନସରର ଶିକାର ହୋଇଛନ୍ତି। ଚିକିତ୍ସା ପାଇଁ ସେ ଆମେରିକା ଯିବେ। ଏହା ପୂର୍ବରୁ ବଲିଉଡ୍‌ର ଅନେକ କଳାକାରଙ୍କ କ୍ୟାନସର୍‌ ଯୋଗୁ ମୃତ୍ୟୁ ଘଟିଛି। ନିକଟରେ ଅଭିନେତା ଇରଫାନ ଖାନ୍‌ ଏବଂ ଋଷି କପୁର ମଧ୍ୟ କ୍ୟାନସରରେ ମୃତ୍ୟୁ ଘଟିଥିଲା। କିନ୍ତୁ କିଛି କଳାକାର କ୍ୟାନସରକୁ ହରାଇଛନ୍ତି। ଆସନ୍ତୁ ସେହି କଳାକାରଙ୍କ ବିଷୟରେ ଜାଣିବା।

ସୋନାଲି ବେନ୍ଦ୍ରେ
ଅଭିନେତ୍ରୀ ସୋନାଲି ବେନ୍ଦ୍ରେ ମେଟେଷ୍ଟିକ୍‌ କ୍ୟାନସର ହୋିଥିଲା। ସେ ନ୍ୟୁୟର୍କରେ ଚିକିତ୍ସିତ ହୋଇଥିଲେ। ଏହାପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ।

ମନୀଷା କୋଇରାଲା
ଅଭିନେତ୍ରୀ ମନୀଷା କୋଇରାଲଙ୍କୁ ୨୦୧୨ରେ ଓଭାରିଆନ୍‌ କ୍ୟାନ୍‌ସର୍‌ ହୋଇଥିଲା। ୨୦୧୪ରେ ସେ ସୁସ୍ଥ ହୋଇଥିଲେ।

ରାକେଶ ରୋଶନ
ହ୍ରିତିକ୍‌ ରୋଶନଙ୍କ ପିତା ତଥା ନିର୍ଦ୍ଦେଶକ ରାକେଶ ରୋଶନଙ୍କୁ କ୍ୟାନସର ହୋଇଥିଲା। ଏହା ପ୍ରଥମ ଷ୍ଟେଜ୍‌ ଥିବା ସେ ମଧ୍ୟ ସର୍ଜରୀ ପରେ ସୁସ୍ଥ ହୋଇଥିଲେ।

ଅନୁରାଗ ବାସୁ
୨୦୧୪ରେ ନିର୍ଦ୍ଦେଶକ ଚଙ୍କୁ କ୍ୟାନସର ହୋଇଥିଲା। ଏହାପରେ ସେ କ୍ୟାନସର ବିରୋଧରେ ଲଢେଇ କରି ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିସ୍‌ ୟୁନିଭର୍ସ ଇଣ୍ଡିଆ ଟାଇଟଲ ଜିତିଲେ ରିୟା ସିଂଘା

ଜୟପୁର, ୨୪।୯: ଗୁଜରାଟୀ ମଡେଲ ରିୟା ସିଂଘା(୧୯) ‘ମିସ୍‌ ୟୁନିଭର୍ସ ଇଣ୍ଡିଆ ୨୦୨୪’ ଟାଇଟଲ ହାସଲ କରିଛନ୍ତି। ରବିବାର ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ‘ମିସ୍‌ ୟୁନିଭର୍ସ ଇଣ୍ଡିଆ...

ଛାଡପତ୍ର ଖବର ମଧ୍ୟରେ ଐଶ୍ୱର୍ଯ୍ୟା କରିଲେ ଏମିତି କାମ, ହେଉଛି ଭାଇରାଲ

ମୁମ୍ବାଇ: ବ୍ୟକ୍ତିଗତ ଜୀବନକୁ ନେଇ ଐଶ୍ୱର୍ଯ୍ୟା ରାୟ ଆଜିକାଲି ହେଡଲାଇନରେ ଅଛନ୍ତି। ତାଙ୍କ ସହ ଅଭିଷେକ ବଚ୍ଚନଙ୍କ ମଧ୍ୟରେ ଅନେକ ମାସ ଧରି ବିବାଦ ଲାଗି...

ଓସ୍କାର ରେସ୍‌ରେ ‘ଲାପ୍‌ତା ଲେଡିଜ୍‌’

ମୁମ୍ବାଇ,୨୩ା୯: ଓସ୍କାର ରେସ୍‌ରେ ହିନ୍ଦୀ ଫିଲ୍ମ ‘ଲାପ୍‌ତା ଲେଡିଜ୍‌’। କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଥିଏଟର୍‌ ଏବଂ ଓଟିଟିରେ ବେଶ୍‌ ପ୍ରଶଂସା ସାଉଁଟିଥିଲା। ଆଉ...

୬ ବର୍ଷ ପରେ ପୁଣି ଜାହ୍ନବୀ, ଇଶାନଙ୍କ ଯୋଡ଼ି

ମୁମ୍ବାଇ: ଅଭିନେତ୍ରୀ ଜାହ୍ନବୀ କପୁର ଓ ଅଭିନେତା ଇଶାନ ଖଟ୍ଟର ଶେଷ ଥର ପାଇଁ ୨୦୧୮ରେ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ‘ଧଡକ୍‌’ ଫିଲ୍ମରେ ନଜରକୁ ଆସିଥିଲେ।...

ସିନେ ଜଗତର ପ୍ରଥମ ଅଭିନେତା ଭାବେ ଚିରଞ୍ଜୀବୀଙ୍କୁ ଗିନିଜ ୱାଲର୍‌ଡ ରେକର୍ଡ

ହାଇଦ୍ରାବାଦ,୨୨।୯: ତେଲୁଗୁ ଫିଲ୍ମ ଜଗତରେ ମେଗାଷ୍ଟାର ଭାବେ ଚିରଞ୍ଜୀବୀ ପରିଚିତ। ସିନେ ଜଗତର ପ୍ରଥମ ଅଭିନେତା ଭାବେ ସେ ନିଜର ନୃତ୍ୟ ଦକ୍ଷତା ପାଇଁ ଗିନିଜ...

ଏଥର ଦୁର୍ଗା ପୂଜାରେ ଦୁର୍ଗା

ଏଥର ଦୁର୍ଗା ପୂଜା ଅବସରରେ ରିଲିଜ ହେବାକୁ ଯାଉଥିବା ଫିଲ୍ମଗୁଡିକ ମଧ୍ୟରେ ରହିଛି ‘ଦୁର୍ଗା’। ଏକ ନାରୀକୈନ୍ଦ୍ରିକ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ପ୍ରଯୋଜକ...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri