ବଲିଉଡ୍‌ରେ ଡେବ୍ୟୁ କରିବେ ଉର୍ଫି, ହାତରେ ଲାଗିଛି ବଡ଼ ଅଫର୍‌…

ବମ୍ବେ: ବଲିଉଡ୍‌ରେ ଡେବ୍ୟୁ କରିବେ ସୋସିଆଲ ମିଡିଆ ସେନସେଶନ ଉର୍ଫି ଜାଭେଦ। ନିଜର ଅଜବ ପୋଷାକ ପରିଧାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ସେ। ହେଲେ ଏବେ ସେ ନିଜର ଅଭିନୟର ଯାଦୁ ଦେଖାଇବାକୁ ପ୍ରସ୍ତୁତ। ୧୪ ବର୍ଷ ପୂର୍ବେ ଆସିଥିବା ଫିଲ୍ମ ‘ଲଭ୍‌ ସେକ୍ସ ଧୋକା’ର ସିକୁଏଲ୍‌ରେ ସେ ନଜର ଆସିବେ।

ଫିଲ୍ମକୁ ଏକତା କପୁର ନିର୍ମାଣ କରୁଛନ୍ତି। ଏଥିରେ ଇଣ୍ଟରନେଟ୍‌ ଯୁଗରେ ପ୍ରେମ ଏବଂ ରିଲେଶନସିପ୍‌ର ଝଲକ ନଜର ଆସିବ। କାହାଣୀକୁ ଦେଖିଲେ ଉର୍ଫି ସେଥିରେ ଫିଟ୍‌ ହେବେ ବୋଲି କୁହାଯାଉଛି।

ବାଲାଜୀ ଟେଲିଫିଲ୍ସ ବ୍ୟାନରରେ ଏହା ନିର୍ମାଣ ହେବାକୁ ଥିବା ବେଳେ ଦିବାକର ବାନାର୍ଜୀ ନିର୍ଦ୍ଦେଶନା ଭାର ସମ୍ଭାଳିବେ। ଏକତା କପୁର ଏବଂ ଶୋଭା କପୁର ପ୍ରଯୋଜନା ଦାୟିତ୍ୱ ତୁଲାଇବେ। ୨୦୨୪ ଏପ୍ରିଲ ୧୯ରେ ଫିଲ୍ମ ରିଲିଜ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଆକ୍ରମଣରେ ଗାଈର ମୃତ୍ୟୁ ସନ୍ଦେହ

ଲାଞ୍ଜିଗଡ଼,୨୮ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ କାନକୁଟରୁଠାରେ ରବିବାର ବାଘ ଆକ୍ରମଣରେ ଗୋଟିଏ ଗାଈର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।...

ମେ ୨ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା, ଆଲର୍ଟ ଜାରି

ଭୁବନେଶ୍ୱର,୨୮।୪: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମେ ୨ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି। ପୂର୍ବାନୁମାନ ଅନୁଯାୟୀ, ଏପ୍ରିଲ ୨୯...

ଅଶ୍ୱିନଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୮ା୪: ଅବସରପ୍ରାପ୍ତ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ସୋମବାର ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ପୂର୍ବତନ ଭାରତୀୟ କ୍ରିକେଟର ଏହି ସମ୍ମାନଜନକ ପୁରସ୍କାର ରାଷ୍ଟ୍ରପତି ଦ୍ରୌପଦୀ...

ରାଜା ଚକ୍ର ମାମଲା: କ୍ରାଇମ ବ୍ରାଞ୍ଚର ତଦନ୍ତ ଜୋରଦାର

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଧନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମ ବ୍ରାଞ୍ଚ। ଏହି ମାମଲା ଖୁବ ଶୀଘ୍ର ଚାର୍ଜ...

ଗଛକଟାକୁ ନେଇ ଉତ୍ତେଜନା

ବୈଶିଙ୍ଗା,୨୮ା୪(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ବନପାଳ କ୍ଷେତ୍ର ଅନ୍ତର୍ଗତ ରଙ୍ଗାମାଟିଆ ସଂରକ୍ଷିତ ଜଙ୍ଗଲରେ ଗତ ୧୯ ତାରିଖରେ କାଳବୈଶାଖୀ ପ୍ରଭାବରେ ଉପୁଡ଼ି ପଡ଼ିଥିବା ଗଛକୁ...

ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): କ୍ରାଇମବ୍ରାଞ୍ଚ ADG ବିନୟତୋଷ ମିଶ୍ର କହିଛନ୍ତି, “ଲୋକଙ୍କ ମନରେ ଉଠୁଥିବା ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଆମେ ସମସ୍ତ ଦିଗକୁ ଯାଞ୍ଚ କରୁଛୁ।...

ଦେଶର ଆଇନ ସୁରକ୍ଷାରେ ଓକିଲଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଟିଟିଲାଗଡ଼,୨୮ା୪(ଶରତ ମିଶ୍ର/ତୀର୍ଥଙ୍କର ପଟେଲ): ସୋମବାର ଟିଟିଲାଗଡ ଓକିଲ ସଂଘ ପକ୍ଷରୁ ସ୍ଥାନୀୟ କୋର୍ଟ ପରିସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ତଥା ଓକିଲ ଦିବସ...

ପୁରୀ ନୀଳାଦ୍ରୀ ଭକ୍ତ ନିବାସ ନକଲି ୱେବସାଇଟ୍ ମାମଲା, ଦୁଇ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ସିଆଇଡି ସାଇବର କ୍ରାଇମ୍ ୟୁନିଟ୍ ପୁରୀର ନୀଳାଦ୍ରୀ ଭକ୍ତ ନିବାସ ନାମରେ ନକଲି ୱେବସାଇଟ୍ ତିଆରି କରି ଭକ୍ତମାନଙ୍କୁ ଠକେଇ କରୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image