ସିରିଆର ଏକ ଧାର୍ମିକସ୍ଥଳରେ ବିସ୍ପୋରଣ: ୬ ମୃତ

ଡାମାସକସ,୨୮।୭: ସିରିଆର ମହରମ ପୂର୍ବରୁ ଗୁରୁବାର ରାତିରେ ଏକ ଶିଆ ଧାର୍ମିକସ୍ଥଳକୁ ଟାର୍ଗେଟ କରି ବିସ୍ପୋରଣ ହୋଇଛି। ଫଳରେ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ଦମିସ୍କର ଗ୍ରାମାଞ୍ଚଳରେ ଥିବା ସୌଏଦା ଜୌନାବ ସହରରେ ଏହି ବୋମା ବିସ୍ଫୋରଣ ଘଟିଛି।

ସିରିଆର ଗୃହ ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ, ସୁରକ୍ଷା କର୍ମୀମାନେ ବିସ୍ଫୋରଣ ସ୍ଥଳକୁ ଯାଇ ବୋମା ବିସ୍ଫୋରଣ ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ମୃତ ଓ ଆହତଙ୍କ ମୃତଦେହ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସିରିଆ ସରକାର ଏହାକୁ ଆତଙ୍କବାଦୀ ଆକ୍ରମଣ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଲୁଚିସ୍ତାନରେ ବିସ୍ଫୋରଣ: ୫ ସ୍କୁଲପିଲାଙ୍କ ସମେତ ୮ ମୃତ

ଇସ୍‌ଲାମାବାଦ,୨ା୧୧(ପି.ଟି.): ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ଶୁକ୍ରବାର ଏକ ପୋଲିସ ଭ୍ୟାନ୍‌କୁ ଟାର୍ଗେଟକରି ରିମୋଟ୍‌ କଣ୍ଟ୍ରୋଲ୍‌ଡ ବୋମା ବିସ୍ଫୋରଣ କରାଯିବାରୁ ୫ ସ୍କୁଲପିଲାଙ୍କ ସମେତ ୮ ଜଣଙ୍କ...

ପୁଣି ଆଖି ଦେଖାଇଲା କାନାଡା, ଶତ୍ରୁ ଦେଶ ତାଲିକାରେ ଭାରତକୁ ରଖିଲା

ନୂଆଦିଲ୍ଲୀ,୧।୧୧: ସୁଧୁରୁନି କାନାଡା। କ୍ଷମା ମାଗିବା ପରେ ବି ଭାରତକୁ ତର ଦେଖାଇଛି କାନାଡା। ଏବେ ଭାରତକୁ ଶତ୍ରୁ ଦେଶ ତାଲିକାରେ ରଖିଛି କାନାଡା। କାନାଡାର...

ଗୁଗୁଲ ଉପରେ ଲାଗିଲା ୨୦, ୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା, ନମାନିଲେ ପ୍ରତିଦିନ ବଢିବ…

ନୂଆଦିଲ୍ଲୀ,୧।୧୧: ସର୍ଚ୍ଚ ଇଞ୍ଜିନ ଗୁଗୁଲ ଉପରେ ଲାଗିଛି ୨୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା। ଏହା ୨୦ ଡିସିଲିୟନ ଡଲାର ସହ ସମାନ। ଋଷିଆ ପକ୍ଷରୁ ଗୁଗଲ ଉପରେ...

ଦୀପାବଳିରେ କୋଟିପତିଙ୍କୁ ଲାଗିଲା କୋଟି କୋଟି ଟଙ୍କାର ଝଟ୍‌କା, ଆଦାନୀ-ଅମ୍ବାନୀଙ୍କ ସହ କମିଲା ମସ୍କଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୧।୧୧: ଭାରତରେ ଲୋକେ ଯେବେ ଗୁରୁବାର ରାତିରେ ଦୀପାବଳି ପାଳନ କରୁଥିଲେ ସେତେବେଳେ ଆମେରିକା ସେୟାର ମାର୍କେଟରେ ହ୍ରାସର ଝଡ଼ ସୃଷ୍ଟି ହୋଇଛି। ଫଳରେ ଡାଉଜୋନ୍ସ...

ଭାଙ୍ଗିଗଲା ପାକିସ୍ତାନ ରାଷ୍ଟ୍ରପତିଙ୍କ ଗୋଡ଼, ବିମାନରୁ ଓହ୍ଲାଇବା ସମୟରେ ପଡିଗଲେ ଜରଦାରୀ

ଇସଲାମାବାଦ,୧।୧୧: ବିମାନରୁ ଓହ୍ଲାଇବା ସମୟରେ ପାକିସ୍ତାନ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ ତଳେ ପଡି ଯାଇଥିଲେ ଫଳରେ ତାଙ୍କ ଗୋଡ ଭାଙ୍ଗି ଯାଇଥିବା ସୂଚନା ମିଳିଛି।...

ସୁଧୁରୁନି ପକିସ୍ତାନ: ଚାଇନା ସହ ମିଶି ଭାରତ ବିରୋଧରେ ରଚୁଛି ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୧।୧୧: ପଡୋଶୀ ଦେଶ ପାକିସ୍ତାନ ଘୃଣ୍ୟ କାର୍ଯ୍ୟକଳାପରୁ ବିରତ ହେବାର ନାଁ ଧରୁନି। ଜମ୍ମୁ କଶ୍ମୀରକୁ ଆତଙ୍କବାଦୀ ପଠାଇବା ବ୍ୟତୀତ ପାକିସ୍ତାନ ମଧ୍ୟ ଭାରତ ଉପରେ...

ଭାରତ ସହ ମିଶି ଶେଷ କରିବୁ ସ୍ମଗ! ଦୀପାବଳି ପରେ କାହିଁକି ଏମିତି କହିଲେ ମରିୟମ

ଇସଲାମାବାଦ,୧।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଝିଅ ତଥା ପଞ୍ଜାବର ମୁଖ୍ୟମନ୍ତ୍ରୀ ମରିୟମ ନୱାଜ ସରିଫ ବୁଧବାର ୯୦-ଶାହରାହ-ଏ-କାୟଦ-ଏ-ଆଜମରେ ଅନୁଷ୍ଠିତ ଦୀପାବଳି ଉତ୍ସବରେ ଯୋଗ...

ଭୟଙ୍କର ସ୍ଥିତିରେ ରୁଷିାଆ-ୟୁକ୍ରେନ ଯୁଦ୍ଧ: ରୁଷିଆକୁ ସହାୟତା ପାଇଁ ଆଗେଇ ଆସିଲା ଉତ୍ତର କୋରିଆ

କିଭ୍‌,୧।୧୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ତିକ୍ତତା ବଢିବାରେ ଲାଗିଛି। ଏହି ସମୟରେ ରୁଷିଆକୁ ୧୦ ହଜାରରୁ ଅଧିକ ମିଶାଇଲ୍‌ ପଠାଇଛି ଉତ୍ତର କୋରିଆ। ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri