Posted inଜାତୀୟ

ତଲାକ ପରେ କ୍ଷତିପୂରଣ ମାଗିପାରିବେ ମୁସଲିମ ମହିଳା: ବମ୍ବେ ହାଇକୋର୍ଟ

ମୁମ୍ବାଇ,୨୪।୬:ଏଣିକି ମୁସଲମାନ ମହିଳା ତଲାକ ପରେ ସ୍ବାମୀଙ୍କୁ କ୍ଷତିପୂରଣ ମାଗିପାରିବେ। ଏନେଇ ଏକ ମାମଲାର ଶୁଣାଣି କରି ରାୟ ଦେଇଛନ୍ତି ବମ୍ବେ ହାଇକୋର୍ଟ। ଜଷ୍ଟିସ ଜିଏ ସାନପଙ୍କ ବେଞ୍ଚ ଗୁଜୁରାଣ ମେଣ୍ଟାଇବା ପାଇଁ କ୍ଷତିପୂରଣ ବୃଦ୍ଧିକ କରିବାକୁ ସେସନ କୋର୍ଟରେ ମହିଳାଙ୍କ ସ୍ବାମୀ ପୁର୍ନବିଚାର ଆବେଦନକୁ ଖାରଜ କରିଦେଇଛନ୍ତି। କୋର୍ଟ ଶୁଣାାଣି କରି କହିଛନ୍ତି ଯେ, ମହିଳା ଜଣକ ତାଙ୍କ ସ୍ବାମୀଙ୍କ ପରି ସମାନ ମାନ୍ୟତା ପାଇବାର ହକ୍‌ଦାର ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବେ ବିଜେଡି-କଂଗ୍ରେସର ୩୮ ବିଧାୟକ: ସାଂଘାତିକ ଖୁଲାସା କଲେ ଭାଜପା ବିଧାୟକ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀ ଭାଜପାର ସକ୍ରିୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଗୁରୁବାର ଭଞ୍ଜନଗରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାଜପା ଘୁମୁସର ସାଂଗଠନିକ ଜିଲା ସଭାପତି...

ୱକ୍‌ଫ ସଂଶୋଧନ: ନୂଆ ନିଯୁକ୍ତି ଉପରେ ରୋକ୍‌, ୭ ଦିନ ଭିତରେ କେନ୍ଦ୍ର ସରକାରଙ୍କୁ ମାଗିଲେ ଜବାବ

ନୂଆଦିଲ୍ଲୀ,୧୭।୫: ସୁପ୍ରିମକୋର୍ଟ ଓ୍ୱକ୍‌ଫ ଆଇନ ସଂଶୋଧନ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କୁ ୭ ଦିନ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ଓ୍ୱାକ୍‌ଫ ବୋର୍ଡରେ...

ଜବରଦସ୍ତ ସ୍କୁଟର ଲଞ୍ଜ କଲା Honda,ମନ ଜିଣିବ ଆଡଭାନ୍ସ ଫିଚର୍‌

ନୂଆଦିଲ୍ଲୀ,୧୭।୪: ହୋଣ୍ଡା ମୋଟରସାଇକେଲ ଏବଂ ସ୍କୁଟର ଇଣ୍ଡିଆ (HMSI) ଭାରତୀୟ ବଜାରରେ ୨୦୨୫ Dio ଲଞ୍ଚ କରିଛି। ଅପଡେଟ୍‌ ହୋଇଥିବା ସ୍କୁଟରଟି କସମେଟିକ୍‌ ପରିବର୍ତ୍ତନ, OBD୨...

Top 5 Biodiversity Centers in Odisha: ଓଡ଼ିଶାର ଟପ୍-୫ ଜୈବ ବିବିଧ କେନ୍ଦ୍ର

ଓଡ଼ିଶା ଭାରତର ଅନ୍ୟତମ ଜୈବ ବିବିଧତା ସମୃଦ୍ଧ ରାଜ୍ୟ। ଯେଉଁଠି ବିଭିନ୍ନ ପ୍ରକାରର ବନସ୍ପତି, ପ୍ରାଣୀ, ଏବଂ ଜଳଜ ଜୀବ ଦେଖାଯାଏ। ଏହାର ଜଙ୍ଗଲ, ଜଳାଶୟ,...

UGC NET June 2025 ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ କେବେ ହେବ ପରୀକ୍ଷା, ଶେଷ ତାରିଖ…

ନୂଆଦିଲ୍ଲୀ,୧୭।୪: ଏନ୍‌ଟିଏ ଜୁନ ୨୦୨୫ ରେ UGC NET ର ବିଜ୍ଞପ୍ତି ପ୍ରକାଶ କରିଛି। ଏହା ସହିତ ଆବେଦନ ପୋର୍ଟାଲ ମଧ୍ୟ ଖୋଲିଛି। ପ୍ରାର୍ଥୀମାନେ ୧୬...

ବଡ଼ ନିଷ୍ପତ୍ତି: ପ୍ରଥମରୁ ୫ମ ଶ୍ରେଣୀ ଯାଏ ହିନ୍ଦୀ ଭାଷା ବାଧ୍ୟତାମୂଳକ; ଜାତୀୟ ଶିକ୍ଷା ନୀତି ଲାଗୁ

ମୁମ୍ବାଇ,୧୭।୪: ମହାରାଷ୍ଟ୍ର ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ କାର୍ଯ୍ୟକାରୀ କରିବା ପାଇଁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହି...

Salary Hike: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ପୋଲିସ କର୍ମଚାରୀଙ୍କ ଦରମା ୫୫ହଜାର ଯାଏ ବୃଦ୍ଧି

ଭୁବନେଶ୍ୱର,୧୭।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର...

ଭଡ଼ାରେ ରହୁଥିବା ଯୁବତୀଙ୍କ ପ୍ରେମରେ ପଡ଼ିଥିଲେ ଏହି ଭାରତୀୟ ଷ୍ଟାର କ୍ରିକେଟର; ମାତ୍ର ୧୩ ବର୍ଷ ବୟସରୁ ଦୌଡ଼ିଥିଲା ପ୍ରେମର ଗାଡ଼ି…

ନୂଆଦିଲ୍ଲୀ,୧୭।୪: ଜଣଙ୍କୁ ୧୧ ବର୍ଷ ତ ଆର ଜଣଙ୍କୁ ୧୩। ହଁ, ଏହି ବୟସରେ ଉଭୟ ପରସ୍ପରକୁ ଜାଣିଥିଲେ, ପ୍ରଥମ ଥର ପାଇଁ ପରସ୍ପରକୁ ଦେଖିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image