ରାଜଧାନୀରେ ହୋଟେଲ କର୍ମଚାରୀଙ୍କ ଉପରକୁ ବୋମାମାଡ

ଭୁବନେଶ୍ୱର,୬।୨(ବ୍ୟୁରୋ): ରାଜଧାନୀର ନୂଆ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବୋମାମାଡ ହୋଇଛି। ଖାଇବାକୁ ନେଇ ଝଗଡା ହେବାରୁ ଏକ ହୋଟେଲ କର୍ମଚାରୀଙ୍କ ଉପରକୁ ଏହି ବୋମାମାଡ ହୋଇଥିବା ଜଣାପଡିଛି। ଏହି ଘଟଣାରେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। େବୋମାମାଡ କରିଥିବା ୨ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି ଖଣ୍ଡଗିରି ପୋଲିସ।
ସୂଚନାଯୋଗ୍ୟ, ବସ୍‌ଷ୍ଟାଣ୍ଡରେ ଥିବା ଜୟ ଜଗନ୍ନାଥ ହୋଟେଲକୁ ଦୁଇ ଜଣ ବ୍ୟକ୍ତି ଖାଇବାକୁ ଯାଇଥିଲେ। ଖାଇବା ଦରକୁ ନେଇ ହୋଟେଲ କର୍ମଚାରୀଙ୍କ ସହ ଉଭୟଙ୍କ ବଚସା ହୋଇଥିଲା। ସେମାନେ ସେଠାରୁ ପଳାଇଥିବା ବେଳେ କିଛି ସମୟ ପରେ ପୁଣି ଆସି ହୋଟେଲ ମାଲିକଙ୍କୁ ଖୋଜିଥିଲେ। ସେଠାରେ ମାଲିକ ନ ଥିବାରୁ କର୍ମଚାରୀଙ୍କ ଉପରକୁ ବୋମାମାଡ କରିଥିଲେ। ବୋମାମାଡ କରିଥିବା ୨ ଦୁର୍ବୃତ୍ତ ନିଶାସକ୍ତ ଅବସ୍ଥାରେ ଥିବା ହୋଟେଲ କର୍ମଚାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ରରେ ନିଖୋଜ ଯୁବକଙ୍କ ମୃତଦେହ ମିଳିଲା

ପୁରୀ,୨୭ା୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ଗୁରୁବାର ଗାଧୋଉଥିବାବେଳେ ବରଗଡ଼ ଜିଲାର ଶୁଭ ପାତ୍ର ନାମକ ଯୁବକ ଭାସିଯାଇ ନିଖୋଜ ଥିଲେ। ଶୁକ୍ରବାର ଦିଗବାରେଣୀ ଖୁଣ୍ଟି...

ଅଖା ବନ୍ଧା ଅବସ୍ଥାରେ ନିଖୋଜ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ଗଜପତି,୨୭।୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିରେ ଘଟିଛି ରହସ୍ୟ ଜନକ ହତ୍ୟା କାଣ୍ଡ। ଦୁଇ ଦିନ ନିଖୋଜ ପରେ ଅଖା ବନ୍ଧା ଅବସ୍ଥାରେ...

ବାଛୁରୀକୁ ଖାଇଗଲା ବାଘ

ଭଞ୍ଜନଗର,୨୭ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଚ୍ଛେଦାଭୂମିରେ ଏକ ହେଟାବାଘ ବାଛୁରୀକୁ ମାରି ଖାଇ ଦେଇଥିବା ଅଭିଯୋଗ ହେଶଇଛି। ବାଛୁରୀ ମାଲିକ ବଳରାମ ଗୌଡ...

ରାଜଧାନୀରେ ମାତିଛନ୍ତି ଲୁଟେରା: ଘରେ ପଶି ଲୁଟିନେଲେ ୨୦ ଲକ୍ଷ ଟଙ୍କାର ଅଳଙ୍କାର

ଭୁବନେଶ୍ୱର,୨୭।୧୨: କମିଶନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଚୋରମାନେ ନିୟମିତ ଭାବେ ଭୁବନେଶ୍ୱରରେ ଫ୍ଲାଟ ଏବଂ ଘରକୁ ଟାର୍ଗେଟ କରୁଛନ୍ତି। ସଦ୍ୟତମ ଚୋରି ଘଟଣାରେ ରାଜଧାନୀ...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ପାଳପକାଇ ସ୍କୁଟି ସହ ଯୁବକଙ୍କୁ ଜାଳିଦେଲେ

ସୁନ୍ଦରଗଡ଼,୨୮।୧୨(ଜୟ ନାରାୟଣ ମେଣ୍ଡୁଳି): ପାଳଗଦାରୁ ସ୍କୁଟି ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲେଫ୍ରିପଡ଼ା ଥାନା ସର୍ଗିପାଲି...

ମୃତ ଚାଷୀଙ୍କ ପରିବାରଙ୍କୁ ୧ ଲକ୍ଷ ଟଙ୍କା ସହାୟତା ଦେଲେ ଅଭିନେତ୍ରୀ ରାଣୀ ପଣ୍ଡା

ସାକ୍ଷୀଗୋପାଳ,୨୭।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ୪ଦିନ ତଳେ ମତ୍ୟୁବରଣ କରିଥିବା ସ୍ଥାନୀୟ ଡୁଙ୍ଗର ଗ୍ରାମର ମୃତ ଚାଷୀ ପୂର୍ଣଚନ୍ଦ୍ର ଦଳେଇଙ୍କ ପରିବାର ଲୋକଙ୍କୁ ଅଭିନେତ୍ରୀ ରାଣୀ...

୫ ବର୍ଷ ନୁହେଁ, ୩ ବର୍ଷରେ ଲୋକେ ଅନ୍ୟ ଦଳକୁ ଭୁଲିଯିବେ: ପୃଥ୍ବୀରାଜ

ଭୁବନେଶ୍ୱର,୨୭।୧୨: ପ୍ରଶାସନକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ଯ୍ୟକୁ ଆଗେଇ ନେବା ଏବଂ ଲୋକଙ୍କ ସମସ୍ୟାର ତ୍ୱରିତ୍‌ ସମାଧାନ ପାଇଁ ମନ୍ତ୍ରୀମାନଙ୍କୁ ୩୦ ଜିଲାର ଦାୟିତ୍ୱ...

ପୁଣି ଆସୁଛି ବର୍ଷା! ଏହି ସବୁ ଜିଲାରେ ଛେଚିବ

ଭୁବନେଶ୍ୱର,୨୭।୧୨: ଆସନ୍ତାକାଲି ଠାରୁ ପଶ୍ଚିମ ଓଡ଼ିଶାରେ ୨ ଦିନ ବର୍ଷା ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୮ ତାରିଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri