ବନ୍ଧନ ବ୍ୟାଙ୍କର ପ୍ରତିଷ୍ଠା ଦିବସ

ନୂଆଦିଲ୍ଲୀ,୨୬।୮ (ଅଭୟ ଦାଶ): ବନ୍ଧନ ବ୍ୟାଙ୍କର ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କ ପକ୍ଷରୁ ଦୁଇଟି ନୂତନ ସେବାର ଶୁଭାରମ୍ଭ କରାଯାଇଛି। ଏପରିକି ମହିଳାମାନଙ୍କ ପାଇଁ ଏକ ସ୍ବତନ୍ତ୍ର ସଞ୍ଚୟ ଖାତା ‘ଅବ୍‌ନି’ର ଶୁଭାରମ୍ଭ କରାଯାଇଥିବା ବେଳେ ବ୍ୟାଙ୍କର ଏଣ୍ଟରପ୍ରାଇଜ୍‌ ଲୟାଲ୍‌ଟି କାର୍ଯ୍ୟକ୍ରମ ‘ବନ୍ଧନ ବ୍ୟାଙ୍କ ଡିଲାଇଟ୍‌’ର ମଧ୍ୟ ଶୁଭାରମ୍ଭ କରାଯାଇଛି। ଏ ସମ୍ପର୍କରେ ବନ୍ଧନ ବ୍ୟାଙ୍କର ଏମ୍‌ଡି ତଥା ସିଇଓ (ଅନ୍ତରୀଣ) ରତନ କେଶ କହିଛନ୍ତି, ଆମେ ଆମର ପ୍ରତିଷ୍ଠା ଦିବସ ପାଳନ ସହିତ ନୂତନ ସେବାର ଶୁଭାରମ୍ଭ କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଗତ ୯ ବର୍ଷ ମଧ୍ୟରେ ଏକ ସାର୍ବଜନୀନ ବ୍ୟାଙ୍କ ଭାବେ ଆମେ ବିଭିନ୍ନ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିବା ପାଇଁ ଆମର ଉପତ୍ାଦ ବର୍ଗମାଳାକୁ ସୁଦୃଢ଼ କରିଛୁ। ସେହିଭଳି ବନ୍ଧନ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ମୁଖ୍ୟ ବ୍ୟବସାୟ ଅଧିକାରୀ ରାଜିନ୍ଦର ବବର୍‌ କହିଛନ୍ତି, ଆମର ବୃହତ୍ତର ରଣନୀତି ଯାହା ଦୀର୍ଘକାଳୀନ ବିଶ୍ୱସନୀୟତା ଏବଂ ସ୍ଥାୟୀ ଅଭିବୃଦ୍ଧିକୁ ବଢ଼ାଇବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଦ୍ରାସ୍ଫୀତିକୁ ନେଇ ଆରବିଆଇ ଗଭର୍ନର ଦେଲେ ବଡ଼ ସୂଚନା, କହିଲେ ଆମେ ଏହାକୁ…

ନୂଆଦିଲ୍ଲୀ,୨୬ା୧୦: ଭାରତୀୟ ଅର୍ଥନୀତିରେ ଉତ୍ଥାନପତ୍ତନ ଜାରି ରହିଛି। ଏଫ୍‌ଆଇଆଇ ଦେଶ ଛାଡୁଛନ୍ତି। ଏହି କାରଣରୁ ଗତ କିଛିଦିନ ହେବ ଷ୍ଟକ୍‌ ମାର୍କେଟରେ ମଧ୍ୟ ଏକ ବିରାଟ...

ମାସକୁ ୯୦୦୦ ଟଙ୍କା ରୋଜଗାର କରିବାକୁ ଚାହାନ୍ତି କି? ପୋଷ୍ଟ ଅଫିସର ଏହି ଯୋଜନା ଜବରଦସ୍ତ; ନିବେଶ କରି… 

ନୂଆଦିଲ୍ଲୀ,୨୬।୧୦: ଭାରତର ସର୍ବପୁରାତନ ଅନୁଷ୍ଠାନ ମଧ୍ୟରୁ ପୋଷ୍ଟ ଅଫିସ(ଡାକଘର) ଅନ୍ୟତମ। ଏହା ଡାକ ସମ୍ବନ୍ଧୀୟ ସୁବିଧା ମିଳିବା ସହିତ ବିନିଯୋଗ ଲାଗି ଆକର୍ଷଣୀୟ ବିକଳ୍ପ ପ୍ରଦାନ...

ଆଇଡିବିଆଇର ଆର୍ଥିକ ଫଳାଫଳ

ନୂଆଦିଲ୍ଲୀ,୨୬।୧୦: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ଓ ଚଳିତ...

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୬।୧୦: ବର୍ତ୍ତମାନ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏପରିକି ଆମାଜନ୍‌.ଇନ୍‌ରେ ଭଲ ଅଫର, ବଡ଼ ସଞ୍ଚୟ, ବ୍ଲକ୍‌ ବଷ୍ଟର ମନୋରଞ୍ଜନ ଏବଂ...

ରିଲାଏନ୍ସ ଡିଜିଟାଲରେ ଫେଷ୍ଟିଭାଲ୍‌ ଅଫ୍‌ ଇଲେକ୍ଟ୍ରୋନିକ୍ସ

ମୁମ୍ବାଇ,୨୬।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ଦୀପାବଳିରେ ମଧ୍ୟ ରିଲାଏନ୍ସ ଡିଜିଟାଲର ଇଲେକ୍ଟ୍ରୋନିକ୍ସ ମହୋତ୍ସବ ପାଳନ କରାଯାଉଛି। ଏପରିକି ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ...

ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ

ଭୁବନେଶ୍ୱର,୨୬।୧୦ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍‌ ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ ‘ରୌନକ ୱାଲି ଦିୱାଲି’ର ଶୁଭାରମ୍ଭ...

ଦିନକରେ ନିବେଶକ ହରାଇଲେ ୬ଲକ୍ଷ କୋଟି

ମୁମ୍ବାଇ,୨୬।୧୦: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଥିଲାବେଳେ ପୁଞ୍ଜିବଜାରର ନିବେଶକମାନେ ଆଶା ଆଶଙ୍କା ମଧ୍ୟରେ କାରବାର କରୁଛନ୍ତି। ଏପରିକି ଚଳିତ କାର୍ଯ୍ୟ...

ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri