ହାତ ଛାଡି ପଦ୍ମ ଧରିଲେ ବକ୍ସର ବିଜେନ୍ଦ୍ର ସିଂହ

ନୂଆଦିଲ୍ଲୀ,୩।୪: ମୁଣ୍ଡ ଉପରେ ନିର୍ବାଚନ। ଏହି ସମୟରେ କଂଗ୍ରେସକୁ ଲାଗିଛି ଆଉ ଏକ ଝଟ୍‌କା। ବକ୍ସର ବିଜେନ୍ଦ୍ର ସିଂହ ହାତ ଛାଡି ପଦ୍ମ ଧରିଛନ୍ତି। ଭାରତୀୟ ଜନତା ପାର୍ଟି (ଭାଜପା) ମୁଖ୍ୟାଳୟରେ ଭାଜପା ନେତା ବିନୋଦ ତାୱଡେଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ୍‌ ହୋଇଛନ୍ତି।

ବକ୍ସର ବିଜେନ୍ଦ୍ର ସିଂହ ଏକ୍ସ’ରେ ଏକ ପୋଷ୍ଟ କରିଥିଲେ, ଯାହାକୁ ନେଇ ନିର୍ବାଚନ ପୂର୍ବରୁ ଅନେକ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ସେ କହିଛନ୍ତି, ‘ଜନତା ଯାହା ଚାହିଁବେ, ସେଥିପାଇଁ ମୁଁ ପ୍ରସ୍ତୁତ ଅଛି’।

ସୂଚନାଥାଉ କି, ୨୦୧୯ର ବିଜେନ୍ଦ୍ର କଂଗ୍ରେସରେ ଯୋଗ ଦେଇଥିଲେ। ତେବେ ପ୍ରଥମ ନିର୍ବାଚନରେ ତାଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଏହା ପରେ ସେ ଦଳ ସହ ଜଡିତ ରହିଥିଲେ ମଧ୍ୟ ଡିସେମ୍ବର ୨୦୨୩ରେ ରାଜନୀତିରୁ ଅବସର ନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଥିଲେ। କିନ୍ତୁ ସେ ପୁଣି ଫେରିପାରନ୍ତି ବୋଲି କଳ୍ପନାଜଳ୍ପନା ଚାଲିଥିଲା। ୨୦୧୯ରେ କଂଗ୍ରେସରେ ଯୋଗ ଦେଇ ସେ ଦକ୍ଷିଣ ଦିଲ୍ଲୀ ଆସନରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ମଧ୍ୟ ରମେଶ ବିଦୁରୀଙ୍କ ବିପକ୍ଷରେ ହାରିଥିଲେ। ଏହା ପରେ ଡିସେମ୍ବର ୨୦୨୩ରେ ସୋସିଆଲ ମିଡିଆରେ ‘ରାଜନୀତିକୁ ରାମ-ରାମ’ ଲେଖି ଅବସର ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଶାମିଙ୍କୁ ମିଳିଲାନି ଭାରତୀୟ ଦଳରେ ସ୍ଥାନ

ନୂଆଦିଲ୍ଲୀ,୨୬।୧୦: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ବର୍ଡର-ଗାଭାସ୍କର ଟ୍ରଫି ପାଇଁ ୧୮ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଅଷ୍ଟ୍ରେଲିଆ ଗସ୍ତରେ ଖେଳାଯାଇଥିବା ଏହି...

ସଙ୍କଟରେ ଟିମ୍‌ ଇଣ୍ଡିଆ: ସ୍ପିନ୍‌ ଖେଳିବାରେ ବିଫଳ

ପୁଣେ, ୨୬।୧୦:କ୍ୱାଲିଟି ସ୍ପିନ୍‌ ବୋଲିଂକୁ ମୁକାବିଲା କରିବାରେ ଭାରତୀୟ ବ୍ୟାଟରଙ୍କ ବିଫଳତା ପଦାରେ ପଡ଼ିଛି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ମାତ୍ର ୧୫୬...

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ, ୨୬।୧୦:ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଦିଲ୍ଲୀ ସ୍ପିଡ୍‌ଷ୍ଟର ହର୍ଷିତ ରାଣା ଓ ଆନ୍ଧ୍ର ସିମ୍‌...

ଖୋ ଖୋ ବିଶ୍ୱକପ୍‌ରେ ଭାଗ ନେବେ ୨୪ ଦେଶ

ନୂଆଦିଲ୍ଲୀ, ୨୬ା୧୦: ସ୍ଥାନୀୟ ଇନ୍ଦିରାଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଆସନ୍ତାବର୍ଷ ଜାନୁଆରୀ ୧୩ରୁ ୧୯ ତାରିଖ ପର୍ଯ୍ୟନ୍ତ ଖୋଖୋ ବିଶ୍ୱକପ୍‌ର ପ୍ରଥମ ସଂସ୍କରଣ ଅନୁଷ୍ଠିତ ହେବ। ଏଥିରେ...

ବିଶ୍ୱ ଚାମ୍ପିୟନଶିପ୍‌ରେ ଭାଗ ନେବ ଭାରତ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ଭାରତୀୟ କୁସ୍ତି ଦଳ ବିଶ୍ୱ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବ। ସରକାର ଶୁକ୍ରବାର ଏହା ସ୍ପଷ୍ଟ କରିଛନ୍ତି। ରେସ୍‌ଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ(ଡବ୍ଲ୍ୟୁଏଫ୍‌ଆଇ) ବୁଧବାର ଆଗାମୀ...

ସ୍ବାମୀଙ୍କୁ ଗଛରେ ବାନ୍ଧି ସ୍ତ୍ରୀଙ୍କୁ ଗଣବଳାତ୍କାର

ଭୋପାଳ,୨୬ା୧୦: ମଧ୍ୟପ୍ରଦେଶରେ ଦୁଇଟି ଜଘନ୍ୟ ବଳାତ୍କାର ସାମ୍ନାକୁ ଆସିଛି। ଗୋଟିଏ ଦେଶର ‘ସବୁଠୁ ସ୍ବଚ୍ଛ ସହର’ ଇନ୍ଦୋରରେ ଏବଂ ଅନ୍ୟଟି ରଓ୍ବୋରେ ଘଟିଛି। ରଓ୍ବୋ ମାମଲାରେ...

ଟେଷ୍ଟ ଖେଳିବାକୁ ଆଶା ରଖିଥିବା ଓ୍ବାର୍ନରଙ୍କୁ ନେଇ କ୍ରିକେଟ ଅଷ୍ଟ୍ରେଲିଆର ବଡ଼ ନିଷ୍ପତ୍ତି

ସିଡନୀ,୨୫।୧୦: କ୍ରିକେଟ ଅଷ୍ଟ୍ରେଲିଆ ଭେଟେରାନ ବ୍ୟାଟ୍ସମ୍ୟାନ୍‌ ଡେଭିଡ୍‌ ଓ୍ବାର୍ନରଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇ ଦେଇଛି। ଏଥିଲାଗି ଟେଷ୍ଟ କ୍ରିକେଟରୁ ଅବସର ନେଇଥିବା ଏହି...

ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ପ୍ରଥମ ଭାରତୀୟ ଭାବେ…

ପୁଣେ,୨୫।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଜୟସ୍ବାଲ ୨୦୨୪ରେ ଟେଷ୍ଟ କ୍ରିକେଟରେ ୧୦୦୦ ରନ୍‌ ପୂରଣ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ବାମହାତୀ ଏହି ବ୍ୟାଟ୍ସମ୍ୟାନ୍‌ ନ୍ୟୁଜିଲାଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri