ପ୍ରକାଶ ପାଇଲା ବିପିୟୁଟି ପରୀକ୍ଷାଫଳ: ପାସ୍‌ ହାର ୯୩%

ଭୁବନେଶ୍ୱର,୧୩।୮(ବ୍ୟୁରୋ): ପ୍ରକାଶ ପାଇଛି ବିପିୟୁଟିର ବିଟେକ୍‌ ଏବଂ ଏମ୍‌ଏସ୍‌ସି ପରୀକ୍ଷାଫଳ। ଫାଇନାଲ ସେମିଷ୍ଟାରରେ ୯୩% ଛାତ୍ରୀଛାତ୍ର ପାସ୍‌ ହୋଇଛନ୍ତି। ତେବେ ମୋଟ ୧୧ ହଜାର ୭ଶହ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୦ହଜାରରୁ ଅଧିକ ପିଲା ପାସ୍‌ କରିଥିବା ନେଇ ସୂଚନା ମିଳିଛି।

Share