ବିଶ୍ୱରେ ପ୍ରଥମ: ସୁଖୋଇ ୩୦ ଏମ୍‌କେରୁ ସଫଳ ବ୍ରାହ୍ମୋସ୍‌ ସୁପରସୋନିକ ମିଶାଇଲ ପରୀକ୍ଷା

ନୂଆଦିଲ୍ଲୀ,୮।୧୨: ଓଡ଼ିଶାର ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ ଘାଟିରୁ ବୁଧବାର ସଫଳତାର ସହ ବ୍ରାହ୍ମୋସ୍‌ ସୁପରସୋନିକ୍‌ କ୍ରୁଜ ମିଶାଇଲର ପରୀକ୍ଷା କରାଯାଇଛି। ଏହାକୁ ସୁପରସୋନିକ ଫାଇଟର ଜେଟ ସୁଖୋଇ ୩୦ ଏମ୍‌କେ-ଆଇ ଏୟାରକ୍ରାଫ୍ଟରୁ ପରୀକ୍ଷା କରାଯାଇଥିଲା। ବିଶ୍ୱରେ ପ୍ରଥମ ଥର ପାଇଁ ସୁପରସୋନିକ ଏୟାରକ୍ରାଫରୁ ବ୍ରାହ୍ମୋସ ଭଳି ଓଜନିଆ ମିଶାଇଲ ପରୀକ୍ଷା କରାଯାଇଛି।

ଚାନ୍ଦିପୁରର ଇଣ୍ଟେଗ୍ରେଟେଡ୍‌ ଟେଷ୍ଟ ରେଞ୍ଜରେ ସକାଳ ୧୦ଟା ୩୦ରେ ବ୍ରାହ୍ମୋସ କ୍ଷେପଣାସ୍ତ୍ରର ପରୀକ୍ଷା କରାଯାଇଥିଲା। ପରୀକ୍ଷା ବେଳେ କ୍ଷେପଣାସ୍ତ୍ରର ଷ୍ଟ୍ରକଚରାଲ ଇଣ୍ଟେଗ୍ରିଟି ଓ ପରଫରମାନ୍ସ ଯାଞ୍ଚ କରାଯାଇଥିଲା ବୋଲି ଅଧିକାରୀମାନେ କହିଛନ୍ତି।

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ବାୟୁ ସେନା ସହ ଏହି ସଫଳ ପରୀକ୍ଷା ସହ ଜଡ଼ିତ ଇଣ୍ଡଷ୍ଟ୍ରିର ପ୍ରଶଂସା କରିଛନ୍ତି। ବ୍ରାହ୍ମୋସ ମିଶାଇଲକୁ ଭାରତ (ଡିଆରଡିଓ) ଓ ରୁଷିଆ (ଏମ୍‌ପିଓଏମ୍‌)ର ମିଳିତ ଉଦ୍ୟମରେ ବିକଶିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନରେ ୧.୨୦ ଲକ୍ଷ ଅଲିଭରିଡ୍‌ଲେଙ୍କ ଗଣ ଅଣ୍ଡାଦାନ

ବ୍ରହ୍ମପୁର,୨୫ା୩(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲା ଋଷିକୁଲ୍ୟା ମୁହାଣ ସାମୁଦ୍ରିକ ବେଳାଭୂମିରେ ପୁଣି ଅଲିଭ ରିଡ୍‌ଲେ କଇଁଛଙ୍କ ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ ହୋଇଛି।...

୩୦ରେ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ୫୦ ହଜାର ଘର , ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦେଲେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ରବିନାରାୟଣ ଜେନା): ପ୍ରଧାନମନ୍ତ୍ରୀ ଆବାସ ସର୍ଭେରେ ଅଧିକାରୀଙ୍କୁ କଡ଼ା ଚେତାବନୀ ଦିଆଯାଇଛି। ଯଦି କୌଣସି କ୍ଷେତ୍ରରେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରା ନ ଯାଏ ତେବେ...

ବଳାତ୍କାରରୁ ବର୍ତ୍ତିବା ପାଇଁ ଟ୍ରେନ୍‌ରୁ ଡେଇଁଲେ

ହାଇଦ୍ରାବାଦ, ୨୫ା୩: ହାଇଦ୍ରାବାଦରେ ଜଣେ ଯୁବତୀ (୨୩) ବଳାତ୍କାରରୁ ବର୍ତ୍ତିବା ପାଇଁ ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଛନ୍ତି। ତାଙ୍କୁ ଆହତ ଅବସ୍ଥାରେ ହାଇଦ୍ରାବାଦର ରାହୋଗିରୋସ୍ଥିତ ଏକ...

ବର୍ଷା ପାଇଁ ୧୩ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୩(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ବର୍ଷା ହେଉଛି। ସୋମବାର ଗୋପାଳପୁରରେ ସର୍ବାଧିକ ୩୦.୮ ମି.ମି. ବର୍ଷା ହୋଇଥିବାବେଳେ କୋରାପୁଟରେ ୨୯,...

୨୦କେଜି ସୁନା, ବିପୁଳ ୫୦୦ ଟଙ୍କିଆ ଜବତ, ମହିଳା ଗିରଫ

ପୁରୀ,୨୫ା୩(ଅଜିତ୍‌ କୁମାର ମହାନ୍ତି): ଋଣ ବା ଲୋନ ଦେବାକୁ କହି ଲୋକମାନଙ୍କୁ ପ୍ରାୟ ୨କୋଟି ଟଙ୍କା ଠକିବା ଅଭିଯୋଗରେ ଚନ୍ଦନପୁର ପୋଲିସ ସୋମବାର ଜଣେ ମହିଳାଙ୍କୁ...

ଶିନ୍ଦେଙ୍କ ପ୍ରତି କୁନାଲ କମ୍ରାଙ୍କ ବିବାଦୀୟ ମନ୍ତବ୍ୟ: ଦି ହାବିଟାଟ୍‌ ଷ୍ଟୁଡିଓ ଭାଙ୍ଗିଲା ବିଏମ୍‌ସି

ମୁମ୍ବାଇ,୨୪ା୩:ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ଶିବସେନା ନେତା ଏକନାଥ ଶିନ୍ଦେଙ୍କ ପ୍ରତି ଷ୍ଟାଣ୍ଡଅପ୍‌ କମେଡିଆନ୍‌ କୁନାଲ କମ୍ରାଙ୍କ ଅପମାନଜନକ ପରିହାସକୁ ନେଇ ବିବାଦ ଜୋର୍‌ ଧରିଛି। ଏହି...

ଆର୍‌ଏସ୍‌ଏସ୍‌ ଶିକ୍ଷାକୁ ନିୟନ୍ତ୍ରଣ କଲେ ଦେଶ ଧ୍ୱଂସ ହୋଇଯିବ: ରାହୁଲ

ନୂଆଦିଲ୍ଲୀ,୨୪ା୩:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ଯଦି ଶିକ୍ଷା ବ୍ୟବସ୍ଥାକୁ ପୂର୍ଣ୍ଣ ନିୟନ୍ତ୍ରଣକୁ ନିଏ ତେବେ ଦେଶ ଧ୍ୱଂସ ହୋଇଯିବ ବୋଲି ଲୋକ ସଭାର ବିରୋଧୀ ଦଳ...

8th Pay Commission: ଅଷ୍ଟମ ବେତନ କମିଶନରୁ ବାଦ୍‌ ପଡ଼ିବେ ଏହିସବୁ କର୍ମଚାରୀ, ଦେଖନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୨୪।୩: କେନ୍ଦ୍ର ସରକାରଙ୍କ ଦ୍ୱାରା ଅଷ୍ଟମ ବେତନ କମିଶନ ଗଠନକୁ ଅନୁମୋଦନ ମିଳିବା ପରଠାରୁ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଲକ୍ଷ ଲକ୍ଷ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image