ବ୍ରଜରାଜନଗର ଉପନିର୍ବାଚନ: ୩ଟା ସୁଦ୍ଧା ୫୭ % ମତଦାନ

ଝାରସୁଗୁଡ଼ା ଅଫିସ, ୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ମତଦାନ ଚାଲିଛି । ଦିନ ୩ଟା ସୁଦ୍ଧା ୫୭ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି । ସେହିପରି ୯ଟା ସୁଦ୍ଧା ୧୧ ପ୍ରତିଶତ,୧୧ଟା ସୁଦ୍ଧା ୨୩ ପ୍ରତିଶତ ଏବଂ ୧ଟା ସୁଦ୍ଧା ୪୮ ମତଦାନ ହୋଇଥିଲା । ସକାଳ ୭ଟାରୁ ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ଭୋଟ ଗ୍ରହଣ ଚାଲିବ । ୧୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଭୋଟ ଗ୍ରହଣ ପାଇଁ ୨୭୯ ବୁଥ୍‌ ହୋଇଛି। ଏଥର ୬୦ଟି ବୁଥ୍‌ ସମ୍ବେଦନଶୀଳ ବୁଥ୍‌ ଭାବେ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ନାହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଅନୁଗତ ନିରୁଭାଇ: ଶେଷ ଦର୍ଶନ କରିବାକୁ ଯିବେ ମୋହନ

କେନ୍ଦୁଝର,୨୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତୀୟ ଜନତା ପାର୍ଟି ନଗର ମଣ୍ଡଳର ବରିଷ୍ଠ କାର୍ଯ୍ୟକର୍ତ୍ତା ନିରଞ୍ଜନ ଶତପଥୀ (ନିରୁଭାଇ)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଛି। ରବିବାର ଛାତିରେ ଯନ୍ତ୍ରଣା...

ସକାଳୁ ସକାଳୁ ଯାଜପୁର ଟାଉନ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍: ଚାଲିଛି ତନାଘନା

ଭୁବନେଶ୍ୱର,୨୫ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଅଆଯାଇଛି । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତେବେ ସୋମବାର ସକାଳୁ...

ଆଜି ଅବପାତରେ ପରିଣତ ହେବ ଲଘୁଚାପ, ୨୭ରୁ ବର୍ଷିବ

ଭୁବନେଶ୍ୱର,୨୫ା୧୧: ସୋମବାର ଅବପାତରେ ପରିଣତ ହେବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।...

ଜିନତ୍‌ ଗଲା ଘଞ୍ଚ ଜଙ୍ଗଲ

ମୟୂରଭଞ୍ଜ,୨୫।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଏନ୍‌କ୍ଲୋଜରୁ ବାହାରିଛି ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’। ‘ଜିନତ୍‌’କୁ ଘଞ୍ଚ ଜଙ୍ଗଲରେ ଛଡ଼ାଯାଇଥିବା ଶିମିଳିପାଳ ଆରସିସିଏଫ୍‌...

ଅନ୍ଧାରରେ ବୁଲୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୨୫ା୧୧ (ଅରୁଣ ସାହୁ): ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ବେଶ୍‌ ପରିଚିତ। ଏଠାରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଭାବେ ମିଡ଼ିୟୁବାନ୍ଦା ଜଳପ୍ରପାତ...

ନିର୍ଯାତନାର କାହାଣୀ ବଖାଣିଲେ ବାଂଲାଦେଶୀ ଦେହଜୀବୀ

ଭୁବନେଶ୍ୱର,୨୫ା୧୧(ସତ୍ୟଜିତ୍‌ ରାଉତ): କଟକରେ ବାଂଲାଦେଶର ଜଣେ ନାବାଳିକା ଉଦ୍ଧାର ପରେ ଏହାକୁ ନେଇ କମିଶନରେଟ୍‌ ପୋଲିସ ଅଧିକ ତନାଘନା ଚଳାଇଛି। ତେବେ କଟକ ସହ ଭୁବନେଶ୍ୱରରେ...

ଧାରଣାରେ ମହିଳା କଣ୍ଡକ୍ଟର, ମୁଖ୍ୟମନ୍ତ୍ରୀ ବସ୍‌ସେବା ଠପ୍‌

ପାଟଣା,୨୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ବସ୍‌ସେବା ସୋମବାର ସକାଳୁ ଠପ୍‌ ହୋଇଛି। ୩ ଦଫା ଦାବି ନେଇ ପାଟଣା ବ୍ଲକ...

ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୨୫ା୧୧(ଅନିଲ ଦାସ): ଆସନ୍ତା ୨୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ବାଚସ୍ପତିଙ୍କ ଚାମ୍ବରରେ ସର୍ବଦଳୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri