ଝରକା ଭାଙ୍ଗି ସୁନା, ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜୁନାଗଡ଼,୧୪ା୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ମଥୁରା ଗ୍ରାମର ଫକୀର ମୋହନ ପଣ୍ଡାଙ୍କ ଘରୁ ଦୁର୍ବୃତ୍ତମାନେ ଝରକା ଗ୍ରୀଲ୍‌ ଭାଙ୍ଗି ସୁନା,ଟଙ୍କା,ମୋବାଇଲ ଚୋରି କରିନେଇଛନ୍ତି। ଏ ନେଇ ଫକୀର ଜୁନାଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଘରେ କେହି ନ ଥିବା ସମୟରେ ଚୋରମାନେ ଝରକା ଗ୍ରୀଲ୍‌ ଭାଙ୍ଗି ଘରେ ପଶି ସୁନା ୪ ଭରି, ୨ ଲକ୍ଷ ଟଙ୍କା ଓ ଗୋଟିଏ ମୋବାଇଲ ଚୋରି କରିନେଇଥିବା ଅଭିଯୋଗରେ ଦର୍ଶାଯାଇଛି। ଏପଟେ ପୋଲିସ ଘଟଣାସ୍ଥଳକୁ ସାଇଣ୍ଟିଫିକ୍‌ ଟିମ୍‌ ସହ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏ ନେଇ ଜୁନାଗଡ଼ ଥାନାରେ କେସ୍‌ ନଂ ୩୦୩/୨୨ ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଂହନାଥ ପୀଠରେ ମକର ମେଳା ସମୟରେ ସେତୁ ଉପରେ ଯାନବାହାନ ଚଳାଚଳ ବନ୍ଦ

କଟକ,୧୦।୧: ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଆସନ୍ତା ମକର ସଂକ୍ରାନ୍ତି ଅବସରରେ ଜାନୁଆରୀ ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଆଠଗଡସ୍ଥିତ ପ୍ରଭୁ ସିଂହନାଥ...

ଆରଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ ଟିମ୍‌

ନିରାକାରପୁର,୧।୧୦(ମାନସ ଚସ ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଚିଲିକା ତହସିଲ ସୋରଣ ରାଜସ୍ବ ସର୍କଲ ଆରଆଇ କୈଳାସ ବେହେରା ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୨୦ ହଜାର ଟଙ୍କା...

ଚାଷୀଙ୍କୁ କ୍ଷତିପୂରଣ ପାଇଁ ରାଜରାସ୍ତାକୁ ଓହ୍ଲାଇଲା ଚାଷୀ ସଙ୍ଗଠନ

ଛତ୍ରପୁର,୧୦ା୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଅଦିନିଆ ବର୍ଷାରେ ଗଞ୍ଜାମ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏନେଇ ଚାଷୀଙ୍କୁ କ୍ଷତିପୂରଣ ସହ ବିଭିନ୍ନ ସମସ୍ୟାର ସମାଧାନ ନେଇ ଅଖିଳ...

କାଲେମା ଗାଁରେ ମହିଳାଙ୍କୁ ହତ୍ୟା ଘଟଣା: ସ୍ବାମୀ ସହ ସଉତୁଣୀ-ପୁତୁରା ଗିରଫ

ମୋହନା,୧୦ା୧(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା କଲେମା ଗାଁରେ ଲାଲି ଓରଫ ଲକ୍ଷହିରା ନାୟକ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ହତ୍ୟା...

ଘୁମୁରା ଉତ୍ସବ ଉଦ୍‌ଘାଟିତ: ନୃତ୍ୟ, ବାଦ୍ୟରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା,୧୦ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ସହରସ୍ଥିତ ବୁଢାଡ଼ଙ୍ଗର ମନ୍ଦିରରେ...

ଉଦ୍‌ଯାପନୀ ସମାରୋହରେ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧: ତିନି ଦିନ ଧରି ଚାଳିଥିବା ପ୍ରବାସୀ ଭାରତୀୟ ଦିବସର ଶୁକ୍ରବାର ଉଦ୍‌ଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିଛନ୍ତି।...

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ

ରାଇକିଆ,୧୦ା୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ସଭାଗୃହଠାରେ ଶୁକ୍ରବାର ଆସନ୍ତା ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଇକିଆ ବ୍ଲକ ଅଧ୍ୟକ୍ଷ...

ବସ୍‌ରେ ଚିକିତ୍ସା ପାଇଁ ଯାଉଥିଲେ: ସିଟ୍‌ରେ ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୁରୁଣା ବସ୍‌ଷ୍ଟାଣ୍ଡରୁ ବ୍ରହ୍ମପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri