ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବାକୁ ଅନୁରୋଧ କରିଥିଲେ ଜିନପିଙ୍ଗ୍‌

ବେଜିଂ,୨୫।୮: ଦକ୍ଷିଣ ଆଫ୍ରିକାରେ ବ୍ରିକ୍ସ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସି ଜିନପିଙ୍ଗ୍‌ଙ୍କ ମଧ୍ୟରେ ହୋଇଥିବା ସାକ୍ଷାତକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ସୂତ୍ରରୁ ପ୍ରକାଶ ଯେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଆଲୋଚନା କରିବାକୁ ଚାଇନା ରାଷ୍ଟ୍ରପତି ଅନୁରୋଧ କରିଥିଲେ।

Share