ବିଏସ୍‌ଏଫ୍‌ ଯବାନଙ୍କ ଆତ୍ମହତ୍ୟା

ଚିତ୍ରକୋଣ୍ଡା, ୫।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ନିକଟ ବିଏସ୍‌ଏଫ କ୍ୟାମ୍ପରେ ଜଣେ ଯବାନ ନିଜ ସର୍ଭିସ ରିଭଲବଭରରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି। ଏହି ଅଘଟଣ ଘଟିଛି ମଙ୍ଗଳବାର ବିଳମ୍ବିତ ରାତିରେ। ଯବାନଜଣଙ୍କ ରାଜସ୍ଥାନର ଶେଷ କର୍ଣ୍ଣ ବୋଲି ଜଣାପଡିଛି। ତେବେ ତାଙ୍କ ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇନାହିଁ। ଅନ୍ୟ ବିଏସ୍‌ଏଫଠାରୁ କୌଣସି ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌କାଉଣ୍ଟରରେ ଟଳିପଡ଼ିଲେ ୩ ମାଓବାଦୀ

ଭୁବନେଶ୍ୱର,୩।୧: ଛତିଶଗଡ଼ ଗରିଆବନ୍ଧ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ଘଟିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଗରିଆବନ୍ଧ ଅଞ୍ଚଳରେ...

ହତ୍ୟାକାରୀ ଭାଇଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର , ୩।୧(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୩ରେ ଘଟିଥିବା ଏକ ଜଘନ୍ୟ ହତ୍ୟାକାଣ୍ଡ ମାମଲାରେ ଗଞ୍ଜାମ ଜିଲା ଦୌରା ଜଜ୍‌ ରୂପଶ୍ରୀ ଚୌଧୁରୀ ରାୟ ଦେଇଛନ୍ତି।...

ଧନୁଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର,୩ା୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ବରଗଡ଼ ଲୋକ ସଭା...

କେମିତି ମଣ୍ଡିରେ ଦେବେ ଧାନ, ସୂଚନା ଦେଲେ ମନ୍ତ୍ରୀ

ଗୋପାଳପୁର,୩।୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଈଲୁଣ୍ଡା ବ୍ଲକ ଅନ୍ତର୍ଗତ ଦାସପୁର ସେବା ସମବାୟ ସମିତିର କୋଳଥି ଗାଁରେ ଶୁକ୍ରବାର ଜିଲାସ୍ତରୀୟ ଧାନମଣ୍ଡି ଶୁଭ ଆରମ୍ଭ...

ପାଣିପାଗରେ ହେବ ବଡ଼ ପରିବର୍ତ୍ତନ: ୫ ଦିନ ପରେ…

ଭୁବନେଶ୍ୱର,୩ା୧: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଏପରିକି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ କିମ୍ବା ଏହାଠାରୁ କମ୍‌ ରହୁଥିବା ରେକର୍ଡ...

ହାଇୱା-ବାଇକ ମୁହାଁମୁହିଁ ଧକ୍କା: ୨ ଗୁରୁତର

ଲୋଇସିଂହା,୩।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ପଦ୍ମପୁର ରାସ୍ତା ପତ୍ରାପାଳି ରାଇସ ମିଲ ନିକଟରେ ଏକ ହାଇୱା ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ଉଠାଦୋକାନୀଙ୍କ ସମସ୍ୟା ସମାଧାନ ଲାଗି ଜିଲାପାଳଙ୍କୁ ନିବେଦନ

ଛତ୍ରପୁର,୩ା୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରାଇପୁର ଓ ଗୋବିନ୍ଦପୁର ଗ୍ରାମର ପ୍ରାୟ ୯୫ ପ୍ରତିଶତ ଲୋକ ଗରିବ ତଥା ଦିନ ମଜୁରିଆ ଭାବେ...

ଚାଷୀଙ୍କୁ ଅଣଦେଖା ନେଇ ଅସନ୍ତୋଷ ପ୍ରକାଶ କଲେ ୩ ବିଧାୟକ

କୋରାପୁଟ,୩ା୧(ଅମିତାଭ ବେହେରା): କୋରାପୁଟସ୍ଥିତ ସ୍ଥାନୀୟ ଦକ୍ଷତା ବିକାଶ ତାଲିମ କେନ୍ଦ୍ରଠାରେ ଜଳ ସମ୍ପଦ ବିଭାଗ ଓଡ଼ିଶା ତରଫରୁ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ କରାଯାଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri