Budget 2025: ସମସ୍ତଙ୍କୁ ଆବାସ ଯୋଜନାରେ ମିଳିବ ଘର

ନୂଆଦିଲ୍ଲୀ,୩୧ା୧: ଶୁକ୍ରବାର ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକ ସଭା ଏବଂ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ରାଷ୍ଟ୍ରପତି ପ୍ରଥମେ ସମ୍ବିଧାନ ନିର୍ମାତାଙ୍କୁ ପ୍ରଣାମ ଜଣାଇ ତାଙ୍କର ଅଭିଭାଷଣ ରଖିଛନ୍ତି। ରାଷ୍ଟ୍ରପତି ମହାକୁମ୍ଭ ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ରାଷ୍ଟ୍ରପତି କହିଛନ୍ତି, ବିକଶିତ ଦେଶ ହେବାକୁ ନିଷ୍ପତ୍ତି ନେଇଛି। ୨ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ସ୍ବାମୀତ୍ୱ କାର୍ଡରେ ସାମିଲ କରାଯାଇଛି। ସମସ୍ତଙ୍କୁ ଆବାସ ପାଇଁ ପଦକ୍ଷେପ ନିଆଯାଇଛି। ୧୦ ବର୍ଷର କାର୍ଯ୍ୟକାଳରେ ବିକଶିତ ଭାରତକୁ ଗତି ଦେଇଛି। ଗରିବଙ୍କ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ରାଷ୍ଟ୍ରପତି କହିଛନ୍ତି। ଶିକ୍ଷା ଓ ରୋଜଗାର ଉପରେ ଗୁରୁତ୍ୱ ଦିଆଯାଉଛି। ଆୟୁଷ୍ମାନ ଯୋଜନାରେ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦିଆଯାଉଛି। କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ଋଣ ସୀମା ବୃଦ୍ଧି କରାଯାଇଛି। ଶିକ୍ଷା ଓ ରୋଜଗାର ଉପରେ ଗୁରୁତ୍ବ ଦିଆଯାଉଛି। ୨୫ କୋଟି ଲୋକଙ୍କୁ ଗରିବୀ ସୀମାରୁ ଉପରକୁ ଉଠାଯାଇଛି। ଭାରତ ବିଶ୍ବର ୩ୟ ବଡ଼ ଅର୍ଥ ବ୍ୟବସ୍ଥା ହେବାକୁ ଯାଉଛି। ସରକାରୀ କର୍ମଚାରୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ଗଠନ ହୋଇଛି। ମଧ୍ୟବିତ୍ତ ଯେତେ ବଡ଼ ସ୍ବପ୍ନ ଦେଖିବ, ଦେଶ ସେତେ ଆଗେଇବ।

ଆୟକର ଦାତାଙ୍କ ପାଇଁ ଟିକସ ବ୍ୟବସ୍ଥା ସରଳ କରାଯାଇଛି। ଦଣ୍ଡ ନୁହେଁ, ନ୍ୟାୟ ସଂହିତା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନର୍ଭରଶୀଳ ପଦକ୍ଷେପ ଉତ୍ସାହଜନକ। ନକ୍ସଲଙ୍କ ବିରୋଧରେ ଲଢ଼େଇ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ନକ୍ସଲ ପ୍ରଭାବିତ ଅଞ୍ଚଳ ୧୨୬ରୁ ହ୍ରାସ ହୋଇ ୩୮ରେ ପହଞ୍ଚିଛି। ବିଶ୍ବବନ୍ଧୁର ଛବି ମଜଭୁତ ହୋଇଛି। ବିପଦ ଓ ପ୍ରାକୃତିକ ବିପର୍ଯ୍ୟୟରେ ଭାରତ। ନର୍ଥଇଷ୍ଟର ବିକାଶକୁ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ୩୭୦ ଉଚ୍ଛେଦ ପରେ କଶ୍ମୀରରେ ବିକାଶର ବାତାବରଣ ସୃଷ୍ଟି ହୋଇଛି। ଲୋକ ସଭା ଓ ବିଧାନସଭା ନିର୍ବାଚନ ସେଠାରେ ଶାନ୍ତିରେ ସରିଛି। ଆଜି ବିଶ୍ବ ଭାରତର ଯୋଗ ପରମ୍ପରାକୁ ମାନିଛି। ୧୫୦୦ରୁ ଅଧିକ ଆଇନ ଉଚ୍ଛେଦ କରାଯାଇଛି ବୋଲି ରାଷ୍ଟ୍ରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ-ଜେଲେନସ୍କି ବିତର୍କ ଉପରେ ଜୟଶଙ୍କରଙ୍କ ବୟାନ-‘ବର୍ତ୍ତମାନ ବିଶ୍ୱ ସାଧାରଣ ଅପେକ୍ଷା ଅଧିକ ଆକର୍ଷଣୀୟ ଲାଗୁଛି’

ନୂଆଦିଲ୍ଲୀ,୩ା୩: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ବେଲଜିୟମ ରାଜକୁମାରୀ ଆଷ୍ଟ୍ରିଡଙ୍କୁ ଭେଟିଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ସେ ଏହି ବୈଠକକୁ ଉତ୍କୃଷ୍ଟ ବୋଲି ବର୍ଣ୍ଣନା...

ନ୍ୟାୟିକ ସେବାରେ ନିଯୁକ୍ତି, ଦୃଷ୍ଟିବାଧିତ ଅଯୋଗ୍ୟ ନୁହନ୍ତି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୩: ଦୃଷ୍ଟିବାଧିତ ବ୍ୟକ୍ତିମାନଙ୍କୁ ନ୍ୟାୟିକ ସେବାରେ ନିଯୁକ୍ତି ପ୍ରଦାନକୁ ମନା କରାଯାଇପାରିବ ନାହିଁ। କେବଳ ଦୃଷ୍ଟିବାଧିତ ନୁହନ୍ତି, ଯେକୌଣସି ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ତାଙ୍କ ଶାରୀରିକ ଭିନ୍ନକ୍ଷମତାକୁ...

ରୋହିତ ଶର୍ମାଙ୍କୁ ‘ମୋଟା’ କହିବା ଉପରେ ପ୍ରବଳ ହଙ୍ଗାମା: ଭାଜପା କହିଲା ରାହୁଲ ଗାନ୍ଧୀ ଅନ୍‌ଫିଟ୍‌

ନୂଆଦିଲ୍ଲୀ,୩।୩: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଆଜି ସକାଳ ଠାରୁ ଖବରର ଶିରୋନାମାରେ ଅଛନ୍ତି। ରବିବାର ଟିମ ଇଣ୍ଡିଆ ଚାମ୍ପିଅନ୍ସ ଟ୍ରଫିର ଶେଷ...

ମାତୃଭାଷାକୁ ଅନାଦର କରୁଛନ୍ତି ରଶ୍ମିକା, ପାନେ ଦେବାକୁ କହିଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ, ୩।୩: କେନ୍ଦ୍ରମନ୍ତ୍ରୀ ରବି ଗାନିଗା ବେଙ୍ଗାଲୁରୁ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ଯୋଗଦେବାକୁ ମନା କରିବା ଅଭିଯୋଗରେ ଅଭିନେତା ରଶ୍ମିକା ମନ୍ଧାନାଙ୍କୁ ସମାଲୋଚନା କରିଛନ୍ତି। କର୍ଣ୍ଣାଟକର...

ଭଣଜାଙ୍କୁ ଦଳରୁ ତଡିଦେଲେ ମାୟାବତୀ

ଲକ୍ଷ୍ନୌ,୩।୩: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ବହୁଜନ ସମାଜ ପାର୍ଟି (BSP) ମୁଖ୍ୟ ମାୟାବତୀ ଭଣଜା ଆକାଶ ଆନନ୍ଦଙ୍କୁ ଦଳର ସମସ୍ତ ଗୁରୁତ୍ୱପୂର୍ଣ୍ଣ ପଦବୀରୁ...

ଗ୍ରେନେଡ୍ ସହିତ ଗିରଫ ହେଲା ସନ୍ଦିଗ୍ଧ ଆତଙ୍କବାଦୀ, ଟାର୍ଗେଟରେ ଥିଲା ରାମ ମନ୍ଦିର

ନୂଆଦିଲ୍ଲୀ,୩।୩: ଗୁଜୁରାଟ ଏଟିଏସ, କେନ୍ଦ୍ରୀୟ ଏଜେନ୍ସି ଏବଂ ଫରିଦାବାଦ ଏସଟିଏଫ ସହଯୋଗରେ, ହରିୟାଣାର ଫରିଦାବାଦରୁ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଆତଙ୍କୀ ନିକଟରୁ ଦୁଇଟି...

Watch: ପୋଲିସ ଆଗରେ ଲାଇଭ୍‌ କଲେ ଆଇଆଇଟି ବାବା, ଭିଡ଼ିଓ କରି ମାଗିଲେ ସାହାଯ୍ୟ, କହିଲେ ମୋ ହୋଟେଲରେ…

ନୂଆଦିଲ୍ଲୀ,୩।୩: ମହାକୁମ୍ଭରୁ ଭାଇରାଲ ହୋଇଥିବା ଅଭୟ ସିଂହ ଓରଫ ଆଇଆଇଟି ବାବା ଜୟପୁରରେ ଥିଲା ବେଳେ ପୋଲିସ ତାଙ୍କ ରୁମ୍‌ରେ ପହଞ୍ଚି ତାଙ୍କୁ ହେପାଜତକୁ ନେଇଛି।...

ସୀମା ନିର୍ଦ୍ଧାରଣ ବିବାଦ ମଧ୍ୟରେ ତାମିଲ ଲୋକଙ୍କୁ ଏମିତି ପରାମର୍ଶ ଦେଲେ ଏମକେ ଷ୍ଟାଲିନ

ନୂଆଦିଲ୍ଲୀ,୩।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଲୋକମାନଙ୍କୁ ତୁରନ୍ତ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରିଛନ୍ତି। ରାଜ୍ୟର ସଫଳ ପରିବାର ନିୟୋଜନ ପଦକ୍ଷେପ ଏବେ ସେମାନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image