Posted inଜାତୀୟ

ଲଣ୍ଡନରେ ରାହୁଲଙ୍କ ବୟାନକୁ ନେଇ ଗୃହରେ ହଟ୍ଟଗୋଳ, ଲୋକ ସଭା-ରାଜ୍ୟ ସଭା ମଙ୍ଗଳବାର ପର୍ଯ୍ୟନ୍ତ ମୁଲତବି

ନୂଆଦିଲ୍ଲୀ,୧୩ ।୩: ପାର୍ଲାମେଣ୍ଟର ବଜେଟ ଅଧିବେଶନର ଦ୍ୱିତୀୟ ଚରଣ ସୋମବାରଠାରୁ ଆରମ୍ଭ ହୋଇଛି । ପ୍ରଥମ ଦିନରେ ଯେତେବେଳେ ଭାଜପା ରାହୁଲ ଗାନ୍ଧୀ ଲଣ୍ଡନରେ ଦେଇଥିବା ବୟାନକୁ ନେଇ କଥା ଉଠାଇ କଂଗ୍ରେସକୁ ଘେରିଲା, ଏପଟେ ବିରୋଧୀ ଅଦାନୀଙ୍କ ଉପରେ ହିଣ୍ଡନବର୍ଗ ରିପୋର୍ଟର ମାମଲା ଉଠାଇଲା । ଏହାରି ଭିତରେ ପାର୍ଲାମେଣ୍ଟର ଦୁଇଟି ଯାକ ସଦନ ଲୋକ ସଭା ଓ ରାଜ୍ୟ ସଭାରେ ହଟ୍ଟଗୋଳ ଲାଗି ରହିଥିଲା । ପ୍ରଥମେ ଗୃହକୁ ଦିନ ୨ଟା ପର୍ଯ୍ୟନ୍ତ ସ୍ଥଗିତ କରାଯାଇଥିବା ବେଳେ ହଟ୍ଟଗୋଳ ନ କମିବାରୁ ଉଭୟ ଗୃହକୁ ମଙ୍ଗଳବାର ପର୍ଯ୍ୟନ୍ତ ମୁଲତବି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋଇଲା ଖଣିରେ ବନ୍ୟାପାଣି: ୩ ମୃତ

ଗୁଆହାଟୀ,୮।୧: ଆସାମର ଦିମା ହସାଓ ଜିଲା ଉମ୍ରାଙ୍ଗସା ଅଞ୍ଚଳରେ ଥିବା କୋଇଲା ଖଣିରେ ସୋମବାର ଅଚାନକ ବନ୍ୟାପାଣି ପଶିଯିବାରୁ ଏହା ଭିତରେ ଥିତ୍ବା ଶ୍ରମିକମାନେ ବାହାରି...

ଆଶାରାମଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ, ୮।୧: ବିବାଦୀୟ ଆଧ୍ୟାତ୍ମିକ ଗୁରୁ ଆଶାରାମ ବାପୁ(୮୬)ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଆଶାରାମଙ୍କ ବୟସ ଓ ତାଙ୍କ ସ୍ବାସ୍ଥ୍ୟଜନିତ ସମସ୍ୟାକୁ...

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ମାରକୀ ନିର୍ମାଣ କରିବେ କେନ୍ଦ୍ର ସରକାର; ଝିଅ PM ମୋଦିଙ୍କୁ କହିଲେ ଥ୍ୟାଙ୍କ ୟୁ…

ନୂଆଦିଲ୍ଲୀ,୭।୧: ନିକଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ପରଲୋକ ପରେ ତାଙ୍କ ସ୍ମୃତିରେ ସ୍ମାରକୀ ନିର୍ମାଣ କରିବା ଲାଗି କଂଗ୍ରେସ ଦାବି କରିଆସୁଛି। ଏହାକୁ...

ପୁଣି ଆରଜି କର ମେଡିକାଲ ଭଳି ଘଟଣା! ଜୁନିୟର ଡାକ୍ତରଙ୍କୁ ହସ୍ପିଟାଲରେ ବଳାତ୍କାର

ଗଓ୍ବାଲିଅର,୭।୧: ମଧ୍ୟପ୍ରଦେଶ ଗୱାଲିଅରରେ ଏକ ଲୋମଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। କୋଲକାତା ଆରଜି ମେଡିକାଲ ଘଟଣା ପରେ ଗଓ୍ବାଲିଅରର ଏହି ଘଟଣା ସମସ୍ତଙ୍କର ଛାତି ଥରେଇ...

ମାଗଣା ଯୋଜନା ପାଇଁ ଟଙ୍କା ଅଛି ହେଲେ ବିଚାରପତିଙ୍କ ଦରମା ପାଇଁ… ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଛାଟ

ନୂଆଦିଲ୍ଲୀ,୭।୧: କେନ୍ଦ୍ର ସରକାରଙ୍କୁ କଡା ଛାଟ ଦେଇଛନ୍ତି ସୁପ୍ରିମକୋର୍ଟ। ଜିଲା କୋର୍ଟ ବିଚାରପତିଙ୍କ ଦରମା ଏବଂ ପେନଶନକୁ ନେଇ ସରକାରଙ୍କ ମନୋଭାବ ସୁପ୍ରିମକୋର୍ଟଙ୍କୁ ନିରାଶ କରଛି।...

‘ଦିଲ୍ଲୀରେ ମୋଦିଙ୍କର ୨୭୦୦ କୋଟିର ରାଜମହଲ; ଦିନରେ ୩ ଥର ପୋଷାକ ବଦଳାଉଛନ୍ତି, ୧୦ ଲକ୍ଷ ଟଙ୍କିଆ କଲମରେ ଲେଖୁଛନ୍ତି’

ନୂଆଦିଲ୍ଲୀ,୭।୧: ଦିଲ୍ଲୀରେ ନିର୍ବାଚନ ତାରିଖ ଘୋଷଣା ହେବାର ପରେ ପରେ ଆମ୍‌ ଆଦ୍‌ମୀ ପାର୍ଟୀର ବଡ଼ ନେତାମାନେ ଖବରଦାତା ସମ୍ମିଳନୀ କରି କେନ୍ଦ୍ର ସରକାର ଏବଂ...

୧୮୦ ସ୍ପିଡ୍‌ରେ ପିଟିହେଲା ଅଭିନେତା ଅଜିତଙ୍କ କାର୍, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୭।୧: ଦୁର୍ଘଟଣାର ଶିକାର ହୋଇଛନ୍ତି ତାମିଲ ଅଭିନେତା ଅଜିତ କୁମାର। ଦୁବାଇର ୨୪ ହାୱାର ରେସ୍ ୨୦୨୫ ପାଇଁ ପ୍ରସ୍ତୁତି କରୁଥିବା ସମୟରେ ଏହି ଦୁର୍ଘଟଣା...

ଦେଶରେ HMPV ଦେଖାଇଲା ଭୟଙ୍କର ରୂପ, ସ୍କୁଲ ଛୁଟି ଘୋଷଣା

ନୂଆଦିଲ୍ଲୀ,୭।୧: କରୋନା ପରେ ପୁଣି ଥରେ ଚାଇନାର ନୂଆ ଭାଇରସ ‘ହ୍ୟୁମାନ ମେଟାପ୍ନୁମୋ’ ବିଶ୍ୱକୁ ଭୟଭୀତ କରିବା ଆରମ୍ଭ କରିଛି। କୋଭିଡ ମହାମାରୀର ପ୍ରାୟ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri