ଯୁବତୀଙ୍କୁ ନ୍ୟୁଡ୍‌ କଲ୍‌ରେ ସାମିଲ୍‌ କରୁଥିଲେ ବୁଖାରୀ

ଭୁବନେଶ୍ୱର,୨୦।୧୨: କଶ୍ମୀର ଆତଙ୍କବାଦୀ ସୟଦ ଇଶାନ ବୁଖାରୀଙ୍କ ପୁଣି ଏକ ନୂଆ ସଡ଼ଯନ୍ତ୍ର ସାମ୍ନାକୁ ଆସିଛି। ଯୁବତୀଙ୍କୁ ହନିଟ୍ରାପ୍‌ରେ ବ୍ୟବହାର କରୁଥିବା ସନ୍ଦେହ କରାଯାଉଛି। ଏ ନେଇ ସେ ନିଜେ ଆପ୍‌ ତିଆରି କରିଥିଲେ। ଏହି ଆପ୍‌ ଜରିଆରେ ସେ ଯୁବତୀଙ୍କ ସହ ଆଲୋଚନା କରୁଥିଲେ। ପରେ ନ୍ୟୁଡ୍‌ କଲ୍‌ରେ ସାମିଲ ହେଉଥିବା ଯୁବତୀଙ୍କଠାରୁ ମୋଟା ଅଙ୍କର କମିସନ ନେଉଥିଲେ। ଏହା ସହ ଓଡ଼ିଶାର ୨ ଯୁବତୀଙ୍କ ସହ ବୁଖାରୀ ସମ୍ପର୍କରେ ଥିଲେ। ତାଙ୍କର ୯ଟି ବ୍ୟାଙ୍କ ଆକାଉଣ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା

କଟକ,୨୧।୩: ଝାରସୁଗୁଡ଼ା ବିଧାନସଭା ନିର୍ବାଚନୀ ମାମଲାରେ ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା ଲାଗିଛି। ବିଧାୟକଙ୍କ ବିରୋଧରେ ମାମଲା ଚାଲିବ ବୋଲି ହାଇକୋର୍ଟ ଶୁକ୍ରବାର ସ୍ପଷ୍ଟ କରିଛନ୍ତି।...

କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ବାଜିଲା ମୋହର: ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

ଭୁବନେଶ୍ୱର,୨୧।୩: ରାଜ୍ୟ କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ମୋହା ବାଜିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହରେ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ...

ଗଞ୍ଜେଇ ଜବତକରି ଫେରୁଥିଲେ, ପଛପଟୁ ମାଡ଼ିଆସି ଗ୍ରାମବାସୀ:  ଢେଲା ପଥର ମାଡ଼ରେ ୨୬ ପୋଲିସ କର୍ମଚାରୀ ଆହତ 

ମୋହନା,୨୧।୩:(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଯୁବ ପଞ୍ଚାୟତ ପିଡିଆରି ଗାଁରେରେ ଗୁରୁବାର ରାତିଅଧରେ ଏକ ଅଭାବନୀୟ ଘଟଣା ଘଟିଛି। ଗଞ୍ଜେଇ ଜବତ ବେଳେ...

ପଞ୍ଚାୟତର ୪୩ଲକ୍ଷ ଟଙ୍କା ହଡପ ଘଟଣା: ବନ୍ଧା ହୋଇ ଜେଲ ଗଲେ ପିଇଓ

ବ୍ରହ୍ମପୁର,୨୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତକୁ ବିଭିନ୍ନଭତ୍ତା ଓ ସରକାରୀ ଯୋଜନାରେ ଆସିଥିବା ୪୩ଲକ୍ଷ ୧ହଜାର ୬୪୦ ଟଙ୍କା ହଡପ...

ଟାଟା ଷ୍ଟିଲ୍‌ରେ ଅଘଟଣ: ୮ ଶ୍ରମିକ ଆହତ

ଯାଜପୁର,୨୧।୩: ଯାଜପୁର ଜିଲା କଳିଙ୍ଗନଗର ସ୍ଥିତ ଟାଟା ଷ୍ଟିଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଷ୍ଟିଲ ମେଲ୍‌ଟିଂ ସପ୍‌ରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି।...

ଛେଚିବ କୁଆପଥର ବର୍ଷା: ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର,୨୧ା୩: ଆସନ୍ତା ୨୪ ଘଣ୍ଟାରେ କୁଆପଥର ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ୯ ଜିଲାରେ କୁଆପଥର ବର୍ଷା ନେଇ ଅନୁମାନ କରାଯାଛି। ଏହାସହ ୩ ଜିଲାରେ...

ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି: କଟାକ୍ଷ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନଙ୍କ ନେତୃତ୍ୱରେ ଶନିବାର ଚେନ୍ନାଇରେ ହେବାକୁ ଥିବା ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୈଠକରେ...

SC, ST ଇଞ୍ଜିନିୟରଙ୍କ ଅଣସଂରକ୍ଷିତ ପଦବୀରେ ପଦୋନ୍ନତି ସ୍ଥଗିତ

କଟକ,୨୧ା୩: ସାଧାରଣ ବର୍ଗର ଇଞ୍ଜିନିୟରମାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରି, ଓଡ଼ିଶା ହାଇକୋର୍ଟ ସହକାରୀ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ପଦବୀରେ ପଦୋନ୍ନତି ପ୍ରଦାନ ପାଇଁ ପୂର୍ତ୍ତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image