ଜଳିଗଲା ବସ୍‌: ୧୫ ଚକ୍ଷୁ ଅପରେଶନ ରୋଗୀ ଆହତ

ନୟାଗଡ ଅଫିସ୍‌,୩୦।୧: ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନାର ଫାଲପାଦୁ ନିକଟରେ ଡିଭାଇଡରକୁ ଧକା ଦେଇ ଏକ ବସ ଜଳି ଯାଇଛି। ବସରେ ୩୦ ଆଖି ଅପରେସନ ରୋଗୀ ଥିଲେ। ଏଥିରୁ ୧୫ ଜଣ ଆହତ ହୋଇଛନ୍ତି। ଆହତଙ୍କ ଘର ବୌଦ ଜିଲା ହରଭଙ୍ଗା ଅଞ୍ଚଳରେ ବୋଲି ଜଣାପଡିଛି।
ଖୋର୍ଦ୍ଧା ଜିଲା କୁହୁଡିଠାରେ ଥିବା ସାଇ ସେବା ସଦନ ହସ୍ପିଟାଲରୁ ବୌଦ୍ଧ ଜିଏୟଲା ହରଭଙ୍ଗା ଅଭିମୁଖେ ପ୍ରାୟ ୩୦ ଜଣ ଆଖି ଅପରେଶନ ରୋଗୀ ଙ୍କୁ ନେଇ ଯାଉଥିବା ବସଟି ରବିବାର ବିଳମ୍ବିତ ରାତିରେ ଫାଲପାଦୁଠାରେ ଭାରସାମ୍ୟ ହରାଇ ରାସ୍ତାକଡ ଡିଭାଇଡରକୁ ପିଟି ହୋଇ ଜଳି ଯାଇଥିଲା। ଘଟଣାସ୍ଥଳରେ ସ୍ଥାନୀୟ ଲୋକ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଦଶପଲା ଓ ବାଣୀଗୋଛା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ବସରେ ନିଆଁ ନେଇ ଦଶପଲା ଦମକଳବାହିନୀକୁ ଫୋନ କର ଯାଇଥିବା ବେଳେ ୨ ଘଣ୍ଟା ବିଳମ୍ବରେ ଦମକଳବାହିନୀ ପହଞ୍ଚି ଥିଲା। ଏନେଇ ଉତ୍ତେଜନା ଦେଖା ଦେଇଥିଲା। ଅନ୍ୟପଟେ ଘଟଣାସ୍ଥଳରୁ ବସ ଚାଳକ ଓ ହେଲଫର ଫେରାର ହୋଇଯାଇଛନ୍ତି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ନୂଆବର୍ଷର ସଂକଳ୍ପ

ଆଜି ପବିତ୍ର ଓଡ଼ିଆ ନୂଆବର୍ଷ। ମହାବିଷୁବ ସଂକ୍ରାନ୍ତି। ମହାବୀର ହନୁମାନ ଜୟନ୍ତୀ। ଆଜି ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରରୁ ଓଡ଼ିଆ ପାଞ୍ଜିର ହେବ ଶୁଭାରମ୍ଭ। ଆଜି...

ବାବୁଙ୍କୁ ‘ଇ-ପାର୍‌’ ଅଡୁଆ

ଭୁବନେଶ୍ୱର,୧୪ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଅଧୀନ ଗ୍ରୁପ୍‌-କ ଏବଂ ଖ ବର୍ଗର ଅଧିକାରୀମାନେ ସେମାନଙ୍କ ପର୍‌ଫର୍ମାନ୍ସ ଆପ୍ରାଇଜାଲ ରିପୋର୍ଟ(ଇ-ପାର୍‌) ତଥ୍ୟ ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲରେ...

ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର,୧୪।୪: ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। NEP-୨୦୨୦ ଆଧାରରେ ୨୦୨୫-୨୬ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର SAM...

ପଣା ସଂକ୍ରାନ୍ତିରେ ସ୍କୁଲ ପିଲା ବାଣ୍ଟିଲେ ପାଣି ସହ ପାରମ୍ପରିକ ପଣା

ଦାରିଙ୍ଗବାଡି, ୧୪।୪, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ନୀଳକନ୍ଦର ସାହିର ଛାତ୍ରୀଛାତ୍ରମାନେ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପଣା ସଂକ୍ରାନ୍ତି ଅବସରରେ ପାରମ୍ପରିକ ପଣା...

ଘରେ ପଶି ହତ୍ୟା କରିବୁ, ବୋମା ପକାଇ କାର୍‌ ଉଡ଼ାଇ ଦେବୁ, ପୁଣି ସଲମାନଙ୍କୁ ମିଳିଲା ଏମିତି ଧମକ

ମୁମ୍ବାଇ: ବଲିଉଡ୍‌ର ସୁପରଷ୍ଟାର୍‌ ସଲମାନ ଖାନଙ୍କୁ ପୁଣି ଥରେ ଧମକ ମିଳିଛି। ମୁମ୍ବାଇର ଓ୍ବର୍ଲି ଟ୍ରାଫିକ ବିଭାଗର ହ୍ବାଟ୍ସଆପ୍‌ ନମ୍ବରକୁ ଏକ ଧମକ ପଠାଯାଇଛି। ଯେଉଁଥିରେ...

‘ଆମେ ବି ହେବୁ କୁନି ବୈଜ୍ଞାନିକ’, କେଏମଆରଏସରେ ବିଜ୍ଞାନ ଓ ଗବେଷଣାକୁ ନେଇ କର୍ମଶାଳା

ରାଇକିଆ,୧୪।୪,(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ କଳିଙ୍ଗ ମଡେଲ ରେଶିଡେନ୍ସିଆଲ ସ୍କୁଲରେ ବିଜ୍ଞାନ ଓ ଗବେଷଣାକୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ...

Video : ଟ୍ରମା ସେଣ୍ଟରରେ ସିଧା ଆମ୍ବୁଲାନ୍ସ ପହଞ୍ଚାଇ ଦେଲେ ଡ୍ରାଇଭର, ଲୋକେ କହିଲେ ଡାକ୍ତର ଚଲାଉଥିଲେ କି ଗାଡ଼ି?

ନୂଆଦିଲ୍ଲୀ,୧୪।୪: ଯେତେବେଳେ କେହି ଅସୁସ୍ଥ ହୁଅନ୍ତି କିମ୍ବା ଦୁର୍ଘଟଣା ଘଟେ, ପ୍ରଥମେ ଆମ୍ବୁଲାନ୍ସକୁ ଡକାଯାଏ। ରୋଗୀଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରୁ ଆମ୍ବୁଲାନ୍ସ ଦ୍ରୁତ ଗତିରେ ଚାଲିଯାଏ,...

୧୫ରୁ ୨ମାସ ସାମୁଦ୍ରିକ କଟକଣା ଲାଗୁ

ପାରାଦୀପ,୧୪ା୪(ଶରତ ରାଉତ): ସମଗ୍ର ରାଜ୍ୟର ପୂର୍ବ ଉପକୂଳରେ ଆସନ୍ତା ୧୫ ତାରିଖରୁ ସାମୁଦ୍ରିକ କଟକଣା ଲାଗୁ ହେବ। ଏ ନେଇ ଓଡ଼ିଶା ସରକାରଙ୍କ ମତ୍ସ୍ୟ ନିର୍ଦ୍ଦେଶାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image