ଟ୍ରକ ପଛ ପଟକୁ ଧକ୍କା ଦେଲା ବସ,ହେଲ୍ପର୍‌ ମୃତ

ଯାଜପୁର, ୩୦।୯(ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଜାରକା ଛକ ନିକଟ ଟ୍ରକ ପଛ ପଟେ ଧକ୍କା ଦେଇଛି। ଏହି ଯାତ୍ରୀବାହି ବସ ଘଟଣା ସ୍ଥଳରେ ହେଲ୍ପରଙ୍କ ମୃତ୍ୟୁ ହୋଇଛି।

ସୂଚନା ମୁତାବକ ରାଜା ନାମକ ଏକ ଘରୋଇ ଯାତ୍ରୀବାହି ବସ କରଞ୍ଜିଆ ,ବାରିପଦାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ରାତି ପ୍ରାୟ ୩ଟା୧୦ ମିନିଟ ସମୟ ରେ ଜାରକା ଛକ ନିକଟରେ ଛିଡ଼ା ହୋଇ ଥିବା ଏକ ସାର ବୋଝେଇ ଟ୍ରକ ପଛ ପଟେ ଧକ୍କା ଦେଇ ଥିଲା। ଏବଂ ଘଟଣା ସ୍ଥଳରେ ହେଲପରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଘଟଣା ପରେ ଧର୍ମଶାଳା ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଅନ୍ୟ ୨୦ରୁ ଉଦ୍ଧର୍‌ବ ଯାତ୍ରୀଙ୍କୁ ଧର୍ମଶାଳା ସାସ୍ଥ୍ୟ କେନ୍ଦ୍ର ପଠାଇଥିବାବେଳେ ଅତି ଗୁରୁତର ୩ଯାତ୍ରୀଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ଟୁଇନ ସିଟି କମିଶନର , ନୂତନ କମିଶନର ଭାବେ ଦାୟିତ୍ୱ ନେଲେ ସୁରେଶ ଦେବଦତ୍ତ ସିଂ

ଭୁବନେଶ୍ୱର,୩୦।୯: ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ ସିଟି କମିଶନର । ୧୯୯୮ ବ୍ୟାଚ ବରିଷ୍ଠ ଆଇପିଏସ ସୁରେଶ ଦେବଦତ୍ତ ସିଂ ନୂତନ କମିଶନର ଭାବେ ସୋମବାର...

ବିଜେଡିରେ ହଲଚଲ! ନବୀନଙ୍କ ବଡ଼ ଆକ୍ସନ…

ଭୁବନେଶ୍ୱର,୩୦।୯: ବିଜେଡି କଳି ଏବେ ତେଜିବାରେ ଲାଗିଛି। ବିଜେଡି କଳି ଉଗ୍ର ରୂପ ନେବା ପରେ ବିଜେଡି ସୁପ୍ରିମୋ ଆକ୍ସନ ନେଇଛନ୍ତି। ଏନେଇ ୪ ଜଣଙ୍କୁ...

ଏରେଣ୍ଡେଇ ସରପଞ୍ଚଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ଥାବ କରୋମ ଅଭାବରୁ ବାତିଲ

ପାଟଣା,୩୦।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତର ସରପଞ୍ଚ ପାର୍ବତୀ ଦେହୁରୀଙ୍କ ବିରୋଧରେ ସୋମବାର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅନାସ୍ଥା ପ୍ରସ୍ତାବ...

ଚାଲିଥିଲା କାମ, ହଠାତ୍‌ ଜିଲାପାଳଙ୍କ ଅଫିସରେ ଲାଗିଗଲା ନିଆଁ

ଖୋର୍ଦ୍ଧା ,୩୦।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାପାଳଙ୍କ ଅଫିସରେ ଲାଗିଲା ନିଆଁ। ଇନଭଟର୍ର ବ୍ୟାଟେରୀ ଫାଟି ଏହି ଅଗ୍ନିକାଣ୍ଡ ଘଟିଛି। ଫଳରେ ନିଆ ଲାଗି କିଛି କାଗଜ...

ଭରତପୁର ମାମଲା: ପ୍ରଥମ ବୈଠକ ପରେ ସଚିବ କହିଲେ ହେବ…

ଭୁବନେଶ୍ୱର,୩୦।୯: ଭରତପୁର ମାମଲାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ପ୍ରଥମ ବୈଠକ ପରେ କମିଶନଙ୍କ ସଚିବ କହିଛନ୍ତି, ଘଟଣାକୁ ନେଇ ସତ୍ୟପାଠ ଆହ୍ବାନ କରାଯିବ...

ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ପ୍ରଫୁଲ୍ଲ ଘଡ଼ାଇ କହିଲେ…

ଭୁବନେଶ୍ୱର,୩୦।୯: ଯାଜପୁରରେ ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ଉପରେ ବିଜେଡି ବରିଷ୍ଠ ନେତା ପ୍ରଫୁଲ୍ଲ ଘଡ଼ାଇଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିୀଛନ୍ତି, ନବୀନ ବାବୁଙ୍କ ସମୟରେ ଯାଜପୁରର ଅନେକ...

ଭରତପୁର ମାମଲା: ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ

ଭୁବନେଶ୍ୱର,୩୦।୯: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ବର ସର୍କିଟ ହାଉସରେ ପ୍ରଥମ ବୈଠକ ବସିଛି। ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଏହି...

ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନିରାକାରପୁର,୩୦।୯(ମାନସ ଚନ୍ଦ୍ର ପଟ୍ଟନାୟକ): ଗଛ ଡାଳରୁ ସୋମବାର ଜଣେ ଛାତ୍ରଙ୍କ ମୃତ ଦେହକୁ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ଖୋର୍ଦ୍ଧା ଜିଲା ଜଙ୍କିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri