ଇଶା-ଦୀପିକାଙ୍କ ମଧ୍ୟରେ ବ୍ୟବସାୟିକ ସହଭାଗିତା

ଭୁବନେଶ୍ୱର,୧୬।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପର ପ୍ରମୁଖ କମ୍ପାନୀ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ (ଆର୍‌ଆର୍‌ଭିଏଲ୍‌)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଇଶା ଏମ୍‌ ଅମ୍ବାନୀ ଏବଂ ୮୨ଂଇର ସହ ପ୍ରତିଷ୍ଠାତା ଦୀପିକା ପାଦୁକୋନଙ୍କ ମଧ୍ୟରେ ବ୍ୟବସାୟିକ ସହଭାଗିତା ସ୍ଥାପନ ହୋଇଛି। ବିଶେଷ କରି ଆରଆରଭିଏଲର ପ୍ରମୁଖ ୟୁନିଟ ରିଲାଏନ୍ସ ରିଟେଲର ବିୟୁଟି ବ୍ରାଣ୍ଡ ଟିରା ଓ ସେଲପ କେୟାର ବ୍ରାଣ୍ଡ ୮୨ଂଇ ପ୍ଲାଟଫର୍ମ ମଧ୍ୟରେ ବ୍ୟବସାୟିକ ଚୁକ୍ତିନାମା ହୋଇଥିବାବେଳେ ୮୨ଂଇ ର ସମ୍ପ୍ରସାରଣ ସହ ଡି୨ସି ମଡେଲ ଜରିଆରେ ପ୍ରଥମଧରଣର ରିଟେଲ ସେବା ଯୋଗାଇ ଦେବାକୁ ଆବଶ୍ୟକ ସହାୟତା ଓ ସୁବିଧା ଉଭୟ ପକ୍ଷରୁ ଯୋଗାଇ ଦିଆଯିବ ବୋଲି ବ୍ରାଣ୍ଡ୍‌ ମତବ୍ୟକ୍ତ କରିଛନ୍ତି। ଏ ସମ୍ପର୍କରେ ଆର୍‌ଆର୍‌ଭିଏଲ୍‌ର ନିର୍ଦ୍ଦେଶିକା ଇଶା ଏମ ଅମ୍ବାନୀ କହିଛନ୍ତି, ଆମେ ୮୨ଂଇ ସହ ସହଭାଗିତା ସ୍ଥାପନ କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ସେଲ୍‌ଫ କେୟାର ଆଣ୍ଡ ହୋଲିଷ୍ଟିକ ଓ୍ବେଲନେସ କ୍ଷେତ୍ରରେ ବ୍ରାଣ୍ଡ୍‌ର କମିଟମେଣ୍ଟ ବେଶ୍‌ ଉତ୍ସାହଜନକ ରହିଛି। ଫଳରେ ଟିରା ଗ୍ରାହକଙ୍କ ନିକଟତର ହେବାରେ ଏହା ବେଶ୍‌ ଲାଭଦାୟକ ହେବ ବୋଲି ସେ ମତପ୍ରକାଶ କରିଛନ୍ତି। ସେହିଭଳି ୮୨ଂଇର ସହ ପ୍ରତିଷ୍ଠାତା ଦୀପିକା ପାଦୁକୋନ କହିଛନ୍ତି, ଟିରା ପ୍ଲାଟଫର୍ମରେ ୮୨ଂଇ ବ୍ରାଣ୍ଡ୍‌ର ସମସ୍ତ ଉତ୍ପାଦ ଉପଲବ୍ଧ ହେବ। ଏପରିକି ଆମେ ଆମର ଗୁଣାତ୍ମକ ଉତ୍ପାଦ ଓ ସେବା ପ୍ଲାଟଫର୍ମ ଜରିଆରେ ଗ୍ରାହକଙ୍କୁ ଯୋଗାଇ ଦେବୁ ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri