Posted inଜାତୀୟ

ବାଇକ୍‌ କିଣିଲେ ଏବେ ଶସ୍ତାରେ ମିଳିବ ହେଲମେଟ୍‌, ନୀତିନ ଗଡକରୀଙ୍କ ବଡ଼ ସୂଚନା

ନୂଆଦିଲ୍ଲୀ,୫।୯: ଆପଣ ବାଇକ୍‌ କିଣିବାକୁ ଯୋଜନା କରୁଛନ୍ତି, ତେବେ ବର୍ତ୍ତମାନ ଆପଣ ଆଉ ଏକ ଲାଭ ପାଇବାକୁ ଯାଉଛନ୍ତି। ବର୍ତ୍ତମାନ ସମସ୍ତ ପ୍ରକାର ବାଇକ୍‌ କ୍ରୟକାରୀଙ୍କ ପାଇଁ ଶସ୍ତା ହେଲମେଟ ଉପଲବ୍ଧ ହେବାକୁ ଯାଉଛି। କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ମଧ୍ୟ ଏହି ପରି ଦୁଇ ଚକିଆ ଯାନ ନିର୍ମାତାଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି। ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ, ବାଇକ କିଣୁଥିବା କୌଣସି ଗ୍ରାହକଙ୍କୁ ଏବେ ରିହାତିରେ ହେଲମେଟ ଯୋଗାଇ ଦିଆଯିବ।

ନୀତିନ ଗଡକରୀ କହିଛନ୍ତି, ପ୍ରତିବର୍ଷ ଦେଶରେ ୫୦ ହଜାରରୁ ଅଧିକ ବାଇକ ଆରୋହୀ ହେଲମେଟ ପିନ୍ଧି ନ ଥିବାରୁ ମୃତ୍ୟୁ ବରଣ କରନ୍ତି। ୨୦୨୨ରେ ହେଲମେଟ ନ ପିନ୍ଧିବାରୁ ୫୦ହାଜର ୨୯ଜଣ ଲୋକ ପ୍ରାଣ ହରାଇଛନ୍ତି। ତେଣୁ ସମସ୍ତ ଦୁଇ ଚକିଆ କମ୍ପାନୀ ବାଇକ କ୍ରୟ ଗ୍ରାହକଙ୍କୁ ସୁଲଭ ମୂଲ୍ୟରେ ହେଲମେଟ ଯୋଗାଇବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

+୨ ପରୀକ୍ଷା ଖାତା ମୂଲ୍ୟାଙ୍କନ ଆରମ୍ଭ

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ): ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ବୁଧବାରଠାରୁ ଆରମ୍ଭ ହୋଇଛି। ରାଜ୍ୟ ସରକାର ଚଳିତ ବର୍ଷ ମାଟ୍ରିକ, ଯୁକ୍ତ ୨ ଏବଂ...

କାମରେ ଆସୁନି ଗୋଷ୍ଠୀ ଶୌଚାଳୟ: ଲକ୍ଷାଧିକ ଟଙ୍କା ଖର୍ଚ୍ଚକୁ ନେଇ ଉଠିଲା ପ୍ରଶ୍ନ

ଦାରିଙ୍ଗବାଡି,୨ /୪ (ଅରୁଣ ସାହୁ): ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ସରକାର କୋଟି କୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏଥିପାଇଁ ପଞ୍ଚାୟତ ସମିତି ଏବଂ ପଞ୍ଚାୟତ...

୧୩ ଦିନିଆ ଗଞ୍ଜାମ ମା’ ଦକ୍ଷିଣ କାଳୀଙ୍କ ଦଣ୍ଡଯାତ୍ରା ଶୁଭାରମ୍ଭ

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ପ୍ରସିଦ୍ଧ ଶ୍ରୀ ଶ୍ରୀ ମା’ ଦକ୍ଷିଣ ଦଣ୍ଡକାଳୀଙ୍କ ୧୩ ଦିନବ୍ୟାପି ଦଣ୍ଡ ଯାତ୍ରା ବୁଧବାର ଶୁଭାରମ୍ଭ ହୋଇଛି l ଦାମୋଦରପୁର...

ସକାଳୁ ସକାଳୁ ଥରିଲା ପାକିସ୍ତାନ: ଲୋକେ ଭୟଭୀତ

ଇସଲାମାବାଦ୍‌,୨।୪: ଭାରତର ପଡ଼ୋଶୀ ଦେଶ ପାକିସ୍ତାନରେ ମଙ୍ଗଳବାର ସକାଳୁ ଭୂମିକମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି ଅନୁଯାୟୀ, ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା...

ଜଙ୍ଗଲ ନଷ୍ଟକୁ ବିରୋଧକରି ଗଛର ଅନ୍ତିମ ସଂସ୍କାର ଯାତ୍ରା

ଡେରାଡୁନ୍‌: ଉତ୍ତରାଖଣ୍ଡର ରାଜଧାନୀ ଡେରାଡୁନ୍‌ରେ ବିକାଶମୂଳକ ପ୍ରକଳ୍ପ ପାଇଁ ବୃକ୍ଷ କାଟିବାକୁ ବିରୋଧ କରି ‘ପରିବେଶ ବଞ୍ଚାଅ ଆନ୍ଦୋଳନ ୨.୦’ ବ୍ୟାନରରେ ପରିବେଶବିତ୍‌ ତଥା ବୁଦ୍ଧିଜୀବୀମାନେ...

କୃଷକ କଲ୍ୟାଣ ଟ୍ରଷ୍ଟ ତରଫରୁ ୨ ଲକ୍ଷ ଟଙ୍କା ଜୀବନ ବୀମା ରାଶି ପ୍ରଦାନ

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର): କୃଷକ କଲ୍ୟାଣ ଟ୍ରଷ୍ଟ ଦେବଗଡ଼ ତରଫରୁ ପୂର୍ବନିର୍ଦ୍ଧାରିତ ଅନୁଯାୟୀ ଜିଲାର ସମସ୍ତ ପଞ୍ଜୀକୃତ ଚାଷୀ ମୋଟ ୧୮,୭୭୬ ଜଣଙ୍କ ପାଇଁ ଟ୍ରଷ୍ଟର...

ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ୫ଜଣ ନିର୍ବାଚିତ: ସଂଗଠନକୁ ଆହୁରି ଶକ୍ତିଶାଳୀ କରିବାକୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨।୪(ଅରୁଣ ସାହୁ)/(ପ୍ରଦୀପ ବେହେରା): ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ଜିଲ୍ଲାରୁ ୫ଜଣ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଜିଉଦୟଗିରି ନିର୍ବାଚନମଣ୍ଡଳୀରୁ ଦୁଇଜଣ ପରିଷଦ ସଦସ୍ୟ...

ରାଜ୍ୟସ୍ତରୀୟ ଅସ୍ମିତା ହକି ପ୍ରତିଯୋଗିତାରେ ଦେବଗଡ ଦଳର ସଫଳତା: ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ରାଉରକେଲାସ୍ଥିତ ବୀର୍ସା ମୁଣ୍ଡା ହକି ଷ୍ଟାଡିୟମ ଠାରେ ଗତ ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ରାଜ୍ୟ ସ୍ତରୀୟ ଅସ୍ମିତା ହକି ପ୍ରତିଯୋଗୀତାରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image