୨୦୨୫ ସୁ୍‌ଦ୍ଧା ସଙ୍କଟ ଜନକ ହେବ ନିର୍ଗମନ, ଅନ୍ତଜାର୍ତୀୟ ଶକ୍ତି ଏଜେନ୍ସିର ଚେତାବନୀ…

ଓ୍ବାଶିଂଟନ,୨୭।୧୦ : ଭବିଷ୍ୟତରେ ବିପଦ ସମ୍ପର୍କରେ ଅନ୍ତର୍ଜାତୀୟ ଶକ୍ତି ଏଜେନ୍ସି ଚେତାବନୀ ଦେଇଛି। ଏଜେନ୍ସିର ରିପୋର୍ଟରେ କୁହାଯାଇଛି ଯେ ୨୦୨୫ ସୁଦ୍ଧା ବିଶ୍ୱର ଶକ୍ତି ନିର୍ଗମନ ସର୍ବାଧିକ ହେବ। ବାସ୍ତବରେ, ବିଶ୍ୱ ଶକ୍ତି ଏଜେନ୍ସି-୨୦୨୨ ରିପୋର୍ଟ ଗୁରୁବାର ଅନ୍ତର୍ଜାତୀୟ ଶକ୍ତି ଏଜେନ୍ସି ଦ୍ୱାରା ପ୍ରକାଶ ପାଇଛି। ଏଥିରେ ବଢୁଥିବା ନିର୍ଗମନ ନେଇ ଚିନ୍ତାବ୍ୟକ୍ତ କରାଯାଇଛି।

ରିପୋର୍ଟରେ ଦର୍ଶାଯାଇଛି ଯେ ୨୦୩୦ ସୁଦ୍ଧା ନିର୍ଗମନ ୧୫ ପ୍ରତିଶତ ହ୍ରାସ ପାଇ ୩୧.୫ ଜିଟିରେ ପହଞ୍ଚିବ। ଏହା ବ୍ୟତୀତ ଆସନ୍ତା ସମୟରେ ଜୀବାଶ୍ମ ଇନ୍ଧନର ଚାହିଦା ବୃଦ୍ଧି ପାଇବ ବୋଲି ରିପୋର୍ଟରେ କୁହାଯାଇଛି। ଏହା ବ୍ୟତୀତ କୋଇଲା, ପ୍ରାକୃତିକ ଗ୍ୟାସ ଏବଂ ପେଟ୍ରୋଲର ଚାହିଦା ମଧ୍ୟ ଆସନ୍ତା କିଛି ବର୍ଷ ମଧ୍ୟରେ ୨୦୩୦ ସୁଦ୍ଧା ଏହାର ସର୍ବୋଚ୍ଚ ସ୍ତରରେ ପହଞ୍ଚିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସ୍‌ମସ୍‌ରେ ବି ଛାଡ଼ିଲାନି ରୁଷିଆ

କିଭ୍‌,୨୬ା୧୨: ଧରାପୃଷ୍ଠରେ ଯୀଶୁଙ୍କ ଅବତରଣକୁ ନେଇ ବୁଧବାର ବିଶ୍ୱବାସୀ କ୍ରିସ୍‌ମସ ପାଳନରେ ମସ୍‌ଗୁଲ ଥିବାବେଳେ ୟୁକ୍ରେନ୍‌ ଉପରେ ଘନ ଘନ ଆକ୍ରମଣ କରିଛି ରୁଷିଆ। ୟୁକ୍ରେନ୍‌ର...

ପଡ଼ୋଶୀ ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାର ଷ୍ଟ୍ରାଇକ୍‌: ୪୬ ମୃତ, ଜବାବ ଦିଆଯିବ ବୋଲି କହିଲା…

କାବୁଲ, ୨୫।୧୨: ପାକିସ୍ତାନ ଏହାର ପଡ଼ୋଶୀ ଦେଶ ଆଫଗାନିସ୍ତାନ ଉପରେ କରିଛି ଏୟାର ଷ୍ଟ୍ରାଇକ୍‌। ଦେଶର ପୂର୍ବ ପକ୍ତିକା ରାଜ୍ୟର ବରମଲ ଜିଲାରେ ମଙ୍ଗଳବାର ରାତିରେ...

କାଜାକିସ୍ତାନ ବିମାନ ଦୁର୍ଘଟଣାର ଭୟଙ୍କର ଭିଡିଓ ଆସିଲା ସାମ୍ନାକୁ

ଅସ୍ତାନା,୨୫।୧୨: ଆଜେରବାଇଜାନ ଏୟାରଲାଇନ୍ସର ଏକ ଯାତ୍ରୀବାହୀ ବିମାନ ବୁଧବାର କାଜାକିସ୍ତାନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା କାଜାକିସ୍ତାନର ଅକଟାଉ ସହର ନିକଟରେ ଘଟିଛି। ବିମାନଟି ଆଜେରବାଇଜାନରୁ...

ରୁଷିଆ ଯାଉଥିବା ବିମାନ କ୍ରାସ୍‌, ୬୬ ମୃତ

ଅସ୍ତାନା,୨୫।୧୨: ଆଜେରବାଇଜାନ ଏୟାରଲାଇନ୍ସର ଏକ ବିମାନ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଏହି ବିମାନଟି ବାକୁ ବିମାନବନ୍ଦରରୁ ଉଡ଼ାଣ ଭରିଥିଲା ଯେଉଁଥିରେ ୭୨ରୁ ଅଧିକ...

ଜେଲରୁ ବାହାରିବେ ଇମ୍ରାନ ଖାନ!

ଇସଲାମାବାଦ,୨୫।୧୨: ରାଜନୈତିକ ବିବାଦର ସମାଧାନ ପାଇଁ ପାକିସ୍ତାନ ସରକାର ବର୍ତ୍ତମାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ, ବିରୋଧୀ ଦଳ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ର ମୁଖ୍ୟଙ୍କ...

ଗାଜାରେ ପ୍ରତି ଘଣ୍ଟାରେ ଜଣେ ଶିଶୁଙ୍କର ହେଉଛି ମୃତ୍ୟୁ: ଜାତିସଂଘ ଏଜେନ୍ସି

ଗାଜା,୨୫।୧୨: ମିଳିତ ଜାତିସଂଘର ରିଲିଫ ଆଣ୍ଡ ୱାର୍କସ ଏଜେନ୍ସି ଫର ପାଲେଷ୍ଟାଇନ ଶରଣାର୍ଥୀ (UNRWA) ଅନୁଯାୟୀ, ଗାଜା ଘାଟିରେ ପ୍ରତି ଘଣ୍ଟାରେ ଜଣେ ଶିଶୁଙ୍କୁ ହତ୍ୟା...

WHOରୁ ଓହରିଯିବ ଆମେରିକା! ଜାଣନ୍ତୁ ଟ୍ରମ୍ପଙ୍କ ଏଭଳି ନିଷ୍ପତ୍ତି ପରେ ପଡ଼ିବ କି ପ୍ରଭାବ?

ଓ୍ବାଶିଂଟନ,୨୪।୧୨: ବିବାଦ ସହ ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କ ବେଶ ପୁରୁଣା। ଏବେ ତାଙ୍କର ଆଗାମୀ ପଦକ୍ଷେପକୁ ନେଇ ଆମେରିକୀୟ ଗଣମାଧ୍ୟମରେ ଆଲୋଚନା ସରଗରମ ରହିଛ। ଯଦି...

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri