ରେଲୱେ କର୍ମଚାରୀଙ୍କ ପାଇଁ ବଡ଼ ଖବର, ୭୮ ଦିନର ବୋନସ ଦେବାକୁ କେନ୍ଦ୍ର କ୍ୟାବିନେଟର ନିଷ୍ପତି

ନୂଆଦିଲ୍ଲୀ, ୧୮ା୧୦: ଦୀପାବଳି ପୂର୍ବରୁ କେନ୍ଦ୍ର ସରକାର ୧୧.୦୭ ଲକ୍ଷରୁ ଅଧିକ ରେଳ କର୍ମଚାରୀ ମାନଙ୍କ ପାଇଁ ବଡ଼ ନିଷ୍ପତି ନେଇଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହୋଇଥିବା କ୍ୟାବିନେଟ ବୈଠକରେ ନନ-ଗାଜେଟଡ କର୍ମଚାରୀ ମାନଙ୍କୁ ୭୮ ଦିନର ପ୍ରଡକ୍ଟିଭିଟି ବୋନସ ଦେବାକୁ ଘୋଷଣା କରିଛନ୍ତି। ସରକାରଙ୍କ ଏହି ନିଷ୍ପତି ଦ୍ୱାରା ୧୧ ଲକ୍ଷ ୭ ହଜାର ୩୪୦ କର୍ମଚାରୀଙ୍କୁ ଫାଇଦା ହେବ ଏବଂ ସରକାରଙ୍କୁ ଏଥିପାଇଁ ୧୯୬୯ କୋଟି ଟଙ୍କା ବ୍ୟୟ କରିବାକୁ ପଡ଼ିବ।

ସରକାରଙ୍କ ଏହି ନିଷ୍ପତିରେ ଟ୍ରାକ ମେଣ୍ଟେନର, ଲୋକ ପାଇଲାଟସ, ଟ୍ରେନ ମ୍ୟାନେଜର୍ସ, ଷ୍ଟେସନ ମାଷ୍ଟର୍ସ, ସୁପରଭାଇଜର, ଟେକନିସିଆନ, ଟେକନିସିଆନ ହେଲପର, ପଏଣ୍ଟସ ମ୍ୟାନ, ମିନିଷ୍ଟ୍ରିଆଲ ଷ୍ଟାଫ ଏବଂ ଆରପିଏଫ ଏବଂ ଆର୍ପିଏସଏଫ ବ୍ୟତୀତ ଅନ୍ୟନ୍ୟ ଗ୍ରୁପ-ସି କର୍ମଚାରୀଙ୍କୁ ମଦ୍ୟ ଏହାର ଫାଇଦା ମିଳିବ।

୨୦୨୨-୨୩ରେ ଭାରତୀୟ ରେଲୱେ ଚମତ୍କାର ପ୍ରଦର୍ଶନ କରିଥିଲା। ଏହି ସମୟରେ ୧୫୦୯ ମିଲିୟନ ଟନ ରେକର୍ଡ ମାଲ ପରିବହନ କରିଥିଲେ ଏବଂ ୬.୫ ଆରବ ରେଳ ଯାତ୍ରୀଙ୍କୁ ଯାତ୍ରା କରାଇଥିଲେ। ସରକାରଙ୍କ ଏହି ବୋନସ କର୍ମଚାରୀମାନଙ୍କୁ ଭବିଷ୍ୟତରେ ଉନ୍ନତ ପ୍ରଦର୍ଶନ କରିବାକୁ ଉତ୍ସାହିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି।...

ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ: ପୋଲିସକୁ ୨୪ ଘଣ୍ଟା ଛୁଟିରେ ପଠାଇ ଦିଆଯାଉ, ହିନ୍ଦୁମାନେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୯: ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ ରାଣେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରର ସାଙ୍ଗଲିରେ...

ଜବରଦସ୍ତ ଅଫର୍‌: ଯେକୌଣସି ଫିଲ୍ମ ହଲ୍‌ରେ ଦେଖିପାରିବେ ମାତ୍ର ୯୯ ଟଙ୍କାରେ

ଭୁବନେଶର,୨୦।୯: ଆଜି ଜାତୀୟ ସିନେମା ଦିବସ। ଏହାକୁ ଦୃଷ୍ଟିରେ ରଖି ସିନେପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ହଲ୍‌ରେ ଯେକୌଣସି ଫିଲ୍ମ ଦେଖିବାକୁ ଯିବେ,...

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri