କ୍ୟାବିନେ୍‌ଟ ବୈଠକ: ୧୭ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୨୧ା୭(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଲୋକସେବା ଭବନରେ ରାଜ୍ୟ କ୍ୟାବିନେ୍‌ଟ ଗୁରୁତ୍ପୂର୍ଣ୍ଣ ବୈଠକ ଶେଷ ହୋଇଛି। କ୍ୟାବିନେଟରେ ୧୭ ପ୍ରସ୍ତାବ ଉପରେ ମୋହର ବାଜିଛି। ମିଶନ ଶକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି। ମିଶନ ଶକ୍ତି ସ୍କୁଟର ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହର ମାରିଛନ୍ତି। ଏହି ଯୋଜନାରେ ମିଶନ ଶକ୍ତିରେ ଜଡ଼ିତ ମହିଳାଙ୍କୁ ସ୍କୁଟି ମିଳିବ।

Share