ଶ୍ରୀଲଙ୍କାର ଆର୍ଥିକ ସଙ୍କଟ ମଧ୍ୟରେ ସାମୁହିକ ଭାବେ ଇସ୍ତଫା ଦେଲେ କ୍ୟାବିନେଟ ମନ୍ତ୍ରୀ

କଲମ୍ବୋ,୪ ।୪: ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାଙ୍କୁ ଲାଗିଛି ଆଉ ଏକ ଝଟ୍‌କା । ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ଷେଙ୍କ ବ୍ୟତୀତ ଶ୍ରୀଲଙ୍କାର ସମସ୍ତ କ୍ୟାବିନେଟ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି । ସମ୍ପୂର୍ଣ୍ଣ ଦେଶ ଯେତେବେଳେ ଆର୍ଥିକ ସଙ୍କଟ ଦେଇ ଗତି କରୁଛି ସେତେବେଳେ ଦେଶର ରାଜନୈତିକ ସ୍ଥିତି ବିଗିଡି ଯାଇଛି । ଦେଶର ଆର୍ଥିକ ସ୍ଥିତିକୁ ନେଇ ଲୋକଙ୍କ ରାଗ ଚରମରେ ଥିବା ବେଳେ ଏପଟେ ଦେଶର ରାଜନୌତିକ ସ୍ଥିତି ବିଗିଡିଯାଇଛି । ତେବେ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ଷେ ନିଜ ପଦରେ ଥିବା ବେଳେ ତାଙ୍କ ପୁଅ ନମଲ ରାଜପାକ୍ଷେ ସମସ୍ତ ବିଭାଗରୁ ଇସ୍ତଫା ଦେଇଛନ୍ତି ।
ଏବେ ଶ୍ରୀଲଙ୍କାରେ ସାଧାରଣ ଜୀବନ ସଂଘର୍ଷମୟ ହୋଇ ପଡିଛି । ଦେଶରେ ଘଣ୍ଟା ଘଣ୍ଟା ଧରି ବିଜୁଳି କାଟ ସାଙ୍ଗକୁ, ସାଧାରଣ ଖାଉଟି ସାମଗ୍ରୀ ନ ମିଳିବାରୁ ଜନତା ସରକାରଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ପତ୍ର ପାଇଁ ଆବେଦନ କଲେ ରାଷ୍ଟ୍ରପତିଙ୍କ ସ୍ତ୍ରୀ

ମସ୍କୋ,୨୪ା୧୨:ସିରିଆର ବହିଷ୍କୃତ ରାଷ୍ଟ୍ରପତି ବଶର ଅଲ୍‌-ଅସାଦଙ୍କ ସ୍ତ୍ରୀ ଅସ୍‌ମା ଅଲ୍‌ ଅସାଦ୍‌ ଛାଡ଼ପତ୍ର ପାଇଁ ଆବେଦନ କରିଛନ୍ତି। ସେ ବ୍ରିଟେନ୍‌ ଫେରିଯିବାକୁ ଚାହୁଁଥିବା ଜଣାଇଛନ୍ତି। କ୍ଷମତାଚ୍ୟୁତ...

ପାକିସ୍ତାନର ସ୍ବପ୍ନ ଚୂରମାର କରିଦେଲା ଭାରତ

ନୂଆଦିଲ୍ଲୀ,୨୪।୧୨: ବ୍ରିକ୍ସରେ ସଦସ୍ୟତା ପାଇବାକୁ ଆଶା ରଖିଥିବା ପାକିସ୍ତାନକୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତର ଦୃଢ ବିରୋଧ ଯୋଗୁ ପାକିସ୍ତାନ କେବଳ ବ୍ରିକ୍ସର ସଦସ୍ୟତାରୁ...

ଶେଖ ହାସିନାଙ୍କୁ ଫେରାଇ ଆଣିବାକୁ ଚିଠି ଲେଖିଲା ବାଂଲାଦେଶ, ଭାରତ ଦେଲା ଏମିତି ଜବାବ

ବାଂଲାଦେଶ,୨୪।୨: ବାଂଲାଦେଶରେ ହିଂସା ପରେ ଅନେକ ମାସ ପରେ ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ମଧ୍ୟବର୍ତ୍ତୀ ସରକାର ଶେଷରେ ଶେଖ ହାସିନାଙ୍କୁ ଭାରତରୁ ପ୍ରତ୍ୟପର୍ଣ କରିବାକୁ ଦାବି...

ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ପାଇଁ ଭାରତକୁ ଚିଠି ଲେଖିଲା ବାଂଲାଦେଶ

ଢାକା,୨୩।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ଦାବିରେ ବାଂଲାଦେଶ ଭାରତକୁ ଏକ ଚିଠି ଲେଖିଛି। ବାଂଲାଦେଶର ବୈଦେଶିକ ବ୍ୟାପାର ପରାମର୍ଶଦାତା ତାହିଦ ହୁସେନ କହିଛନ୍ତି...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ

ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ...

୧୨ ବର୍ଷର ଛାତ୍ର ହେଲେ ଶିକ୍ଷୟିତ୍ରୀଙ୍କ ପିଲାର ପିତା! DNA ଖୋଲିଲା ରାଜ୍‌

ଓ୍ବାଶିଂଟନ,୨୩।୧୨: ଆମେରିକାର ଟେନେସି ରାଜ୍ୟରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଟେନିସି ରାଜ୍ୟ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜଣେ ୧୨ ବର୍ଷର ବାଳକକୁ ବଳାତ୍କାର...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri