Categories: ଜାତୀୟ

ସ୍ବାମୀଙ୍କୁ ହିଞ୍ଜଡ଼ା କହିବା ମାନସିକ ନିଷ୍ଠୁରତା: ହାଇକୋର୍ଟ

ଚଣ୍ଡିଗଡ଼,୨୪ା୧୦(ପି.ଟି.): ସ୍ବାମୀଙ୍କୁ ହିଞ୍ଜଡ଼ା କହିବା ମାନସିକ ନିଷ୍ଠୁରତା ବୋଲି ପଞ୍ଜାବ ଓ ହରିୟାଣା ହାଇକୋର୍ଟ କହିଛନ୍ତି। ଜଣେ ସ୍ବାମୀଙ୍କ ସପକ୍ଷରେ ପରିବାର ଅଦାଲତ ଜୁଲାଇରେ ଛାଡ଼ପତ୍ର ଆବେଦନକୁ ମଞ୍ଜୁରୀ ଦେଇଥିବାବେଳେ ହାଇକୋର୍ଟ ଏହାକୁ କାଏମ ରଖିଛନ୍ତି। ଫାମିଲି କୋର୍ଟଙ୍କ ରାୟକୁ ମହିଳା ଜଣକ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ।

Share